-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||     

HOME   ଦେଶ ବିଦେଶ

ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା ; ୧୦ ମୃତ, ୨୦ରୁ ଅଧିକ ଆହତ

30-Jan-2021



ମୁରଦାବାଦ (ପ୍ରେରଣା ଖବର ବ୍ୟୁରୋ) : ଭୟାନକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଭିନ୍ନ ଭିନ୍ନ ମେଡିକାଲକୁ ସ୍ଥାନାନ୍ତିରତ କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି । ତେବେ କିଛି ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ସୂଚନା ମିଳିଛି ।

ଖବର ଅନୁଯାୟୀ, ଉତ୍ତରପ୍ରଦେଶ ମୁରଦାବାଦ ଥାନା କନ୍ଦରିକି ଅଞ୍ଚଳରେ ଦୁର୍ଘଟଣା ଘଟିଛି । ଘନ କୁହୁଡି ଲାଗି ଏକ ଯାତ୍ରୀ ବସ୍‌ ଓ ଟ୍ରକ ମଧ୍ୟରେ ଜୋରାଦାର ଧକ୍କା ହୋଇଛି । ଯାହାଫଳରେ କି ଘଟଣାସ୍ଥଳରେ ହିଁ ୭ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଯାଇଥିଲା । ତେବେ ଦୁର୍ଘଟଣା ଖବର ପାଇଁ ସ୍ଥାନୀୟ ଲୋକେ ଓ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଘଟଣାସ୍ଥଳରୁ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଉଛି ।

ତେବେ ବର୍ତ୍ତମାନ ସୁଦ୍ଧାରୁ ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଭାବ ଆହତ ହୋଇଥିବା ଜଣାପଡିଛି । ସମସ୍ତ ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ପ୍ରାଥମିକ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଚିକିତ୍ସା ପରେ ଭିନ୍ନ ଭିନ୍ନ ମେଡାକାଲକୁ ସ୍ଥାନାନ୍ତିରତ କରାଯାଇଛି । ତେବେ ମେଡିକାଲରେ ଚିକିତ୍ସିତ ହେଉଥିବା ଯାତ୍ରୀଙ୍କ ମଧ୍ୟରୁ ୩ଜଣଙ୍କ ମୃତ୍ୟୁ ହୋଇଯାଇଛି । ଯାହାଫଳରେ କି  ଦୁର୍ଘଟଣାରେ ମୋଟ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୧୦ରେ ପହଞ୍ଚିଥିବା ବେଳେ ଆହତଙ୍କ ସଂଖ୍ୟା ୨୦ରୁ ଅଧିକ ରହିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିବାରେ ଆଶଙ୍କା ମଧ୍ୟ କରାଯାଇଛି ।
ତେବେ ଦୁର୍ଘଟଣା ସଂପର୍କରେ ଖବର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଶୋକ ଜାହିର କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି ଯେ, ସ୍ଥାନୀୟ ଜିଲ୍ଲା ଅଧିକାରୀଙ୍କୁ ଘଟଣାସ୍ଥଳକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଦେବାକୁ ଘୋଷଣା କରାଯାଇଥିବା ବେଳେ ଆହତଙ୍କ ପାଇଁ ୫୦  ହଜାର ଲେଖାଏଁ ସହାୟତା ଦେବାକୁ ପ୍ରତିଶୃତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026

You Might Also Like