-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||     

HOME   ଜିଲ୍ଲା

ଯମଟାଙ୍ଗି ଖେଳ ପଡ଼ିଆରେ ଆୟୋଜିତ କ୍ଲଷ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଯାପିତ 

30-Oct-2025



କଣ୍ଟାମାଳ(ଜୟକୁମାର ମହାରଣା): ଭାରତ ସରକରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନସ୍ଥ ମେରା ଯୁବା ଭାରତ ଓ  ମା ଠାକୁରାଣୀ ୟୁଥ୍ କ୍ଲବର ମିଳିତି ଆନୁକୁଲ୍ୟରେ ବୌଦ୍ଧ ବ୍ଳକ୍ ଯମଟାଙ୍ଗି ଖେଳ ପଡ଼ିଆରେ ଆୟୋଜିତ କ୍ଲଷ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି  l    ଉଦଯାପନୀ ଉତ୍ସବରେ ମେରା ଯୁବା ଭାରତର  ଆସ୍ମାନ ମହାକୁଡଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି

ଭାବେ କଣ୍ଟାମାଳ ବିଧାୟକ ଶ୍ରୀଯୁକ୍ତ କହ୍ନାଇ ଚରଣ ଡାଙ୍ଗ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l ଅନ୍ୟତମ ଅତିଥିଭାବେ ବାଉଁସୁଣୀ ସାଂସ୍କୃତିକ ପରିଷଦ ର ସଭାପତି ଶୁଶାନ୍ତ ବାଘ, ଜିଶୁଦେବ ପ୍ରଧାନ, ରକସା ପେକ୍ସ ସଭାପତି ଶିବ ଶଙ୍କର କର୍ଣ୍ଣ, ପ୍ରମୁଖ ଉପସ୍ଥିତ ଥିଲେ l  ଆଜିର ଫୁଟବଲ ପ୍ରତିଯୋଗିତାରେ କନାପଡ଼ା ଓ ମୂର୍ଶୁଣ୍ଡି ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା l  ଏଥିରେ ଗୋଟେ ଗୋଲ୍ ଦେଇ କନାପଡା ଦଲ ବିଜୟୀ ହୋଇଥିଲେ l 
ଆଜିର ପ୍ରତିଯୋଗିତାରେ ପ୍ରହଲ୍ଡାଦ୍ ଭୋକ୍ତା ,ତାପସମୟ ଭୋକ୍ତା, ସତ୍ୟଜିତ ବେହେରା, ରଜନୀକାନ୍ତ ଭୋକ୍ତା ପ୍ରମୁଖ ଉପସ୍ଥିତ ରହି ଖେଳ ପରିଚାଳନା କରିଥିଲେ l  କୃତି ପ୍ରତିଯୋଗଙ୍କୁ ମୁଖ୍ୟ ଅତିଥି ଟ୍ରଫି ସହ ସାର୍ଟିପିକେଟ ପ୍ରଦାନ କରିଥିଲେ l ଏଥିରେ ମା ଠାକୁରାଣୀ ୟୁଥ୍ କ୍ଲବ୍ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026

You Might Also Like