-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ଜିଲ୍ଲା

ଏସୟୁଜେ ସମ୍ବଲପୁର ତରଫରୁ କାର୍ଯ୍ୟକାରିଣୀ ବୈଠକ 

28-Oct-2025



ସମ୍ବଲପୁର(ପ୍ରେରଣା ଖବର) - ସମ୍ବଲପୁର ଜିଲ୍ଳା ଏସୟୁଜେ ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ଏମଆଇ ଗେଷ୍ଟ ହାଉସ ରେ ରବିବାର ଦିନ ଅନୁଷ୍ଠିତ ହୋଇଥିଲା l ଏଥିରେ ସଂଗଠନର ବ୍ଲକ ଓ ଜିଲ୍ଳା ପଦାଧିକାରୀ ଯୋଗଦାନ କରିଥିଲେ l ସଙ୍ଘର ରାଷ୍ଟ୍ରୀୟ କାର୍ଯ୍ୟ କାରିଣୀ ସଦସ୍ୟ ଗଗନ ଶର୍ମା ଙ୍କ ସଭାପତିତ୍ବ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ସମ୍ପାଦକ ପ୍ରଶାନ୍ତ ପାଢ଼ୀ ଓ ଜିଲ୍ଳା ସଭାପତି ରାଧେଶ୍ୟାମ ପଣ୍ଡା ଯୋଗଦାନ କରିଥିଲେ l କୁଚିଣ୍ଡା ସଭାପତି ଗଜେନ୍ଦ୍ର ଭୋଇ,

ଜିଲ୍ଳା ଉପସଭାପତି  ଆତ୍ମାରାମ ସୁପକାର, ସଂଗଠନ ସମ୍ପାଦକ ଆଲୋକ ଦାସ, ହରି ସଙ୍କର ମିଶ୍ର, ରମେଶ ସାହୁ,ସବିତା ମିଶ୍ର, ସଂଯୋଗ ଦାଶ, ନରେନ୍ଦ୍ର ସାହୁ, ହେମନ୍ତ ଭଇଂସା, ପଞ୍ଚାନନ ସାହୁ ଇତ୍ୟାଦି ଯୋଗଦାନ କରିଥିଲେ l ସାମ୍ବାଦିକଙ୍କ ସମସ୍ୟା, ଭତ୍ତା, ମେଡିକାଲ ଇନ୍ସୁରେନ୍ସ, ଲୋକମାନଙ୍କର ଠକାମି ଓ ଦୈନିକ ଖବର ବିଷୟରେ ଆଲୋଚନା ହେଇଥିଲା l ସଭା ଶେଷରେ ସମ୍ପାଦକ ହରିଶଙ୍କର ମିଶ୍ର ଧନ୍ୟବାଦ ପ୍ରଦାନ

କରିଥିଲେ l ବୈଠକରେ ଏ ସମସ୍ତ ବିଷୟରେ ଦାବୀ ପତ୍ର ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ବୋଲି ପ୍ରକାଶ କରାଯାଇଥିଲା l ବୈଠକ ରେ ୧୬ନଭେମ୍ବର ପ୍ରେସ ଦିବସ କୁଚିଣ୍ଡାରେ  କରାଯିବାକୁ ଗଗନ ଶର୍ମାଙ୍କ ମତାମତକୁ ସର୍ବ ସମ୍ମତି ଗୃହୀତ ହୋଇଥିଲା l ଅଗାମି ଦିନରେ  ରାଜ୍ୟ କାର୍ଯ୍ୟକରିଣୀ କାର୍ଯ୍ୟକ୍ରମ ଓ ବାର୍ଷିକ ଦିବସ ବିଷୟରେ ଆଲୋଚନା କରାଯାଇଥିଲା l ଆସନ୍ତା ମାସରେ ସଙ୍ଘର ସଦସ୍ୟ ମାନଙ୍କୁ  ମେଡିକାଲ ଇନ୍ସୁରେନ୍ସ  ବ୍ୟବସ୍ଥା କରାଯିବ ବୋଲି ଜିଲ୍ଳା ସଭାପତି ଘୋଷଣା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like