-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବରପାଲି କଲେଜରେ ଭିଜିଲାନ୍ସ ସଚେତନତା ସପ୍ତାହ ଓ ନିଶାମୁକ୍ତ ଭାରତ ଅଭିଯାନ ପାଳିତ

28-Oct-2025



ବରପାଲି (ସୁଦାମ ଦୀପ)
ବରଗଡ଼ ଜିଲ୍ଲା ଅନ୍ତର୍ଗତ ବରପାଲି ମହାବିଦ୍ୟାଳୟ ପରିସରରେ ଏନ୍‌ଏସ୍‌ଏସ୍ ଓ ଯୁବ ରେଡ୍‌କ୍ରସ୍‌ର ସ୍ୱେଚ୍ଛାସେବୀମାନଙ୍କୁ ନେଇ ଭିଜିଲାନ୍ସ ସଚେତନତା ସପ୍ତାହ-୨୦୨୫ ଏବଂ ନିଶା ମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏନ୍‌ଏସ୍‌ଏସ୍ ପ୍ରକଳ୍ପ ଅଧିକାରୀ ଅଧ୍ୟାପକ ଭକ୍ତବନ୍ଧୁ ପ୍ରଧାନଙ୍କ ସଭାପତିତ୍ଵରେ ପରିଚାଳିତ କାର୍ଯ୍ଯକ୍ରମରେ ରେଡ୍‌କ୍ରସ୍‌  କାଉନସେଲର ଅଧ୍ୟାପକ ଅଲେଖ ମହାନନ୍ଦଙ୍କ ସହଭାଗିତାରେ କାର୍ଯ୍ୟକ୍ରମଟି ସଂଚାଳିତ ହୋଇଥିଲା। ମହାବିଦ୍ୟାଳୟ ଅଧ୍ୟକ୍ଷା ସୁଶ୍ରୀ ଜୟନ୍ତୀ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ  କାର୍ଯ୍ୟକ୍ରମକୁ ଉଦ୍‌ଘାଟନ  କରିଥିଲେ। ମହାବିଦ୍ୟାଳୟର ପ୍ରଶାସନିକ ପ୍ରଭାରୀ ପ୍ରାଧ୍ୟାପକ ସୁଶୀଳ କୁମାର ଶତପଥି ମୁଖ୍ୟବକ୍ତା ଭାବରେ ଯୋଗଦେଇ ଲାଞ୍ଚ ଦେବା ଅବା ନେବା ଉଭୟ ଏକ ଦଣ୍ଡନୀୟ ଅପରାଧ ବୋଲି ଯୁକ୍ତିପୁର୍ଣ୍ଣ ଉକ୍ତି ଉପସ୍ଥାପନ କରିଥିଲେ।  ଆଇକ୍ଯୁସି ସଂଯୋଜକ ଅଧ୍ୟାପକ ଧୀରୋଜ କୁମାର ତ୍ରିପାଠୀ ଭିନ୍ନଭିନ୍ନ ଶ୍ରେଣୀର ନିଶା ସେବନରେ ସମାଜରେ ପଡୁଥିବା କୁପ୍ରଭାବ ଏବଂ ଆଗାମୀ ପିଢିଙ୍କ ଭବିଷ୍ଯତ ଛାତ୍ର,ଛାତ୍ରୀ ଓ ଯୁବ ସମାଜର ସଚେତନତା ମୂଳକ ବିଷୟ ଉପରେ ବ୍ୟାପକ ଆଲୋଚନା କରିଥିଲେ। କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଏବଂ ଅଣଶିକ୍ଷକ କର୍ମଚାରୀ ବୃନ୍ଦ ଉପସ୍ଥିତ ରହିଥିଲେ। ପରେ ସମୁହ ମିଳିତ ଭାବରେ ଏକ ସଂକଳ୍ପପତ୍ର ପାଠ କରାଯାଇଥିଲା। ପରିଶେଷରେ ଅଧ୍ୟାପକ ଭକ୍ତବନ୍ଧୁ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like