-+91-9937148622 |

prerana_bgr@rediffmail.com |

  Thursday 18th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||      *କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   (17-Jun-2026)       ||      ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   (17-Jun-2026)       ||      ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||      ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||     

HOME   ଜିଲ୍ଲା

କୋଷାଗୁମୁଡ଼ା ଠାରେ ଜ଼ିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

27-Oct-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର,)   କୋଷାଗୁମୁଡ଼ା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ   , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ବିଡିଓ ଏବଂ ତହସିଲଦାର , କୋଷାଗୁମୁଡ଼ାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ।ପ୍ରଥମେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ୨୦୨୫ ଉପଲକ୍ଷେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ଉପସ୍ଥିତ ଅଧିକାରୀ ସାଧୁତା ର ଶପଥ ପାଠ କରିଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୪୯ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୦୨ଟି ସମସ୍ୟା ର ସମାଧାନ ତତକ୍ଷଣାତ କରାଯାଇଥିଲା ।ସେଭଳି ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦିବ୍ୟାଙ୍ଗ ମାନଙ୍କୁ ୪ ଟି ହୁଇଲ୍ ଚେୟାର,୩ ଟି ଟ୍ରାଇ ସାଇକଲ,୧ଟି କହୁଣି ବୈଶାଖୀ ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   17-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   17-Jun-2026
  ଜିଲ୍ଲା  
ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   17-Jun-2026
  ଜିଲ୍ଲା  
ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ   17-Jun-2026
  ଜିଲ୍ଲା  
ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   17-Jun-2026
  ଜିଲ୍ଲା  
ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   17-Jun-2026
  ଜିଲ୍ଲା  
ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   17-Jun-2026
  ଜିଲ୍ଲା  
ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   17-Jun-2026
  ଜିଲ୍ଲା  
*ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   17-Jun-2026
  ଜିଲ୍ଲା  
*ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   17-Jun-2026
  ଜିଲ୍ଲା  
*କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   17-Jun-2026
  ରାଜ୍ୟ  
ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   17-Jun-2026

You Might Also Like