-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ରାଜ୍ୟ

ପ୍ରଫେସର୍ ଜାନକୀବଲ୍ଲଭ ମହାନ୍ତି (ଭରଦ୍ୱାଜ)ଙ୍କ ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର

28-Oct-2025



ରେଭେନ୍ସା ବିଶ୍ଵବିଦ୍ୟାଳୟ ଓଡ଼ିଆ ବିଭାଗ ଓ  ସାହିତ୍ୟ ଅକାଦେମିର ମିଳିତ ଆନୁକୁଲ୍ୟରେ ରେଭେନ୍ସା ବିଶ୍ଵବିଦ୍ୟାଳୟ ପରିସରସ୍ଥ ସେଭେନ୍ ପିଲାର୍ ଅଫ୍ ୱିଜ୍‌ଡମ(ଆନେକ୍ସ- ୧) ଠାରେ ଜାନକୀବଲ୍ଲଭ ମହାନ୍ତି (ଭରଦ୍ୱାଜ) ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଆୟୋଜିତ ହୋଇଯାଇଅଛି।ଉଦ୍‌ଘାଟକ ଭାବରେ  ସାହିତ୍ୟ ଅକାଦେମି ସଚିବ କେ.ଶ୍ରୀନିବାସ ରାଓ ଯୋଗ ଦେଇ ଉଦ୍‌ଘାଟନୀ ଅଭିଭାଷଣ ପ୍ରଦାନ କରିଥିଲେ। ଏହି ଆଲୋଚନାଚକ୍ରରେ ଓଡ଼ିଆ ବିଭାଗ ମୁଖ୍ୟ ଡକ୍ଟର ବିଜୟଲକ୍ଷ୍ମୀ ଦାଶ ଅତିଥି ପରିଚୟ ଓ ସ୍ଵାଗତ ଅଭିଭାଷଣ ଦେଇଥିଲେ। ସମ୍ମାନିତ ଅତିଥି ଭାବରେ ଜାନକୀ ବଲ୍ଲଭ ମହାନ୍ତିଙ୍କ ପରିବାର ସଦସ୍ୟ ଜୀବନବଲ୍ଲଭ ମହାନ୍ତି ଯୋଗଦେଇ ଜାନକୀ ବଲ୍ଲଭ ମହାନ୍ତିଙ୍କ ସ୍ମୃତିଚରଣ କରିଥିଲେ।ଆଲୋଚନାଚକ୍ରର ମୂଳ ବକ୍ତବ୍ୟ ରଖିଥିଲେ ବିଶିଷ୍ଟ ସମାଲୋଚକ ପ୍ରଫେସର ବାବାଜୀ ଚରଣ ପଟ୍ଟନାୟକ। ସଭାମୁଖ୍ୟ ଭାବରେ  ଆବାହକ,ଓଡ଼ିଆ ଉପଦେଷ୍ଟା ମଣ୍ଡଳୀ, ସାହିତ୍ୟ ଅକାଦେମୀ ଗୌରହରୀ ଦାସ ଜାନକୀ ବଲ୍ଲଭ ମହାନ୍ତିଙ୍କ ସାରସ୍ଵତ ଦିଗଉପରେ ଅଭିଭାଷଣ ରଖିଥିଲେ। ସଭା ସଂଯୋଜନା କରିଥିଲେ ବିଭାଗର ଅଧ୍ୟାପକ ଡ ତ୍ରିଲୋଚନ ଜେନା।ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ ଗବେଷିକା ବର୍ଷା ଦାସ ଓ ଅଧ୍ୟାୟୀ ଲଳିତ ମୋହନ।ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଭାରପ୍ରାପ୍ତ ଅଧିକାରୀ ,ସାହିତ୍ୟ ଅକାଦେମୀ ଡ କ୍ଷେତ୍ରବାସୀ ନାୟକ। 

  ଏହି ଆଲୋଚନା ଚକ୍ରଟି ଦୁଇଟି ଅଧିବେଶନରେ ଆୟୋଜିତ କରାଯାଇଥିଲା। ପ୍ରଥମ ଅଧିବେଶନରେ ସଭାମୁଖ୍ୟ ଭାବରେ ଯୋଗଦେଇଥିଲେ ପ୍ରଫେସର୍ ବିଜୟ କୁମାର ଶତପଥୀ କହିଥିଲେ “ ଜାନକୀ ବଲ୍ଲଭ ମହାନ୍ତି (ଭରଦ୍ୱାଜ) ଜଣେ ପଥଭୁଲା ରାଜହଂସ; ଆସିଥିଲେ କବି ହେବା ପାଇଁ ହେଇଗଲେ ଗବେଷକ ଦେଇଗଲେ ଅଜସ୍ର ଗବେଷଣାଧର୍ମୀ ଗ୍ରନ୍ଥ।”  ପ୍ରବନ୍ଧ ପାଠ କରିଥିଲେ ବିଭୂତି ମହାପାତ୍ର, ଶରତ ଚନ୍ଦ୍ର ରଥ ଓ ଜୟକୃଷ୍ଣ ମିଶ୍ର । ଦ୍ଵିତୀୟ ଅଧିବେଶନର ସଭାମୁଖ୍ୟ ଭାବେ ଡକ୍ଟର ବିଜୟଲକ୍ଷ୍ମୀ ଦାଶ  ସଭାକାର୍ଯ୍ୟ ପରିଚାଳନା କରିଥିଲେ।  ପ୍ରବନ୍ଧ ପାଠ କରିଥିଲେ ଡ ରାଜା କୁମାର ନାଏକ, ଡ ସଂଘମିତ୍ରା ବେହେରା ଓ ଡ ଶିଶିର ବେହେରା। 
    ଏହି ଆଲୋଚନା ଚକ୍ରରେ ଓଡ଼ିଆ ସାହିତ୍ୟର ମାନ୍ୟଗଣ୍ୟ ବ୍ୟକ୍ତି ଓ ଜାନକୀ ବଲ୍ଲଭ ମହାନ୍ତିଙ୍କ ପରିବାର ସଦସ୍ୟ ସମେତ ଓଡ଼ିଆ ବିଭାଗର ସମସ୍ତ ପ୍ରଧ୍ୟାପିକା / ପ୍ରଧ୍ୟାପକ  ଡ ଜ୍ଞାନୀ ଦେବାଶିଷ ମିଶ୍ର,ଡ ଆଶିଷ କୁମାର ସାହୁ, ଡ ସାରଳା ସ୍ୱାଇଁ, ଡ ସୁଚିସ୍ମିତା ରାଉତରାୟ ଓ ସମସ୍ତ ଅଧ୍ୟାୟୀମାନେ ଆଲୋଚନାଚକ୍ରକୁ ସାଫଲ୍ୟମଣ୍ଡିତ କରିଥିଲେ।ଶେଷରେ ଅଧ୍ୟାପିକା ଶୁଭଦର୍ଶିନୀ ପରିଡ଼ା କୃତଜ୍ଞତା ଜ୍ଞାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like