-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକ୍‌ରେ ଶାନ୍ତିକୁଞ୍ଜ ହରିଦ୍ଵାର ଗାୟତ୍ରୀ ଅଖଣ୍ଡ ଜ୍ୟୋତି କଳସ ରଥ ପରିକ୍ରମା

28-Oct-2025



ବରପାଲି ( ସୁଦାମ ଦୀପ) 
ବରଗଡ଼ ଜିଲ୍ଲା ବରପାଲି ବ୍ଳକ ଅର୍ନ୍ତଗତ ବିଭିନ୍ନ ଅଞ୍ଚଳରେ ଶାନ୍ତିକୁଞ୍ଜ ହରିଦ୍ଵାର ଗାୟତ୍ରୀ ଅଖଣ୍ଡ ଜ୍ୟୋତି କଳସ ରଥ ପରିକ୍ରମା ଅନୁଷ୍ଠିତ ହୋଇଯାଇଛି। ପରମ ବନ୍ଦନୀୟା ମାତାଜୀ ଭଗବତୀ ଆଚାର୍ଯ୍ୟଙ୍କ ଜନ୍ମ ଶତାଦ୍ଦୀ  ୧୦୦ ବର୍ଷ ପୁରଣ ହୋଇଥିବା ଯୋଗୁଁ ଅଖଣ୍ଡ ଜ୍ୟୋତି କଳସ ରଥ ପରିକ୍ରମା ଅଭିଯାନ ଶାନ୍ତିକୁଞ୍ଜ ହରିଦ୍ଵାର ଗାୟତ୍ରୀ ଶକ୍ତିପୀଠ ପକ୍ଷରୁ ଆରମ୍ଭ କରାଯାଇଛି। ଭାରତର ସମସ୍ତ ରାଜ୍ୟମାନଙ୍କରେ ପହଞ୍ଚିବା ସହ ରଥ ପରିକ୍ରମା ସମ୍ପର୍କରେ ପ୍ରଚାର ପ୍ରସାର ଦିଗରେ ଅଗ୍ରସର ହେଉଛନ୍ତି। ମୂଖ୍ୟତଃ ସତ୍ ମାର୍ଗ ଓ ସତ୍ ଦିଗରେ ଅଗ୍ରଗତି ନେଇ ପରମ ପୂଜ୍ୟ ଗୁରୁଦେବ ଏବଂ ପରମ ବନ୍ଦନୀୟା ମାତାଜୀଙ୍କ ନିର୍ଦ୍ଦେଶକୁ ଅନୁକରଣ ମାଧ୍ୟମରେ ଅନୁଗାମୀ ହେବାକୁ ପରିକ୍ରମା ସମୟରେ ପ୍ରବର୍ତ୍ତା ଯାଇଥିଲା। ଏହି ଅବସରରେ ବରଗଡ଼ ଜିଲ୍ଲାର ସମସ୍ତ ବ୍ଳକ ଅଞ୍ଚଳକୁ ଆଗାମି ତିନିଦିନ ପର୍ଯ୍ଯନ୍ତ ଜ୍ୟୋତି କଳସ ରଥ ପରିକ୍ରମା କରି ବରପାଲି ବ୍ଲକ ଅଞ୍ଚଳରେ ପହଞ୍ଚିଥିଲା। ବରମକେଲା ଓ ଗ୍ରୀଣ୍ଡୋଲା ଗ୍ରାମରେ ରଥ ବୁଲିବା ଅବସରରେ ଗ୍ରାମବାସୀ ମାନେ ରଥ ସହ ଅତିଥି ଆଗନ୍ତୁକ ମାନଙ୍କୁ ପୂଜାର୍ଚ୍ଚନା ସହିତ ସ୍ବାଗତ ଜଣାଇଥିଲେ। କାର୍ଯ୍ଯକ୍ରମର ମଙ୍ଗ ଧରିଥିଲେ ଗ୍ରୀଣ୍ଡୋଲା ଗ୍ରାମର ଗାୟତ୍ରୀ ପରିବାର ରଘୁନାଥ ପଧାନ, ନାରେନ୍ଦ୍ର ପଟେଲ୍ , ଉର୍କୁଲୁ ଷାଣ୍ଢ , ତ୍ରିଲୋଚନ ଭୁଏ , ଗିରିଧାରୀ ସେଠ , ପୁଷ୍ପାଞ୍ଜଳି ସେଠ , ଯଶୋବନ୍ତୀ ପଧାନ ଏବଂ ବରମକେଲା ଗ୍ରାମର ବେଦବର ପଧାନ, ନୃସିଂହ ପଧାନ ପ୍ରମୁଖ ସାମିଲ ହୋଇ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like