-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପୁଇଁତଲା ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ

27-Oct-2025



ପୁଇଁତଲା: ପୁଇଁତଲା ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଅଟଗାଁ ହାଇସ୍କୁଲ ପରିସରରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୁଇଁତଲା ବ୍ଲକ ଶିକ୍ଷା ଅଧିକାରୀ ରତ୍ନମୟୀ ପୁରୋହିତ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ସବ କଲେକ୍ଟର ଆଲୋକ ପଟେଲ ମୁଖ୍ୟ ଅତିଥି, ସମ୍ମାନୀତ ଅତିଥି ଭାବେ ସଦର ବ୍ଲକ ବିଇଓ ନୀଳମଣି ପଟେଲ, ସଇଁତଳା ଵିଇଓ ଦିଲୀପ ଯୋଶୀ,ଏଵିଇଓ ଲଚ୍ଛମନ ପ୍ରଧାନ,ପ୍ରଧାନ ଶିକ୍ଷକ ରୋହିତାଶ୍ୱ ଯୋଶୀ ପ୍ରମୁଖ ମଞ୍ଚାସୀନ

ଥିଲେ। ଜୁନିଅର, ସିନିଅର ଓ ସୁପର ସିନିଅର ଏପରି ୩ଟି ବର୍ଗର ୪୦୦ ରୁ ଊର୍ଧ୍ୱ ଛାତ୍ରଛାତ୍ରୀ ମାନେ ପ୍ରବନ୍ଧ, ବକ୍ତୃତା, ତର୍କ,କୁଇଜ, ସୃଜନଶୀଳ ଲିଖନ,ସଂଗୀତ,ସୁନ୍ଦର ହସ୍ତାକ୍ଷର, ଶିଳ୍ପକଳା ଓ ଚିତ୍ରକଳା, ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ପୁଇଁତଳା ଵିଡିଓ ଅମରେନ୍ଦ୍ର ସ୍ୱାଇଁ,ମୁଖ୍ୟବକ୍ତା ଭାବେ ପୁଇଁତଲା ବ୍ଲକ ଚେୟାରମ୍ୟାନ ସରୋଜ ପଧାନ,ପ୍ରକୃତି ବନ୍ଧୁ ଶିକ୍ଷକ ଦିଗମ୍ବର ନାଏକ ପ୍ରମୁଖ ଯୋଗଦେଇ ଶିକ୍ଷା ସହ ଶିଶୁଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାକୁ ବିକଶିତ କରିବା ନିମନ୍ତେ ସୁରଭି ହେଉଛି ଏକ ଉତ୍କୃଷ୍ଟ ମଞ୍ଚ ବୋଲି ମତବ୍ୟକ୍ତ କରିଥିଲେ।ଶିକ୍ଷକ ନାରାୟଣ

ମିଶ୍ର,ଅଳକା ଦାଶ ଓ ସୈରେନ୍ଦ୍ରୀ ପରିଡା କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ।ଶେଷରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କ ସହ ଗତ ମାଟ୍ରିକ ପରୀକ୍ଷାରେ ବ୍ଲକ ଟପ୍ପର ଙ୍କ ସମେତ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ପୁରସ୍କୃତ ଶିକ୍ଷକ,ଶିକ୍ଷୟତ୍ରୀ ଓ ବିଦ୍ୟାଳୟକୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପୁଇଁତଲା ବ୍ଲକ ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ, ସମସ୍ତ ସିଆରସିସି,ଵିଆରସିସି,ଆଟଗାଁ ହାଇସ୍କୁଲ ର ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like