-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ସାହିତ୍ୟ ଏକାଡେମୀ ଅନୁବାଦ ପୁରସ୍କାର - ୨୦୨୪ ପ୍ରଦାନ ସମାରୋହ, ଓଡିଶାରୁ ତିନି ଜଣ, ଭାଷା, ସାହିତ୍ୟର ସମୃଦ୍ଧିରେ ଅନୁବାଦର ଭୂମିକା ଗୁରୁତ୍ବପୂର୍ଣ୍ଣ

28-Oct-2025



କୋଲକାତା(ପ୍ରେରଣା ଖବର): କେନ୍ଦ୍ର ସାହିତ୍ୟ ଏକୋଡମୀର ଅନୁବାଦ ପୁରସ୍କାର ପ୍ରଦାନ ସମୋରାହ ସ୍ଥାନୀୟ ଜାତୀୟ ଗ୍ରନ୍ଥାଗାର ସ୍ଥିତ  ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀ ଭାଷା ଭବନ ପ୍ରେକ୍ଷାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲେକ୍ଷ ଆୟୋଜିତ ସଭାରେ ଅଧ୍ୟକ୍ଷତା କରିବା ପୂର୍ବକ ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ ସାହିତ୍ୟ ଏକାଡେମୀର ସଭାପତି ଡକ୍ଟର ମାଧବ କୌଶିକ। ଡକ୍ଟର କୌଶିକ କହିଥିଲେ ଯେ ଭାରତୀୟ ସାହିତ୍ୟରେ ଅନୁବାଦ ବିଭାଗ ଖୁବ ସମୃଦ୍ଧ l ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ବିଦ୍ୱାନ ପ୍ରଫେସର ସୁକାନ୍ତ ଚୌଧୁରୀ ଯୋଗ ଦେଇଥିଲେ। ସେ କହିଥିଲେ ଯେ ଭାଷା ଓ ସାହିତ୍ୟର ସମୃଦ୍ଧିରେ ଅନୁବାଦର ଭୂମିକା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ। ଗୋଟିଏ ଭାଷା ସହିତ ଆଉ ଗୋଟିଏ ଭାଷା ମଧ୍ୟରେ ଏକ ସେତୁ ଭଳି କାମ କରିଥାଏ ଅନୁବାଦ। ତେଣୁ ଅନୁବାଦ କାର୍ଯ୍ୟ ସମ୍ପାଦନ କଲାବେଳେ ଅନୁବାଦକମାନେ ଖୁବ୍ ସତର୍କ ଓ ସଚେତନ ହେବା ଆବଶ୍ୟକ। ସାରା ଦେଶକୁ ଯୋଡିଥାଏ ଅନୁବାଦ କାର୍ଯ୍ୟ l ସାହିତ୍ୟ ଏକାଡେମୀର ଉପାଧ୍ୟକ୍ଷ ପ୍ରଫେସର କୁମୁଦ ଶର୍ମା ସମାପନୀ ଭାଷଣ ପ୍ରଦାନ କରିଥିଲେ ସାହିତ୍ୟ ଏକାଡେମୀର ଉପାଧ୍ୟକ୍ଷା ପ୍ରଫେସର କୁମୁଦ ଶର୍ମା। ସ୍ବାଗତ ଭାଷଣ ପ୍ରଦାନ ପୂର୍ବକ ପୁରସ୍କାରର ମାନପତ୍ର ପାଠ କରିଥିେଳ ସାହିତ୍ୟ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ। ପ୍ରାରମ୍ଭରେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ ବିଶିଷ୍ଟ କଣ୍ଠଶିଳ୍ପୀ ଶ୍ରୋବନ୍ତି ବନ୍ଦୋପାଧ୍ୟାୟ। ଅନୁବାଦ ପୁରସ୍କାର ଗ୍ରହଣ କରିଥିଲେ ଅଞ୍ଜନ ଶର୍ମା (ଅହମିୟା), ବାସୁଦେବ ଦାସ (ବଙ୍ଗଳା), ଉତ୍ତରା ବିସୁମୁଥିଆରି (ବୋଡୋ), ଅର୍ଚ୍ଚନା କେସର (ଡୋଗ୍ରି), ଅନିସୁର ରହମାନ (ଇଂରାଜୀ), ରମଣିକ ଅଗ୍ରାୱତ (ଗୁଜୁରାଟୀ), ମଦନ ସୋନି (ହିନ୍ଦୀ), ସିଦ୍ଧଲିଙ୍ଗ ପତ୍ତନସେଟ୍ଟି (କନ୍ନଡ), ମିଲିନ୍ଦ ମହାମଲ (କୋଙ୍କଣୀ), କେଶକର ଠାକୁର (ମୈଥିଳି), କେ. କୁମାରନ୍ (ମାଲୟାଲମ୍), ସୋଏବାମଚା ଇନ୍ଦ୍ରକୁମାର (ମଣିପୁରୀ), ସୁଦର୍ଶନ ଅଠାବଲେ (ମରାଠୀ), ଅମର ବାନିଆ ‘ଲୋହୋରୋ (ନେପାଳୀ), ସୁଭାଷ ଚନ୍ଦ୍ର ଶତପଥି (ଓଡିଆ), ସୋହାନ୍ଦନ ଚାରଣ (ରାଜସ୍ଥାନୀ), ସୋମନାଥ ଦାଶ (ସଂସ୍କୃତ) ସ୍ବର୍ଗତ ଶୋଭା ଲାଲଚାନ୍ଦନୀ (ସିନ୍ଧି), ପି ବିମଳା (ତାମିଲ), ତୁର୍ଲାପାଟୀ ରାଜେଶ୍ୱରୀ (ତେଲୁଗୁ) | ଗୁଲାମ ନବୀ ଆତସ (କାଶ୍ମୀରୀ) ଅନୁପସ୍ଥିତ ଥିଲେ ଏବଂ ଚନ୍ଦନ ନେଗି (ପଞ୍ଜାବୀ)ଙ୍କ ପୁରସ୍କାର ତାଙ୍କ କନ୍ୟା ଅରବିନ୍ଦର ଘାଇ ଗ୍ରହଣ କରିଥିଲେ l ଅନୁପସ୍ଥିତ ଥିଲେ। ସିନ୍ଧୀ ଭାଷାର ପୁରସ୍କୃତ ଲେଖିକାଙ୍କର ଦେହାନ୍ତ ହୋଇଯାଇଥିଲା। ଉର୍ଦୁ ଭାଷାରେ ଏଥର କାହାରିକୁ ପୁରସ୍କାର ଦିଆଯାଇନାହିଁ। ଆସନ୍ତାକାଲି ସକାଳ ୧୦ ଟାରେ ସାହିତ୍ୟ ଏକାଡେମୀ କାର୍ଯ୍ୟାଳୟ ସ୍ଥିତ ପ୍ରେକ୍ଷାଳୟରେ ଅନୁବାଦକ ସମ୍ମିଳନୀ  ଆୟୋଜିତ ହୋଇଛି। ସାହିତ୍ୟ ଏକାଡେମୀର ଉପାଧ୍ୟକ୍ଷ ପ୍ରଫେସର କୁମୁଦ ଶର୍ମା ଅନୁବାଦକ ସମ୍ମିଳନୀର ଅଧ୍ୟକ୍ଷତା କରିବେ ଯେଉଁଠାରେ ପୁରସ୍କାର ବିଜେତାମାନେ ଅନୁବାଦକ ଭାବରେ ସେମାନଙ୍କର ଯାତ୍ରା ଏବଂ ଅନୁବାଦର ସୃଜନଶୀଳ ପ୍ରକ୍ରିୟା ବିଷୟରେ ଆଲୋଚନା କରିବେ। 
ଏଥର ଓଡିଶାର  ତିନି ଜଣ ଅନୁବାଦକ ସାହିତ୍ୟ ଏକାଡେମୀର ଅନୁବାଦ ପୁରସ୍କାର ଗ୍ରହଣ କରିଛନ୍ତି। ଓଡ଼ିଆ ଭାଷା ପାଇଁ ସୁଭାଷ ଚନ୍ଦ୍ର ଶତପଥୀ, ସଂସ୍କୃତ ପାଇଁ ସୋମନାଥ ଦାଶ ଏବଂ ତେଳୁଗୁ ଭାଷା ପାଇଁ ବ୍ରହ୍ମପୁର ନିବାସୀ ତୁର୍ଲାପାଟୀ ରାଜେଶ୍ବରୀ ପୁରସ୍କୃତ ହୋଇଛନ୍ତି। ଏହି ପୁରସ୍କାର ସମାରୋହରେ ବିଭିନ୍ନ ଭାରତୀୟ ଭାଷାର ଲେଖକ ଲେଖିକା ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like