-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

କମିରାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର - ୫୮ ଗୋଟି ଅଭିଯୋଗ ପଞ୍ଜିକରଣ

27-Oct-2025



ବୀରମହାରାଜପୁର,( ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ କମିରା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ସୋମବାର ଅନୁଷ୍ଠିତ ହୋଇଯାଇଛି l  ଅତିରିକ୍ତ ଜିଲ୍ଲାପାଳ  ରାଜେନ୍ଦ୍ର ମାଝୀ ଓ  ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ସମାଧାନ କରିଥିଲେ। ଏଥିରେ  ସର୍ବମୋଟ ୫୮  ଗୋଟି ଅଭିଯୋଗ ପଞ୍ଜିକୃତ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୩୯   ଗୋଟି ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ୧୯  ଗୋଟି ସାମୁହିକ ଦରଖାସ୍ତ   ରହିଥିଲା । ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଏଥିରେ ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ  ରାଜୀବ କୁମାର ହାଁସଦା ଓ  ସରପଞ୍ଚ, କମିରା ଗ୍ରାମ ପଞ୍ଚାୟତ ସରପଞ୍ଚ  ଅନୁସୟା ପ୍ରଧାନଙ୍କ  ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ  ଶୁଣାଣିରେ  ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ  ଅଶ୍ୱିନୀ କୁମାର ମେହେର, ବୀରମହାରାଜପୁର ଉପଜିଲ୍ଲାପାଳ  ସୁରେନ୍ଦ୍ର କୁମାର ମେହେରଙ୍କ  ସମେତ  ତହସିଲଦାର ସୁଶ୍ରୀ  ସୁଚିଶ୍ମିତା ପାଣିଗ୍ରାହୀ ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ   ଅର୍ଜୁନ ମାଝୀ ପ୍ରମୁଖ  ଯୋଗଦାନ କରିଥିଲେ। ଏହି ଅବସରରେ  କମିରା ଗ୍ରାମର ଭିନ୍ନକ୍ଷମ ମହିଳା ମେନକା ସ୍ୱାଇଁ ଓ କଲ୍ୟାଣୀ ଚାଉଳିଆଙ୍କୁ ଓ  ସୁବଳୟା ଗ୍ରାମର ଭିନ୍ନକ୍ଷମ ବ୍ୟକ୍ତି  କୃଷ୍ଣ ଚନ୍ଦ୍ର ନାୟକଙ୍କୁ  ହ୍ୱିଲ ଚେୟାର ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like