-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ଶାରୀରିକ ଓ ଟାଲି କାର୍ଯ୍ୟାଶାଳା ଅନୁଷ୍ଠିତ

28-Oct-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ସରସ୍ବତୀ  ଶିଶୁ ବିଦ୍ୟା ମନ୍ଦିର ପରିସରରେ  ତୁଷୁରାରେ ଶିକ୍ଷା ବିକାଶ ସମିତି ଓଡିଶା, ଦକ୍ଷିଣ ପଶ୍ଚିମ ସମ୍ଭାଗ ଆନୁକୂଲ୍ୟରେ ଶାରୀରିକ ଓ ଟାଲି କାର୍ଯ୍ୟାଶାଳା ଅନୁଷ୍ଠିତ ହୋଇଯାଇଛି l ଏହି କର୍ମଶାଳାରେ  ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ଓ ନୂଆପଡା ଜିଲ୍ଲାରୁ ସମୁଦାୟ ୨୦୮ ଜଣ ପ୍ରଶିକ୍ଷାର୍ଥୀ ଅଂଶଗ୍ରହଣ କରି ଥିଲେ । ପ୍ରଶିକ୍ଷକ ଭାବରେ  ୧୫ ଜଣ ପ୍ରଧାନ ଆଚାର୍ଯ୍ୟ ଯୋଗଦେଇ ଥିବା ବେଳେ ପର୍ଯ୍ୟବକ୍ଷକ ଭାବରେ ଜୁରିଆ ଶିଶୁ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ପରମାନନ୍ଦ ଖମାରି, ଶାରୀରିକ ପ୍ରଶିକ୍ଷକ ସୁଶୀଲ କୁମାର ଦାସ,  ଟାଲି ପ୍ରଶିକ୍ଷକ ଲଷ୍ମୀନାରାୟଣ ମିଶ୍ର ପ୍ରଶିକ୍ଷଣ ଦେଇଥିଲେ । ଏହି କାର୍ଯ୍ୟାଶାଳl ସମ୍ଭାଗ ସଂଯୋଜକ  ରଞ୍ଜନ କୁମାର ପ୍ରଧାନଙ୍କ ପ୍ରତ୍ୟକ୍ଷ ତ୍ବତ୍ୱାବଧାନରେ  ସହ ସମ୍ଭାଗ ସଂଯୋଜକ ପ୍ରକାଶ ଚନ୍ଦ୍ର ମହାନ୍ତି, ସୁବର୍ଣ୍ଣପୁର ବିଭାଗ ନିରୀକ୍ଷକ ଜୟକିଶୋର ପଣ୍ଡା,

ନୂଆପଡା ବିଭାଗ ନିରୀକ୍ଷକ ଯୁବରାଜ ମାର୍ଗଦର୍ଶନ କରିଥିଲେ l ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି  ମାମି ଦାସ, ଉପାଧ୍ୟାକ୍ଷା ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ, ସମ୍ମାନିତ ଅତିଥି ଭାବେ କ୍ଷେତ୍ର ଓ ପ୍ରାନ୍ତ ଶାରୀରିକ ଶିକ୍ଷା ସଂଯୋଜକ ଶ୍ରୀଯୁକ୍ତ ବଳରାମ ସାହୁ,  ବେଲାର ସିଂ ଭୋଇ, ସଭାପତି ଦକ୍ଷିଣ ପଶ୍ଚିମ ସମ୍ଭାଗ,  ପ୍ରଧାନ ଆଚାର୍ଯ୍ୟ ସୁଶୀଲ କୁମାର ଦାସ ଅତିଥି ପରିଚୟ କରିଥିଲେ । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ଅଜୟ କୁମାର ଜୟଶ୍ୱାଳ, ଅଧ୍ୟକ୍ଷ ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ ଯୋଗଦେଇ ଶାରୀରିକ ଶିକ୍ଷା ଓ କମ୍ପୁଟର ଶିକ୍ଷାର ଆବଶ୍ୟକତା ବିଷୟରେ ଆଲୋକପାତ କରିଥିଲେ । ଉଦଯାପନୀ ଉତ୍ସବରେ ବିଦ୍ୟାଳୟ ପରିଚାଳନା ସମିତି ସମ୍ପାଦକ ଶ୍ରୀଯୁକ୍ତ ବେଣୁଧର ମନହିରା ଧନ୍ୟବାଦ ଅର୍ପଣ କରିଥିବା ବେଳେ ପ୍ରଥମଦିନ ସନ୍ଧ୍ୟା ବନ୍ଦନରେ ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଦିନଦୟାଲ କେଡ଼ିଆ ଅତିଥି ମାନଙ୍କୁ ସମ୍ମାନିତ କରିଥିଲେ ।ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୁମା, ସେବକ, ସେବିକା ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like