-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଦେଶ ବିଦେଶ

ଆଜି ଦିନ ୧୧ଟା ବେଳେ ଠପ୍ ହୋଇଯିବ ପୂରା ଦେଶ: ଜାଣିଛନ୍ତି କି କଣ ରହିଛି କାରଣ? ଆଜି ୨ ମିନିଟ୍ ଲାଗି ବନ୍ଦ ହୋଇଯିବ ଦେଶ ସାଇରନ ବାଜିବ, ଲୋକଙ୍କୁ ସତର୍କ କରାଯିବ ଗାନ୍ଧୀଙ୍କୁ ଦିଆଯିବ ଶ୍ରଦ୍ଧାଞ୍ଜଳି

30-Jan-2021



ନୂଆଦିଲ୍ଲୀ, (ପ୍ରେରଣା ଖବର ବ୍ୟୁରୋ) : ଆଜି ୨ ମିନିଟ୍ ଲାଗି ବନ୍ଦ ହୋଇଯିବ ଦେଶ। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଅନୁସାରେ, ସକାଳ ୧୧ଟା ବେଳେ ୨ ମିନିଟ୍ ଲାଗି ପୂରା ଦେଶ ଚୁପ୍ ରହିବ। ଯେଉଁଠାରେ ସାଇରନ ବ୍ୟବସ୍ଥା ଅଛି ସମସ୍ତଙ୍କୁ ସାଇରନ୍ ବଜାଇ ୧୦.୫୯ରେ ସତର୍କ କରାଯିବ | କେତେକ ସ୍ଥାନରେ ସେନା ବନ୍ଧୁକରୁ ଗୁଳି ଫୁଟାଇ ବାର୍ତ୍ତା ଦିଆଯିବ ବୋଲି ଜଣାଯାଇଛି।

ନେତାଜୀ ସୁଭାଷ ବୋଷଙ୍କ ଜନ୍ମଦିନକୁ ପରାକ୍ରମ ଦିବସ ଭାବେ ପାଳନ କରିବାକୁ ନିଷ୍ପତ୍ତି ପରେ ଶହୀଦଙ୍କ ସମ୍ମାନାର୍ଥେ କେନ୍ଦ୍ର ସରକାର ନିକଟରେ ଆଉ ଏକ ନିଷ୍ପତ୍ତି ନେଇଥିଲେ। ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁ ତାରିଖ  ୩୦ ଜାନୁଆରୀକୁ ପ୍ରତିବର୍ଷ ଶହୀଦ ଦିବସ ଭାବରେ ପାଳନ କରାଯାଏ । ଆଉ ନୂଆ ନିଷ୍ପତ୍ତି ଅନୁଯାୟୀ ଶହୀଦ ଦିବସରେ ଦେଶର ସ୍ୱାଧୀନତା ଲାଗି ବଳିଦାନ ଦେଇଥିବା ବ୍ୟକ୍ତିଙ୍କ ସ୍ମୃତିରେ କେନ୍ଦ୍ର ସରକାର ଦୁଇ ମିନିଟର ନିରବତା ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶହୀଦ ଦିବସ ପାଳନ ଲାଗି କେନ୍ଦ୍ର ସରକାର ଏଥର ନୂତନ ନିର୍ଦ୍ଦେଶାବଳୀ ଜାରି ବି କରିଛନ୍ତି। ଯେଉଁମାନେ ଏହି ଦିନ ସ୍ୱାଧୀନତା ପାଇଁ ବଳିଦାନ ଦେଇଥିଲେ, ଦୁଇ ମିନିଟ୍ ନିରବ ରହି ସେମାନଙ୍କୁ ସ୍ମରଣ କରାଯିବ ବୋଲି ସୂଚନା ରହିଛି।

କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ମଧ୍ୟ ଆବଶ୍ୟକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଏହି ନୂତନ କ୍ରମରେ ଦେଶର ସ୍ୱାଧୀନତା ପାଇଁ ବଳିଦାନ ଦେଇଥିବା ଶହୀଦଙ୍କୁ ମନେ ରଖିବାକୁ ଦୁଇ ମିନିଟର ନିରବତା ଅବଲମ୍ବନ କରିବାକୁ କୁହାଯାଇଛି। ଏହି ଅବଧି ମଧ୍ୟରେ, ସମସ୍ତ କାର୍ଯ୍ୟ ବନ୍ଦ ରହିବ ଏବଂ ଯାତାୟତ ଉପରେ ନିଷେଧାଦେଶ ରହିବ | ଯିଏ ଯେଉଁଠାରେ ଥିବେ ଦୁଇ ମିନିଟ୍ ଲାଗି ଅଟକି ନିରବତା ଅବଲମ୍ବନ କରିବେ ଲାଗି କୁହାଯାଇଛି। ତେବେ ମିଳିଥିବା ସୂଚନା ଅନୁସାରେ, କେନ୍ଦ୍ର ସରକାରଙ୍କ ଏପରି ନିଷ୍ପତ୍ତି ପରେ ଦେଶରେ ଅନେକ ପ୍ରକାର ପ୍ରସ୍ତୁତି ମଧ୍ୟ ଚାଲିଛି, ଆଉ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଲାଗି ଅନେକ ସ୍ଥାନରେ ସ୍ୱତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like