-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ବରୀ ପୋଲିସର ସାଇବର ସୁରକ୍ଷା ସଚେତନତା

27-Oct-2025



ବରୀ(ରଞ୍ଜିତ ମହାନ୍ତି): ରାମଚନ୍ଦ୍ରପୁର ଥାନା ପକ୍ଷରୁ ରବିବାର ସାଇବର ସୁରକ୍ଷା ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ବରୀ ମାଉଣ୍ଟଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥିଭାବେ ଯାଜପୁର ଏସ୍‌ଡିପିଓ ପ୍ରଶାନ୍ତ ମାଝୀ ଯୋଗଦେଇ ସାଇବର ଠକେଇରୁ କିପରି ସଧାରଣ ଜନତା ଦୂରେଇ ରହିବେ ସେ ସମ୍ପର୍କରେ କହିଥିଲେ। ମୋବାଇଲକୁ ଆସୁଥିବା ଓଟିପି ଟିପି
କାହାକୁ ନ ଦେବା ଏବଂ ପ୍ରାଙ୍କ୍ କଲରୁ ଦୂରେଇ ରହିବା ହିବା ପାଇଁ ବାର୍ତ୍ତା ଦେଇଥିଲେ। ସେ ସୋସିଆଲ ମିଡିଆ ବ୍ୟବହାର ସମୟରେ ସତର୍କ ରହିବାକୁ କହିଥିଲେ। ସେହିପରି ପ୍ୟାନ ପାଇଁ ଆସୁ ଥାସୁଥିବା କଲର ଉତ୍ତର ନ ଦେବାକୁ ମାଝି ଜଣାଇଥିଲେ। କାର୍ଯ୍ୟ ।ର୍ଯ୍ୟକ୍ରମରେ ଥାନା ଅଳ୍ପ ନ ଏବଂ ଆଧାର ର ଅପଡେଟ ଅଧିକାରୀ ଜ୍ୟୋତିର୍ମୟୀ ସେଠୀ, ସାଇବର ଥାନା ଏସ୍‌ଆଇ ମନୋଜ ସାହୁ, ଆରକ୍ଷୀ ନିରୀକ୍ଷକ ସୌମ୍ୟରଞ୍ଜନ
ଭୋଳ, ଅତିରିକ୍ତ ଆରକ୍ଷୀ ନିରୀକ୍ଷକ ଲମ୍ବୋଦର ଜେନା, ଲକ୍ଷ୍ମୀନାରାୟଣ ସ୍ବାଇଁଙ୍କ ସମେତ ଥାନା କର୍ମଚାରୀ ମନୋରଞ୍ଜନ ପାଢ଼ୀ, ମୋଚିରାମ ଟୁଡୁ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବଜାରର ବ୍ୟବସାୟୀ ଓ ବହୁ ଜ ଜନସାଧାରଣ ଉପସ୍ଥି ରହି ସଚେତନ ହୋଇଥିଲେ। ଅପରାହ୍ନରେ ଅଭିମନ୍ୟୁ ବାଲିଆ ବଜାର ଓ ରତ୍ନଗିରି ବଜାରରେ ଏହି ସଚେତନତା କାର୍ଯ୍ୟକ୍ରମ କ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like