-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

କିଓସ୍କ ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଛେରାଗୁଡ଼ା ଗ୍ରାମ ନିକରେ ୩ଟି ଲାପଟପ୍ ଓ ୧ଲକ୍ଷ ୧୮ହଜାର ଟଙ୍କା ଲୁଟି ନେଲେ ଦୃର୍ବୁତ୍ତ, ପୋଲିସ ର ତଦନ୍ତ ଆରମ୍ଭ

29-Oct-2025



(ପ୍ରିୟଦର୍ଶିନୀ ପାତ୍ର)
ଡ଼ାବୁଗାଁ ବ୍ଲକ ଅଧିନ ଛେରାଗୁଡ଼ା ଗ୍ରାମ ନିକଟ ରାସ୍ତା ଉପରେ ରେ ମଙ୍ଗଳବାର ସକାଳ ୧୦ ଘ. ସମୟରେ କିଓସ୍କ ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ୩ଟି ଲାପଟପ୍ ଓ ୧ଲକ୍ଷ ୧୮ହଜାର ଟଙ୍କା ଦୃର୍ବୁତ୍ତ ମାନେ ଲୁଟି ନେଇଥିବା ନେ଼ଇ ମଙ୍ଗଳବାର ଅପରାହ୍ନରେ  ଡ଼ାବୁଗାଁ ଥାନାରେ ଅଭିଯୋଗ ହୋଇଛି । ସୂଚନପ୍ରକାରେ ଡ଼ାବୁଗାଁ ବ୍ଲକ ଅଧିନ ବଡଓଲମା ଗ୍ରାମର ବସନ୍ତ ବିଷୋୟୀ (୩୩) ଜବାଗୁଡ଼ା ଗ୍ରାମ ପଞ୍ଚାୟତ କାର୍ଯ୍ୟ|ଳୟ ନିକଟରେ ଏକ କିଓସ୍କ ବ୍ୟାଙ୍କ କୁ  ମଙ୍ଗଳବାର ସକାଳ ପ୍ରାୟ ୧୦ଘ ସମୟରେ ଯାଉଥିବା ବେଳେ ବଡଓଲମା – ଜବାଗୁଡା ମୁଖ୍ୟ ରାସ୍ତାରେ ଛେରାଗୁଡ଼ା ଗ୍ରାମ ଛକ ନିକଟରେ ୩ ଜଣ ଦୃର୍ବୁତ୍ତ ମାନେ ବସନ୍ତ ଙ୍କୁ ଅଟକାଇ ଆଖିରେ ଲଙ୍କାଗୁଣ୍ଡ ମିଶା ପାଣି ସ୍ପ୍ରେ କରି ତାଙ୍କ ପାଖରେ ଥିବା ବ୍ୟାଗ ରେ ରଖିଥିବା ୩ଟି ଲାପଟପ୍ ଓ ୧ ଲକ୍ଷ୧୮ ହଜାର ଟଙ୍କା ଲୁଟିନେଇ ଥିଲେ । ଏହାପରେ ବସନ୍ତ ପାଟି କରି ଥିଲେ ପାଟି ଶୁଣି  ଆଖପାଖ ର ଲୋକ ଜମା ହୋଇଥିଲେ | ଗ୍ରାମର ପିଲାମାନେ ମୋଟରସାଇକେଲ ଧରି ବିଭିନ୍ନ ସ୍ଥାନରେ ଖଜାଖୋଜି କରି ପାଇନ ଥିଲେ | ଏବିଷୟରେ ବସନ୍ତ କାଲି ସାଧ୍ୟରେ ଡ଼ାବୁଗାଁ ଥାନା ରେ ଏତଲା ଦେଇଥିଲେ | ଉକ୍ତ ଏତଲା କୁ ଭିତ୍ତି କରି ଥାନା କେସ ନଂ ୨୨୩/୨୫ରେ ଏକ ମାମଲା ଆଜି ରୁଜୁ କରାଯାଇଛି ଆଜି ସଖାଳ 10ଘଟଣା ସମୟରେ ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି। ଡାବୁଗାଁ ଥାନ  ସବଇନକ୍ସପେକ୍ଟର ଚନ୍ଦନ ସାହୁ ଏହି ଘଟଣାର ତଦନ୍ତ କରୁଛନ୍ତି।ରିପୋଟ ମିହିର ଶଙ୍କର ପାତ୍ର, ନବରଙ୍ଗପୁର
[29/10, 4:59 pm] Mihir@Advocate: ଡ଼ାବୁଗାଁ ବ୍ଲକ ଅଧିନ ଛେରାଗୁଡ଼ା ଗ୍ରାମ ନିକଟ ରାସ୍ତା ଉପରେ ରେ  କିଓସ୍କ ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ୩ଟି ଲାପଟପ୍ ଓ ୧ଲକ୍ଷ ୧୮ହଜାର ଟଙ୍କା ଦୃର୍ବୁତ୍ତ ମାନେ ଲୁଟି ନେଇଥିବା  ଡ଼ାବୁଗାଁ ଥାନାରେ ଅଭିଯୋଗ ହୋଇଛି । ଏବଂ ଉକ୍ତ ଏତଲାକୁ ଭିତ୍ତିକରି ପଲିସ ତଦନ୍ତ ଆରମ୍ଭ କରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026

You Might Also Like