-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ବାତ୍ୟା "ମୋନ୍ଥା" ର ସଫଳ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ର ପ୍ରସ୍ତୁତି*

27-Oct-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଙ୍କ ଅଧ୍ୟକ୍ଷତା ରେ ସମ୍ଭାବ୍ୟ ବାତ୍ୟା " ମୋନ୍ଥା" ର ସଫଳ ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ )ବିଶ୍ଵଜିତ ବର୍ମନ୍ , ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ) ତପନ କୁମାର ଖୁଣ୍ଟିଆ, ସି ଡି ଓ,ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର,ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ, ବି ଡି ଓ, ତହସିଲଦାର,ସି ଡି ପି ଓ, ନିର୍ବାହୀ ଅଧିକାରୀ,ପୌରପାଳିକା ନବରଙ୍ଗପୁର/ ଉମରକୋଟ ଉପସ୍ଥିତ ଥିଲେ।ଜରୁରୀ କାଳୀନ ଅଧିକାରୀ ଗୀତାଞ୍ଜଳି ବେହେରା ଏଯେଣ୍ଡା ଅନୁଯାୟୀ ବିଭିନ୍ନ ବିଭାଗୀୟ ପଦକ୍ଷେପ ଉପରେ ପାଠ କରିଥିଲେ। ଜିଲ୍ଲାପାଳ ବୈଠକରେ ସମ୍ଭାବ୍ୟ ବାତ୍ୟା,ବନ୍ୟା ପାଇଁ ନିଆଯାଉଥିବା ସତର୍କତା ମୂଳକ ପଦକ୍ଷେପ,ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା,ବନ୍ୟା ଜଳ ନିଷ୍କାସନ ପାଇଁ ବ୍ୟବସ୍ଥା,ନୋଡାଲ ଅଧିକାରୀଙ୍କୁ ବନ୍ୟା ଅଞ୍ଚଳର ଦାୟିତ୍ଵ,ନିୟନ୍ତ୍ରଣ କକ୍ଷ ସ୍ଥାପନ,ବନ୍ୟା କିମ୍ବା ବାତ୍ୟାରେ ରାସ୍ତା ନଷ୍ଟ,ଗଛ ପଡ଼ି ରାସ୍ତା ଅବରୋଧ ହଟାଇବା ପାଇଁ ସୁବ୍ୟବସ୍ଥା କରିବା,ପାଣିପାଗ ରିପୋର୍ଟ,ଚେତାବନୀ,ବନ୍ୟା ବୁଲେଟିନ କୁ ପ୍ରଚାର ପ୍ରସାର କରିବା,ଟେଲିଫୋନ ଓ ବିଦ୍ୟୁତ୍ ସରାବରାହ ପାଇଁ ପଦକ୍ଷେପ, ନିରା ପଦ ପାନୀୟ ଜଳ ଯୋଗାଣ,ସ୍ଵାସ୍ଥ୍ୟ ଓ ପରିମଳ,ପ୍ରାଣୀ ଚିକିତ୍ସା,କୃଷି ଜନିତ ସମସ୍ୟା,ଆଶ୍ରୟ ସ୍ଥଳୀରେ ସମସ୍ତ ସୁବ୍ୟବସ୍ଥା,ଜଳମଗ୍ନ ସମ୍ଭାବନା ଥିବା ତଳିଆ ଅଞ୍ଚଳ ଚିହ୍ନଟ,ଆଗୁଆ ସ୍ଥାନାନ୍ତର ଯୋଜନା, ସ୍ଵାସ୍ଥ୍ୟ କେନ୍ଦ୍ର ରେ ସମସ୍ତ ସୁବ୍ୟବସ୍ଥା,ଓଡରାଫ ଟିମ୍,ଅଗ୍ନିଶ୍ରମ ବାହିନୀ ମୃତୟନ, ବିପର୍ଯ୍ୟୟ ପରେ ବିଦ୍ୟୁତ୍,ଟେଲିଫୋନ ସଂଯୋଗିକରଣ,ରାସ୍ତାର ପୁନରୁଦ୍ଧାର,ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ସରକାରୀ,ବେସରକାରୀ ଅନୁଷ୍ଠାନ ସହ ସମସ୍ତଙ୍କ ସଂପୃକ୍ତି,ବିପର୍ଯ୍ୟୟ ଦ୍ଵାରା ପ୍ରଭାବିତ ବ୍ୟକ୍ତିଙ୍କୁ ଆଶ୍ରୟ,ଖାଦ୍ୟ,ପାଣି,ପରିମଳ, ଚିକିତ୍ସା ର ବ୍ୟବସ୍ତା,ଆବଶ୍ୟକ ସ୍ଥଳେ ରନ୍ଧା ଖାଦ୍ୟ ର ବ୍ୟବସ୍ଥା କୁ ସୁନିଶ୍ଚିତ କରାଇବାକୁ ଓ ସଫଳ ମୁକାବିଲା ପାଇଁ ସଂପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ପ୍ରତ୍ୟେକ ବ୍ଲକ ରେ ବିଦ୍ୟାଳୟ ମାନଙ୍କରେ  ଆଶ୍ରୟ ସ୍ଥଳୀ ସହ ଯଥେଷ୍ଟ ପରିମାଣ ର ଜେସିବି,ଟ୍ରାକ୍ଟର, ବାଲି ବସ୍ତା ଓ ଅନ୍ୟାନ୍ୟ ନିର୍ମାଣ ସାମଗ୍ରୀ ମହଜୁଦ   କରାଯାଇଛି। ଗତ ୨୬ ଅକ୍ଟୋବର ରୁ ୩୦ ଅକ୍ଟୋବର ପର୍ଯ୍ୟନ୍ତ ସରକାରୀ କର୍ମଚାରୀ ଙ୍କ ଛୁଟି ବାତିଲ କରାଯାଇଛି।ସମସ୍ତ ସରକାରୀ,ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଆସନ୍ତା ୨୮ ତାରିଖ ରୁ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ।ରିପୋଟ ପ୍ରିୟଦର୍ଶିନୀ ପାତ୍ର, ନବରଙ୍ଗପୁର


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like