-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

ବିଶ୍ଵଶାନ୍ତି ମହାଯଜ୍ଞ ପାଇଁ ୩ରେ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

30-Oct-2025



ଗଣିଆ: ନଭେମ୍ବର ମାସ ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ ସତ୍ୟ, ଶାନ୍ତି ସେବା ଟ୍ରଷ୍ଟ ଆନୁକୂଲ୍ୟରେ ଗଣିଆ ବ୍ଳକର ମଣିଭଦ୍ରା ଠାରେ ଥିବା ମା କଳାପାଟ ଠାକୁରାଣୀଙ୍କ ବିଜେସ୍ଥଳୀଠାରେ ବିଶ୍ଵଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହେବ । ଏଥିପାଇଁ ଜିଲ୍ଲା ସ୍ତରରେ ଏକ ପ୍ରସ୍ତୁତି ବୈଠକ ଆସନ୍ତା ନଭେମ୍ବର ୩ତାରିଖରେ ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ହେବା ପାଇଁ ସ୍ଥିରୀକୃତ ହୋଇଛି । ଏ ନେଇ ଜିଲ୍ଲାପାଳ ତଥା ମାଜିଷ୍ଟ୍ରେଟଙ୍କ କାର୍ଯ୍ୟାଳୟ ତରଫରୁ ଚିଠି ସଂଖ୍ୟା ୨୯୯ ଜରିଆରେ ଆରକ୍ଷୀ ଅଧିକ୍ଷକ, ତହସିଲଦାର ଗଣିଆ, ବିଡ଼ିଓ ଗଣିଆ, ଥାନା ଅଧିକାରୀ, ସ୍ବାସ୍ଥ୍ୟ ଅଧିକାରୀ,ଅଗ୍ନିଶମ ଅଧିକାରୀ, ଜିଲ୍ଲା ଲୋକସମ୍ପର୍କ ଅଧିକାରୀ, ବିଦ୍ୟୁତ୍ ବିଭାଗ ଯନ୍ତ୍ରୀ,ପରିବହନ ବିଭାଗ, ପାନୀୟ ଜଳ ଯୋଗାଣ ବିଭାଗ, ବନବିଭାଗକୁ ଅବଗତ କରାଯାଇଛି । ବିଶ୍ଵଶାନ୍ତି ମହାଯଜ୍ଞ ପାଇଁ ଆନୁସଙ୍ଗିକ କାର୍ଯ୍ୟକ୍ରମ ନିର୍ଦ୍ଧାରଣ ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ଯୋଗ ଦେବାକୁ ଉପଜିଲ୍ଲାପାଳ ଅନୁରୋଧ କରିଛନ୍ତି । 

(ନୟାଗଡ଼ ଜିଲ୍ଲା  ଗଣିଆରୁ ବିଜୟ ଲକ୍ଷ୍ମୀ ରାଉତଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like