-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||     

HOME   ଜିଲ୍ଲା

ଲଗାଣ ବର୍ଷା ଯୋଗୁଁ ସ୍କୁଲ ପାଚେରୀ ଭାଙ୍ଗିଗଲା

29-Oct-2025



ଗଞ୍ଜାମ (କୈଳାସ ଚନ୍ଦ୍ର ଚୌଧୁରୀ): ବର୍ତମାନ ଚାଲିଥିବା ବାତ୍ୟା "ମନ୍ଥା " କୁ ନେଇ ଜିଲ୍ଲା ପ୍ରଶାସନର ଆଗୁଆ ପଦକ୍ଷେପ ସ୍ବରୂପ ବିହିତ ପଦକ୍ଷେପ ଫଳରେ ବହୁ ଧନଜୀବନ ସୁରକ୍ଷିତ ଥିବା ବେଳେ ନଦୀ କୁଳିଆ ଅଞ୍ଚଳରେ କିଛି କ୍ଷୟକ୍ଷତି ହୋଇଥିବାର ଦେଖାଯାଇଛି। ବିଶେଷ କରି ତଳିଆ ଅଞ୍ଚଳରେ ବସବାସ କରୁଥିବା ସାଧାରଣ ଲୋକଙ୍କୁ ବିଭିନ୍ନ ସରକାରୀ କୋଠା , ବାତ୍ୟା ଆଶ୍ରୟସ୍ଥଳୀ ଓ ବିଦ୍ୟାଳୟ ମାନଙ୍କୁ ସ୍ଥାନାନ୍ତର କରିବା ସହ ରନ୍ଧନ ଖାଦ୍ୟ ଓ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ଅନ୍ୟ ପକ୍ଷରେ କିଛି ପୁରୁଣା ଘର ଓ ସରକାରୀ କୋଠା ଗୁଡ଼ିକ ଉପରେ ଲଗାଣ ବର୍ଷା ଯୋଗୁଁ କ୍ଷତି ହୋଇଥିବା ପରିଲକ୍ଷିତ ହେଉଛି। ଉଦାହରଣ ସ୍ୱରୂପ ହିଞ୍ଜିଳି ପୌରାଞ୍ଚଳ ଲକ୍ଷ୍ମୀ ନୃସିଂହ ପ୍ରାଥମିକ ବିଦ୍ୟାଳୟ ର ପାଚେରି ଭାଙ୍ଗି ନଷ୍ଟ ହୋଇଥିବା ବେଳେ ଆଉ ଏକ କାନ୍ଥ ଅଣେଇ ହୋଇ ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ପ୍ରଶାସନ ପକ୍ଷରୁ ତୁରନ୍ତ ହସ୍ତକ୍ଷେପ ପାଇଁ ସାଧାରଣ ଲୋକ ଦାବି କରିଛନ୍ତି।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026

You Might Also Like