-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ତଥା ବିଦ୍ୟାଳୟ ର ପ୍ରତିଷ୍ଠାତା ସ୍ବର୍ଗତ ଶରତ ଚନ୍ଦ୍ର ପାଣିଗ୍ରାହୀଙ୍କ ଜନ୍ମ ଶତ ବାର୍ଷିକୀ ପାଳିତ

27-Oct-2025



ବଲାଙ୍ଗୀର (ପ୍ରେରଣା ଖବର): ଗତକାଲି ବଲାଙ୍ଗୀର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ତଥା ସ୍କୁଲର ପ୍ରତିଷ୍ଠାତା ସ୍ବର୍ଗତ ଶରତ ଚନ୍ଦ୍ର ପାଣିଗ୍ରାହୀଙ୍କ ଜନ୍ମ ଶତବାର୍ଷିକୀ ମହାସମାରୋହରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଉତ୍ସବରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ବିଦ୍ୟାଳୟର ପ୍ରଶଂସା କରିବା ସହିତ  ସ୍ବର୍ଗତ ଶରତ ଚନ୍ଦ୍ର ପାଣିଗ୍ରାହୀଙ୍କ ବଲାଂଗୀର ପ୍ରତି ଥିବା ଅବଦାନର ସ୍ମୃତିଚାରଣ କରିଥିଲେ। ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ନିଜର ବକ୍ତବ୍ୟ ରଖି ସ୍କୁଲର କାର୍ଯ୍ୟକୁ ପ୍ରଶଂସା କରିବା ସହିତ ବିଦ୍ୟାଳୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଆଇ ସି ଟି  ଲାବ୍ ପାଇଁ ୧୫ ଟି କମ୍ପ୍ୟୁଟର ଦେବା ପାଇଁ ଘୋଷଣା କରିଥିଲେ ଏବଂ ଆଇସି ଟି ଲାବ୍ ର ପୁନଃମରାମତି ପାଇଁ ୫ଲକ୍ଷ ଟଙ୍କାର ଅନୁଦାନ ଘୋଷଣା କରିଥିଲେ।

ସମ୍ମାନିତ ଅତିଥି ଭାବେ ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ଶରତ ଚନ୍ଦ୍ର ପାଣିଗ୍ରାହୀ ସ୍ମୃତି ସଂସଦର ସଭାପତି ଧର୍ମବ୍ରତା ରଥ ଏବଂ ସମାଜସେବୀ ଗୋପାଲଜୀ ପାଣିଗ୍ରାହୀ  ଯୋଗଦେଇ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ସଭାରେ ବିଦ୍ୟାଳୟର ଆଲୁମିନି ସଭାପତି ସୁଶ୍ରୀ ଆନନ୍ଦିନୀ ଦର୍ଜି ସ୍ବାଗତ ଭାଷଣ ପ୍ରଦାନ କରିଥିଲେ l ବିଦ୍ୟାଳୟର ପ୍ରଧନଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର ବିଦ୍ୟାଳୟର ୬୦ ବର୍ଷର ବିବରଣୀ ଉପସ୍ଥାପନ କରିଥିଲେ। ପ୍ରଧାମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଜଳବାୟୁ ପରିବର୍ତ୍ତନର ମୁଖ୍ୟ   ପରାମର୍ଶଦାତା ଭାବେ କାର୍ଯ୍ୟରତ ଡ଼. ଶ୍ରୀକାନ୍ତ କୁମାର  ପାଣିଗ୍ରାହୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆଇଆଇଏମ୍ ସମ୍ବଲପୁର ର ପ୍ରଫେସର ଡ.ସୁଜିତ୍ କୁମାର ପୃଷେଠ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଶରତ ଚନ୍ଦ୍ର ପାଣିଗ୍ରାହୀଙ୍କ ବିଷୟରେ ବକ୍ତବ୍ୟ ପ୍ରଦାନ କରି ନାରୀଶିକ୍ଷା ଉପରେ ଗଢି ଉଠିଥିବା ଏହି ବିଦ୍ୟାଳୟର କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ରଘୁନନ୍ଦନ ସିଂହ ଙ୍କ ସମ୍ପାଦନାରେ ହୀରକ ଜୟନ୍ତୀ ଉପଲକ୍ଷେ ସ୍ମରଣିକା  "ସ୍ମୃତିବିନ୍ଦୁ" ଉନ୍ମୋଚିତ ହୋଇଥିଲା।ଏହି ଅବସରରେ ହାଇସ୍କୁଲ  ପରୀକ୍ଷା ଫଳକୁ ନେଇ  ବିଗତ ୫ବର୍ଷରେ ସର୍ବାଧିକ ମାର୍କ ରଖିଥିବା ୫ ଜଣ ଛାତ୍ରୀ ବିଦିପ୍ତା ସାହୁ, ସେଫିନା ଯୋସେଫ, ନିୟତି ସାହୁ, ଭୂମିସୂତା ପରିଡ଼ାଙ୍କୁ ସମ୍ମାନିତ କରାଯାଇଥିଲା। ଏହା ସହିତ  ଆନ୍ତର୍ଜାତୀୟ ଦୌଡ଼ରାଣୀ  ଆନନ୍ଦିନୀ ଦର୍ଜୀ, ଡ଼. ସ୍ବିଟି ମେହେର, ବିଦ୍ୟାଳୟର ପୁରାତନ ଛାତ୍ରୀ ତଥା ସଙ୍ଗୀତଜ୍ଞ ବିଗେଶି ବାରିକ୍, ମିନାକ୍ଷୀ ତନ୍ତୀ, ଏଵଂ ବଲାଙ୍ଗୀର ଜିଲ୍ଲା ର କ୍ରିକେଟ୍ ଖେଳ ପାଇଁ ମାଧୁରୀ ମେହେଟା, ରୋସନାରା ପରବିନ୍, ନୃତ୍ୟ ପାଇଁ ଜ୍ୟୋତିରେଖା ତ୍ରିପାଠୀ, ପ୍ରୀୟାଂଶି ସାହୁଙ୍କୁ  ସମ୍ମାନିତ କରାଯାଇଥିଲା।  ହୀରକ ଜୟନ୍ତୀ ଓ ଶରତ ଚନ୍ଦ୍ର ପାଣିଗ୍ରାହୀ ସ୍ମୃତି କମିଟୀ ତରଫରୁ  ବିଭିନ୍ନ କ୍ଷେତ୍ରରେ  ଉଲ୍ଲେଖନୀୟ ସଫଳତା ସକାଶେ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍ଗାତା, ପଦ୍ମଶ୍ରୀ ନୃସିଂହ ପ୍ରସାଦ ଗୁରୁ, ଡ. ଶ୍ରୀକର ମିଶ୍ର, ବିକ୍ରମ ବହିଦାର, ହରି ନାରାୟଣ ପୁଝାରୀ, ଲୋକେଶ୍ୱର

ସାଏ, ସାମ୍ବାଦିକ ସତ୍ୟ ସୁନ୍ଦର ଭଞ୍ଜ, ଇଂ.ବେଲାଲ୍ ସିଂ ଭୋଇ, ଶିକ୍ଷାବିତ୍ ଧର୍ମବ୍ରତ ରଥ, ପ୍ରସନ୍ନ ମିଶ୍ର, କୃଷ୍ଣଚନ୍ଦ୍ର ମହାକୁର, ତରୁଣ ମିଶ୍ର, ରତନ ମେହେର, ଡ଼ ହାଡ଼ିବନ୍ଧୁ ଶତପଥୀ, ଡ଼ କୃଷ୍ଣ ପ୍ରସାଦ ବହିଦାର, କାର୍ଟୁନିଷ୍ଟ୍  ଆର୍ଟିଷ୍ଟ  ଅବନୀ ଅଶ୍ଵିନୀ,  ପ୍ରଫେସର ଡ଼.ଜୟନ୍ତ ପଣ୍ଡା ତଥା ବିଦ୍ୟାଳୟର ସମସ୍ତ ପୂର୍ବତନ ପ୍ରଧାନ ଶିକ୍ଷକ ସୁହାସିନି ସରାଫ୍, ସୁଭଦ୍ରା ସ୍ବାଇଁ, ପଙ୍କଜିନୀ ଚୋପଦାର, ଲକ୍ଷ୍ମୀଧର ସାହୁ, ପ୍ରତାପ ସାଏ ପଟେଲ, ଏବଂ ବିଦ୍ୟାଳୟର ଉଲ୍ଲେଖନୀୟ ଅବଦାନ ସକାଶେ ବର୍ତ୍ତମାନର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ରଙ୍କୁ ପୁରାତନ ଛାତ୍ରୀ ସଂସଦ ତରଫରୁ ହୀରକ ଜୟନ୍ତୀ ସମିତି ତଥା ଶରତ ଚନ୍ଦ୍ର ପାଣିଗ୍ରାହୀ ଙ୍କ ଶତ ବାର୍ଷିକୀ ତରଫରୁ କାର୍ଯ୍ୟକ୍ରମର ସଫଳତା ପାଇଁ ସ୍ୱତନ୍ତ୍ର ଭାବରେ ସମ୍ମାନିତ କରାଯାଇଥିଲା।  ଅରୁନ୍ଧତୀ ବଢେଇ ଏଵଂ ଡ଼. ସାଗରିକା ମିଶ୍ର ସଭାକୁ ସଂଯୋଜନା କରିଥିଲେ। ମାନପତ୍ର ପ୍ରଦାନ ଏବଂ ପୁରସ୍କାର ବିତରଣରେ  ସତ୍ୟାନନ୍ଦ ବିଶ୍ଵାଳ, ସରୋଜ ନାୟକ, ସନ୍ଦୀପ କୁଅଁର ଓ ନାରାୟଣ ମିଶ୍ର ସହଯୋଗ କରିଥିଲେ। ବିଦ୍ୟାଳୟର ହିନ୍ଦୀ ଶିକ୍ଷକ କୃଷ୍ଣ ଚନ୍ଦ୍ର ବାଗ ଧନ୍ୟବାଦ୍ ଅର୍ପଣ କରିଥିଲେ।।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like