-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||     

HOME   ଜିଲ୍ଲା

ସୋନପୁର ମଝି ପଡ଼ା କାଳୀ ପୂଜା ମହୋତ୍ସବ ରେ ସାଂସ୍କୃତିକ କାର୍ଯ୍ଯ କ୍ରମ ଅନୁଷ୍ଟିତ - କଣ୍ଠଶିଳ୍ପୀ ଉମାକାନ୍ତ ବାରିକଙ୍କ ଗୀତ lନାଚରେ ଦର୍ଶକ ହେଲେ ମତୁଆଲା*

27-Oct-2025



ସୋନପୁର ( ମନୋରଞ୍ଜନ ତ୍ରିପାଠୀ) ସୋନପୁର ରାମଧୂନ୍ କ୍ଲବ୍ କାଳୀ ପୂଜା ମହୋତ୍ସବ କମିଟି ପକ୍ଷରୁ ଉମାକାନ୍ତ ବାରିକ ସମ୍ବଲପୁରୀ ମେଲୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ସୋନପୁର ବିଧାୟକ ତଥା ପ୍ରାକ୍ତନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହି ସାଂସ୍କୃତିକ କାର୍ଯ୍ଯ କ୍ରମ କୁ ଉଦଘାଟନ କରି ହିନ୍ଦୁ ମୁସଲିମ ବିଭିନ୍ନ ସମ୍ପ୍ରଦାୟର ଲୋକେ ଏକାଠି କାଳୀ ପୂଜା ଉତ୍ସବ ପାଳନ କରିବା ଏକ ବିରଳ ବୋଲି କହିଥିଲେ l ଯାହାକି ଏ ସର୍ବ ଧର୍ମ ସମ୍ମନ୍ଵୟର ବାର୍ତ୍ତା କେବଳ ଏ ସୋନପୁର ରାମଧୂନ୍ କ୍ଲବ୍ ହିଁ ସମାଜକୁ ପହଞ୍ଚାଇଛି ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବରେ ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାଏକ, ପ୍ରାକ୍ତନ ପୌର ଅଧ୍ୟକ୍ଷ କଇରୁ ସ୍ବାଇଁ, ରାମ ଧୂନ୍ କ୍ଲବ୍ ଉପଦେଷ୍ଟା ଗୋପାଳ ବରାଇ, ଛାତ୍ର ନେତା ଶାଶ୍ଵତ ମିଶ୍ର, କ୍ଲବ ଉପ ସଭାପତି ସୋମ ନାଥ କବାଟ, ଡ୍ରଗିଷ୍ଟ୍ କେମିଷ୍ଟ ସଂଘ ସଂପାଦକ ସତ୍ୟ ନାରାୟଣ ଦରୁଆନ୍  ଯୋଗ ଦେଇ କଳାକାର ଓ ଆୟୋଜକ ଙ୍କୁ ଉତ୍ସାହିତ କରିଥିଲେ l ବିକାଶ ପଣ୍ଡା ସଭା ସଂଯୋଜନା କରିଥିଲେ l ବିଳମ୍ବିତ ରାତି ଯାଏ ଉମାକାନ୍ତ ବାରିକ ଓ ସାଥୀ କଳାକାର ଙ୍କ ସମ୍ବଲପୁରୀ ଗୀତ ନାଚରେ ଝୁମିଲେ ଓ ଦଶ  ହଜାର ରୁ ଉର୍ଦ୍ଧ୍ବ ଦର୍ଶକ (ଉମା ଦିୱାନା)  ମତୁଆଲା ହୋଇଥିଲେ l ପ୍ରକାଶ ଥାଉ କି ଯେ ଗତ ୨୦ ତାରିଖ ରେ ଆରଂଭ ହୋଇ ଥିବା କାଳୀ ପୂଜା ମହୋତ୍ସବ ଅବସରରେ ଏହି କ୍ଳବ୍ ପକ୍ଷରୁ ଗତ ୨୨ ତାରିଖ ରେ ଏକ ରକ୍ତ ଦାନ ଶିବିର ଓ ୨୪ ତାରିଖ ରେ ମଝିପଡ଼ା ସମେତ ଜାତି ଧର୍ମ ନିର୍ବିଶେଷରେ ସହର ର ସମସ୍ତ କ୍ଲବ ଅନୁଷ୍ଠାନ ର କର୍ମକର୍ତା ବିଶିଷ୍ଟ ବ୍ୟକ୍ତି ବିଶେଷ, ମିଡ଼ିଆ, ସରକାରୀ କର୍ମଚାରୀ ଙ୍କୁ ନେଇ ଶ୍ରୀ ରାମଜୀ ମନ୍ଦିର ଠାରେ ଏକ ସାମୂହିକ ପ୍ରସାଦ ସେବନ ର ଆୟୋଜନ କରା ଯାଇଥିଲା l

ରାମ ଧୂନ୍ କ୍ଲବ ସଭାପତି ପୀୟୁଷ ପଣ୍ଡା ଓ ସଂପାଦକ ବିକାଶ ପଣ୍ଡା ଙ୍କ ତତ୍ଵାବଧାନ ରେ ଅନୁଷ୍ଟିତ ଏହି ଉତ୍ସବର ସମସ୍ତ କାର୍ଯ୍ଯକ୍ରମରେ ପୂଜା କମିଟି ସଭାପତି ପୁରେନ୍ଦ୍ର ନାଏକ, ସଂପାଦକ ସୁରଜ୍ ସାହୁ, କୋଷାଧ୍ୟକ୍ଷ ବୁବୁନ ନାଏକ, ସହ ସଂପାଦକ ଚନ୍ଦନ ସାହୁ, ମିଡ଼ିଆ କୋଡ଼ି ନେଟର ମନୋରଞ୍ଜନ ତ୍ରୀପାଠୀ, ସକ୍ରିୟ ସଦସ୍ୟ  ଜଗନ୍ନାଥ ଦାଶ, ଲଡ଼ୁ କିଶୋର ମଲ୍ଲିକ, କମଳାକାନ୍ତ ସାହୁ, ଦିଲ୍ଲୀପ ସାହୁ, ରିପୁନ୍ ନାଏକ, ଶ୍ରୀକାନ୍ତ ନାଏକ, ସିପୁନ ନାଏକ, ଅମିତ୍ ସାହୁ, ମଦନ ସାହୁ , ରଜତ ସାହୁ , ବାଳ ଗୋପାଳ ମିଶ୍ର, ଜଗନ୍ନାଥ ସାହୁ, ଆକାଶ ମିଶ୍ର, ବାଲୁ ସରାଫ, ଜିଲୁ ସାହୁ, ପ୍ରିତିଶ ମଲ୍ଲିକ, ଚନ୍ଦନ ପାଣିଗ୍ରାହୀ ପ୍ରମୁଖ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026

You Might Also Like