-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ବ୍ଲକ କଳାକାର ସଂଘ ବିଭିନ୍ନ ଦାବିନେଇ ବିଡ଼ିଓ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବୀପତ୍ର ପ୍ରଦାନ

30-Oct-2025



ଲୋଇସିଂହା, (ବିନୋଦ ଦୀପ) ଆଜି ଲୋଇସିଂହା ବ୍ଲକ କଳାକାର ସଂଘ ବିଭିନ୍ନ ଦାବିନେଇ ବିଡ଼ିଓ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କୁ ଦାବୀପତ୍ର ପ୍ରଦାନ କରିଛନ୍ତି l ବ୍ଲକ କଳାକାର ସଂଘ ସଭାପତି ସରୋଜ ବିଶ୍ୱାଳ ଙ୍କ ସଭାପତିତ୍ୱ ରେ ଶତାଧିକ କଳାକାର ନିଜ କଳା ପ୍ରଦର୍ଶନୀ ଜରିଆରେ ନୃତ୍ୟ, ଗୀତ ଓ ବାଦ୍ୟ ବଜାଇ ଲୋଇସିଂହା କଲ୍ୟାଣ ମଣ୍ଡପ ରୁ ବାହାରି ଲୋଇସିଂହା ବ୍ଲକ କୁ ପହଂଚିଥିଲେ l କିଛି ସମୟ ନାରାବାଜି ପରେ ବିଡ଼ିଓ ଶ୍ରୀ ଅକ୍ଷୟପାଣି ଉଡ୍ଡୁ ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ l କଳାକାର ତାଙ୍କ ଦୈନନ୍ଦିନ ଜୀବନରେ ଅନେକ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି l କଳା କୁ ବଞ୍ଚାଇ ରଖିବା ପାଇଁ ପ୍ରୟାସରତ କଳାକାର ଓ଼ଡ଼ିଆ ଅସ୍ମିତା ର ଏକ ଅଭିଛେଦ୍ୟ ଅଙ୍ଗ ହେବା ସହ କଳାକାର ବିଭିନ୍ନ ସମସ୍ୟା ଯୋଗୁଁ ହତାଶ ର ସମ୍ମୁଖୀନ ହେଉଛନ୍ତି l ରାଜ୍ୟ ସରକାର ଙ୍କ କୃପାଦୃଷ୍ଟି ହେଲେ କଳାକାର ବଞ୍ଚି ରହିବା ସହ ନିଜର ସ୍ୱତନ୍ତ୍ରତା ବଜାୟ ରଖିପାରିବ ବୋଲି କଳାକାର ସଂଘ ନିଜର ଶୁଚିନ୍ତିତ ମତାମତ ଦେଇଛି l କଳାକାର ଙ୍କ ଦାବୀହେଲା ଦୀର୍ଘ ୨ ବର୍ଷ ହେଲା ବନ୍ଦ ପଡ଼ିଥିବା ନୂତନ କଳାକାର ଭତ୍ତା କୁ ଯଥାଶୀଘ୍ର ତରାନ୍ୱିତ କରାଯାଉ l ଅନ୍ୟାନ୍ୟ ଭତ୍ତା ରାଶି ର ବୃଦ୍ଧି ଦିଗରେ ରାଜ୍ୟ ସରକାର ବିଚାର କରିଥିବା ବେଳେ କଳକାର ଭତ୍ତା କୁ ୫ ହଜାର ଟଙ୍କା ବୃଦ୍ଧି କରାଯାଉ l ଭତ୍ତା ପାଉଥିବା କଳାକାର ର ମୃତ୍ୟୁ ପରେ ଉକ୍ତ ଭତ୍ତା କୁ ତାଙ୍କ ସ୍ତ୍ରୀ କିମ୍ବା ସ୍ୱାମୀ ଙ୍କୁ ପ୍ରଦାନ କରାଯାଉ l

ପ୍ରତ୍ୟେକ ବ୍ଲକ ର ସଦର ମହ କୁମାରେ କଳାକାର ମାନଙ୍କ ପାଇଁ ଏକ ସ୍ୱତ୍ରନ୍ତ୍ର ଗୃହ ନିର୍ମାଣ ପାଇଁ ଅନୁଦାନ ଯୋଗାଇ ଦିଆଯାଉ l ନିର୍ମାଣ ଶ୍ରମିକ ଯୋଜନାରେ ମିଳୁଥିବା ସରକାରୀ ସୁବିଧା ସୁଯୋଗ ଗୁଡିକ କଳାକାର ମାନଙ୍କୁ ମଧ୍ୟ ପ୍ରଦାନ କରାଯାଉ l ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ କରାଯିବା ସମୟରେ କଳାକାର ମାନଙ୍କ ପାଇଁ ସ୍ୱତନ୍ତ୍ର ଦୁର୍ଘଟଣା ବୀମା ର ବ୍ୟବସ୍ଥା କରିବା ପାଇଁ ସଂଘ ଦାବୀ କରିଛି l ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଉପ ସଭାପତି ଲମ୍ବୋଦର ସାହୁ, ଦେବେନ୍ଦ୍ର କନ୍ଧେର, କାର୍ଯ୍ୟକାରୀ ସଭାପତି ନାରାୟଣ ବାରିକ, ସମ୍ପାଦକ ବ୍ରଜମୋହନ ବିଶୋଇ, ସହ ସମ୍ପାଦକ ମୁନା ପଟେଲ, କୋଷାଧ୍ୟକ୍ଷ ଫିରୋଜ ଦାସ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like