-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

27-Oct-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ଅଧିନସ୍ଥ ଝରଣିପାଲି ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏହି ଶିବିର ସକାଳ 10 ଟା ରୁ ଆରମ୍ଭ ହୋଇ 12.30 ପର୍ଯ୍ୟନ୍ତ ଚାଲିଥିଲା।ସରପଞ୍ଚ ଶ୍ରୀମତୀ ସୁନିତା ସାହୁ ଙ୍କ ତତ୍ୱାବଧାନ ରେ  ଆଜିର ଜନ ଶୁଣାଣୀ ଶିବିର ପରିଚାଳିତ ହୋଇଥିଲା। ଉକ୍ତ ଶିବିର ଟି ସ୍ଥାନୀୟ ରାଜୀବ ଭବନ ଠାରେ  ଅନୁଷ୍ଠିତ ହୋଇଥିଲା l ଆଗଲପୁର ପଞ୍ଚାୟତ ସମିତି ର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗଦେଇ ସ୍ଥାନୀୟ ଲୋକଙ୍କ ସମସ୍ୟା ତଥା ଅଭିଯୋଗ ଫର୍ଦ୍ଦ ଗ୍ରହଣ କରିଥିଲେ। ତାଙ୍କ ସହିତ ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଶ୍ରୀ ଧୀରେନ୍ଦ୍ର ମେହେର  ମଧ୍ୟ ଉପସ୍ଥିତ ଥିଲେ। ସ୍ବାସ୍ଥ୍ୟ ଓ ପରିମଳ ଯନ୍ତ୍ରୀ ଶ୍ରୀ ବିଭୁତିଭୂଷଣ ସାମଲ, ମନରେଗା ଅଧିକାରୀ ମିସ୍ ଜଗତ ଜୀତା ସେଠୀ, ଆବାସ ଗୃହ ଅଧିକାରୀ ଶ୍ରୀ ଅଭି ସାହୁ, ଦେବାଶିଷ ବେହେରା, ବୈକୁଣ୍ଠ ଜଗତ, ସତ୍ୟବତୀ ମିଶ୍ର, ଯନ୍ତ୍ରୀ ପ୍ରଶାନ୍ତ ଗୁରୁ, ଅଜିତ କୁମାର ପଟେଲ, ଅନିରୁଦ୍ଧ ଭୋଇ ସର୍ବେଶ୍ୱର ପୁଟେଲ, ଏଡିଈଓ ବିମ୍ବାଧର କର୍ତ୍ତୀ, ଅଂଶୁମାନ ଦେବବାବୁ, ସଞ୍ଜୟ କୁମାର ପଣ୍ଡା ପ୍ରଭୃତି ଅଧିକାରୀ ଉପସ୍ଥିତ ଥିଲେ।  ଆଜିର ଜନ ଶୁଣାଣୀ ଶିବିର ରେ ସର୍ବ ମୋଟ୍ 20  ଟି ଅଭିଯୋଗ ଫର୍ଦ୍ଦ ଦାଖଲ ହୋଇଥିବା ପଞ୍ଜିକରଣ ଅଧିକାରୀ ଶ୍ରୀ ଆଲୋକ ରଞ୍ଜନ ମିଶ୍ରସୂଚନା ଦେଇଛନ୍ତି। ସମସ୍ତଙ୍କ ଅଭିଯୋଗ କୁ ଦୃଷ୍ଟିରେ ରଖି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ଆଗାମୀ ଦିନରେ ଉକ୍ତ ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନେବେ ବୋଲି ଅଭିଯୋଗ କାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତା ସହିତ ପଞ୍ଚାୟତ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ। ଶାନ୍ତି ଶୃଙ୍ଖଳା ର ସହିତ ଆଜିର ଜନ ଶୁଣାଣୀ ଶିବିର ସମ୍ପନ୍ନ ହୋଇଥିବା ଦେଖିବାକୁ ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like