-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ଅଧରାତିରେ ହାତୀ ବୁଲୁଛି ଗାଁ ଦାଣ୍ଡରେ, ଘରେ ଶୁଣ୍ଢ ପୂରାଇ ଭାଙ୍ଗୁଛି ଆସବାବପତ୍ର

30-Jan-2021



ସମ୍ବଲପୁର, (ସଂଜୀବ କୁମାର ପାଣିଗ୍ରାହୀ) : ଭାବିଲେ… ଆପଣ ନିଦରେ ଶୋଇଥିବେ । ହଠାତ୍ ଘରର ଜିନିଷପତ୍ର ଭୁସଭାସ ହୋଇ ପଡ଼ିଯିବ । ଆପଣ ଡରିଯିବେ ନିଶ୍ଚୟ । ଡରଠୁ ଆହୁରି ଭୟ, ଛାତି ଭିତରେ ଛନକା ପଶିଯିବ । ଯେତେବେଳେ ନିଦୁଆ ଆଖିରେ ଆପଣଙ୍କ ସାମ୍ନାରେ ଦେଖିବେ ହାତୀ । ହଁ, ଅଧରାତିରେ ଗାଁ ଦାଣ୍ଡରେ ଘୁରୁ ବୁଲୁଛି ଦନ୍ତା ହାତୀ । ମନଇଚ୍ଛା ଯାହା ପାଉଛି ଭାଙ୍ଗୁଛି, ଖାଉଛି । ଲୋକ ଶୋଇଥିବା ମଶାରୀକୁ ବି ଟାଣି ନେଉଛି । ବଣୁଆ ହାତୀଙ୍କ ଏମିତି ଉପଦ୍ରବ ଦେଖିବାକୁ ମିଳିଛି ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜ ଅଞ୍ଚଳରେ ।

ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜ ମୁଣ୍ଡେର ଓ ବ୍ରାହ୍ମଣୀପାଲି ଗାଁରେ ହାତୀ ଏମିତି ଉତ୍ପାତ କରୁଛି । ବିଳମ୍ବିତ ରାତିରେ ବଣୁଆ ହାତୀ ଗାଁକୁ ପଶି ଆସି ଲୋକଙ୍କ ଘରଦ୍ୱାର ଓ ଆସବାବପତ୍ର ଭାଙ୍ଗି କ୍ଷୟକ୍ଷତି ଘଟାଇଛି । ଏପରିକି ଘରେ ଶୋଇଥିବା ବେଳେ ହାତୀ ଶୁଣ୍ଢ ପୂରାଇ ଜିନିଷପତ୍ର କଚାଡ଼ି ଭାଙ୍ଗି ଦେଇଛି । ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଛି ।

ହାତୀ ଉପଦ୍ରବ ରୋକିବାକୁ ସମ୍ବଲପୁର ବନବିଭାଗ ସେମିତି କୌଣସି ଠୋସ୍ ପଦକ୍ଷେପ ନେଇନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ବନ ବିଭାଗ ହାତୀ ଘଉଡ଼ାଇବା ଲାଗି ପଦକ୍ଷେପ ନନେଲେ ଧନ ସହ ଜୀବନ ହାନି ଘଟିବା ଆଶଙ୍କାକୁ ଏଡ଼ାଇ ଦିଆଯାଇ ନପାରେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like