-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||     

HOME   ଜିଲ୍ଲା

ପୁଇଁତଲା ବ୍ଲକ ସ୍ତରୀୟ ଫୁଟବଲ ଚୟନ ଶିବିର

28-Oct-2025



ପୁଇଁତଲା(ପ୍ରେରଣା ଖବର): ପୁଇଁତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡ଼ା ଖେଳ ପଡିଆ ଠାରେ ୧୭ବର୍ଷ ରୁ କମ ବାଳକ ଓ ବାଳିକା ମାନଙ୍କର ବ୍ଲକସ୍ତରୀୟ ଫୁଟବଲ ଖେଳାଳି ଚୟନ ଶିବିର ଅନୁଷ୍ଠିତ ହୋଇଥିଲା।ବ୍ଲକର ୪ଟି ଜୋନ ବିଲେଇସର୍ଡା, ବହଲପଦର, ମହିମୁଣ୍ଡା ଓ ଛତାପିପଲ ର ୮୦ଜଣ ଖେଳାଳି ଯୋଗ ଦେଇଥିଲେ।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୁଇଁତଲା ବ୍ଲକ ଶିକ୍ଷା ଅଧିକାରୀ ରତ୍ନମୟୀ ପୁରୋହିତ ଯୋଗ ଦେଇ ଫୁଟବଲ ଖେଳ ଆମକୁ ଏକତା ଶିକ୍ଷା ଦେଇଥାଏ ଏବଂ ଏହି ଖେଳରେ ସର୍ବଦା ଆମକୁ ସତର୍କ ଓ ସ୍ଫୁର୍ତି ରହିବାକୁ ପଡିଥାଏ ବୋଲି ନିଜ ବକ୍ତବ୍ୟରେ କହିଥିଲେ।କ୍ରୀଡା ସମ୍ପାଦକ ସୁଶାନ୍ତ ନାଗ ଏହି ଚୟନ ଶିବିର ର ଉଦ୍ଦେଶ୍ୟ ଜ୍ଞାପନ କରି ଥିଲେ।ପ୍ରଧାନ ଶିକ୍ଷକ ସ୍ୱାଧୀନ ସାହୁ,ପ୍ରଫୁଲ୍ଲ ସାହୁ,ବିନୋଦ ସୁନା, ଦିଲୀପ ବାରିକ,ଭାଗିରଥି ବାଗ,ସ୍ଥାନୀୟ ସରପଞ୍ଚ ସୁଶାନ୍ତ ଛତ୍ରିଆ,ଏସଏମସି ସଭାପତି ଅନନ୍ତ ବିଶ୍ୱାଳ ପ୍ରମୁଖ ମଂଚାସୀନ ଥିଲେ।କାର୍ଯ୍ୟକ୍ରମ ର ସଂଯୋଜନା ସୁଧାଂଶୁ ଶେଖର ପ୍ରଧାନ କରିଥିବା ବେଳେ ଶିକ୍ଷୟତ୍ରୀ ପ୍ରତିଶା ମିଶ୍ର ଧନ୍ୟବାଦ ଦେଇଥିଲେ।ରେଫରୀ ଭାବେ ସୁଖିରାଜ ବିଶ୍ୱାଳ, ଲାଇନ ମ୍ୟାନ ଭାବେ ସଚ୍ଚିଦାନନ୍ଦ ସାହୁ,ମିତ୍ରଭାନୁ ବିଶ୍ୱାଳ, ସନତ ଭୋଇ ଓ ରଜତ ଭୋଇ ଦାୟିତ୍ୱ ନିର୍ବାହ କରିଥିଲେ।ଏହି ଶିବିର ପରିଚାଳନାରେ କ୍ରୀଡା ଶିକ୍ଷକ ଯଶୋବନ୍ତ ନାଏକ, ନିରୋତମା ବିଶ୍ୱାଳ, ରଶ୍ମିତା ବିଶ୍ୱାଳ,ସରିତା ମେହେର, ସତ୍ୟଜିତ ବିଶ୍ୱାଳ, ସୁମତି ପଧାନ, ମମତା ମିଶ୍ର,ବସନ୍ତ ଷାଣ୍ଢ,ସଂକେତ ଯୋଶୀ, ହରେକୃଷ୍ଣ ନାଏକ, ପ୍ରେମାନନ୍ଦ ବିଶି,ଦେଵୀ ପ୍ରସାଦ ରାଉତ ପ୍ରମୁଖ ସହଯୋଗ କରିଥିଲେ।ବାଳକ ମାନଙ୍କ ମଧ୍ୟରେ ୧୬ ଜଣ ଓ ବାଳିକା ମାନଙ୍କ ମଧ୍ୟରେ ୧୭ଜଣଙ୍କୁ ଏହି ଶିବିରରେ ଚୟନ କରାଯାଇଥିଲା।ଏହି ଶିବିରରେ ଚୟନ ହୋଇଥିବା ଖେଳାଳି ମାନେ ଆସନ୍ତା ୩୦, ୩୧ ଓ ୦୧ ତାରିଖ ପର୍ଯ୍ୟନ୍ତ ଦେଓଗାଁ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ନୋଡାଲ ଉଚ୍ଚ ବିଦ୍ୟାଳୟ, ଉପରଝର ଠାରେ ହେବାକୁ ଥିବା ଜିଲ୍ଲାସ୍ତରୀୟ ଫୁଟବଲ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026

You Might Also Like