-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||     

HOME   ଜିଲ୍ଲା

ବରପାଲି ଶୀତଳ ଷଷ୍ଠୀର ସ୍ମାରକୀ ତୋରଣ ଭିତ୍ତପ୍ରସ୍ତର ସ୍ଥାପନ ।

29-Oct-2025



ବରପାଲି,(ସୁଦାମ ଦୀପ)
ବରପାଲି ର ଐତିହ୍ୟ ସମ୍ପନ୍ନ ଶୀତଳ ଷଷ୍ଠୀ ଯାତ୍ରା ର ସ୍ମାରକୀ ଭାବରେ ଏକ ସୁଦୃଶ୍ୟ ତୋରଣ ନିର୍ମାଣ ପାଇଁ ଆଜି ଭିତ୍ତପ୍ରସ୍ତର ସ୍ଥାପନ କରାଯାଇଛି ।ବରପାଲି ବରଗଡ଼ ଜାତୀୟ ରାଜପଥ ଉପରେ ପେଟ୍ରୋଲ ପମ୍ପ ନିକଟରେ ଆଜି ବିଜେପୁର ବିଧାୟକ ସନତ କୁମାର ଗଡତିୟା ବୁଧବାର ସକାଳେ ଏହି ସୁଦୃଶ୍ୟ ତୋରଣ ନିର୍ମାଣ ପାଇଁ ଭିତ୍ତପ୍ରସ୍ତର ସ୍ଥାପନ କରିଥିଲେ । ରାଜ୍ୟ ସରକାରଙ୍କ ଅନୁଦାନ ରାଶି ଏକ କୋଟି କୋଡ଼ିଏ ଲକ୍ଷ ଟଙ୍କାରେ ଏହା ନିର୍ମାଣ କରାଯିବ । ଆଜି ଏହି ଭିତ୍ତପ୍ରସ୍ତର ବେଳେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ର ସଭାପତି ଆନନ୍ଦ ବାବୁ, ସମ୍ପାଦକ ଜୟନ୍ତ କୁମାର ତ୍ରିପାଠୀ, ଲାଲ ବିକ୍ରମ ସିଂ ଦେଓ, ପ୍ରତାପ ସିଂ, ପିନାକୀ ଦାଶ, ହେମନ୍ତ ମିଶ୍ର ଙ୍କ ସମେତ ପୂର୍ତ୍ତ ବିଭାଗ ର ଅଧିକ୍ଷଣ ଯନ୍ତ୍ରୀ ଅରୁଣ ପାଣ୍ଡେ, ତହସିଲଦାର ରୁକ୍ମଣ କୁମାର ମେହେର,ବିଡ଼ିଓ ସୁମନ୍ତ କୁମ୍ଭାର, ନଗରପାଳ ଦିନେଶ ଗହୀର , କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୁବନ କୁମାର ଶତପଥୀ ସହକାରୀ ଯନ୍ତ୍ରୀ ସଞ୍ଜୟ ପାତ୍ର, କନିଷ୍ଠ ଯନ୍ତ୍ରୀ ଦୁବରାଜ ହେମରନ ଙ୍କ ସମେତ ଯାତ୍ରା କମିଟି ର ବହୁ ସଦସ୍ୟ ଓ ଶୈବ ଭକ୍ତ ଉପସ୍ଥିତ ଥିଲେ । ବହୁ ଦିନର ଆଶା ପୂରଣ ହେବାକୁ ଯାଉଥିବାରୁ ଯାତ୍ରା କମିଟି ର ସଭାପତି ଆନନ୍ଦ ବାବୁ ବିଧାୟକ ସନତ କୁମାର ଗଡତିୟା ଙ୍କ ଠାରେ ବରପାଲି ଅଞ୍ଚଳ ବାସୀ ତଥା ଯାତ୍ରା କମିଟି କୃତଜ୍ଞତା ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026

You Might Also Like