-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଗଣିଆରେ ଡ୍ରେନ ନିର୍ମାଣରେ ଦୁର୍ନୀତି ଘଟଣା,ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ : ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ

30-Oct-2025



ଗଣିଆ(ବିଜୟଲକ୍ଷ୍ମୀ ରାଉତ) ଗଣିଆ ପଞ୍ଚାୟତ ଅନ୍ତର୍ଗତ ତେଲିସାହି ୫ନ° ଓ୍ବାର୍ଡର ପଛପାଖ ଡ୍ରେନ ନିର୍ମାଣ ନିମନ୍ତେ ୨୦୨୪/୨୫ ଆର୍ଥିକ ବର୍ଷରେ ସିଏଫସି ପାଣ୍ଠିରୁ ୮୦ ହଜାର ଟଙ୍କା ମଞ୍ଜୁର ହୋଇଥିଲା । କିନ୍ତୁ ୫ନ° ଓ୍ବାର୍ଡରେ କାର୍ଯ୍ୟ ନହୋଇ ୪ ନମ୍ବର ଓ୍ବାର୍ଡରେ କାର୍ଯ୍ୟ ହୋଇଥିବା ଫଟୋକୁ ଦର୍ଶାଇ ୫ନ° ଓ୍ବାର୍ଡର ବିଲ୍ ପଇଠ କରାଯାଇଥିବା ସମିତି ସଭ୍ୟ ଫକୀର ମୋହନ ଡାକୁଆ ଲିଖିତ ଅଭିଯୋଗ କରିଛନ୍ତିି । ଏହାର ଏକକିତା ନକଲ ଉପ ଜିଲ୍ଲାପାଳ, ଜିଲ୍ଲାପାଳ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ପ୍ରଦାନ କରିଛନ୍ତି । ଏପରିକି ଯଦି ୭ ଦିନ ଭିତରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନଯାଏ ତେବେ ସେ ବ୍ଳକ ସମ୍ମୁଖରେ ଅନଶନ କରିବେ ବୋଲି ଚେତାବନୀ ଦେଇଛନ୍ତି । ତେବେ ଏ ସମ୍ପର୍କରେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଲଗ୍ନଜିତ ରାଉତଙ୍କୁ ପଚାରିବାରୁ ସମିତି ସଭ୍ୟ ଦେଇଥିବା ଅଭିଯୋଗ ତାଙ୍କର ହସ୍ତଗତ ହୋଇଥିବା ସେ ପ୍ରକାଶ କରିବା ସହିତ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ତେବେ ଉକ୍ତ ଘଟଣା ଭୁଲବଶତଃ ହୋଇଥିବା ତଥା ଉକ୍ତ କାର୍ଯ୍ୟର ବିଲ୍ ପଇଠ କରାଯାଇନଥିବା ସରପଞ୍ଚ ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି । ଏପରିକି ରାଜନୈତିକ ଉଦ୍ଦେଶ୍ୟ ରଖି ସମିତି ସଭ୍ୟ ଏଭଳି ଅଭିଯୋଗ ଆଣିଥିବା ସେ ଜଣାଇଛନ୍ତି । ତେବେ ଏଠାରେ ପ୍ରଶ୍ନ ଉଠୁଛି ୫ ନ° ଓ୍ବାର୍ଡରେ ଫଳକଟିଏ ଲାଗି ନଥିଲେ ମଧ୍ୟ ତତ୍କାଳୀନ କନିଷ୍ଠ ଯନ୍ତ୍ରୀ ଏବଂ ସହକାରୀ ଯନ୍ତ୍ରୀ  କାର୍ଯ୍ୟ ହେଉଥିବା ସ୍ଥାନକୁ ନଯାଇ,ତଦାରଖ ନକରି କିଭଳି ବିଲ୍ ଫର୍ମ ପ୍ରସ୍ତୁତ କଲେ ଏବଂ ୭୪ ହଜାର ୨୩୬ ଟଙ୍କା ବିଲ୍ କଲେ । କେଉଁ ଆଧାରରେ କନିଷ୍ଠ ଯନ୍ତ୍ରୀ ଏବଂ ସହକାରୀ ଯନ୍ତ୍ରୀ ମହୋଦୟ ଏଭଳି ଅନୈତିକ କାର୍ଯ୍ୟ କରିଛନ୍ତି ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଆଉ ଗୋଟିଏ କଥା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାମରେ ଉକ୍ତ କାର୍ଯ୍ୟର କାର୍ଯ୍ୟାଦେଶ ଥିଲେ ମଧ୍ୟ ସିଏ କିଭଳି ଏହା ଜାଣିପାରିଲେ ନାହିଁ । ତେବେ ଏହାର ବିଧିବଦ୍ଧ ତଦନ୍ତ କରି ପ୍ରକୃତ ଘଟଣା ପଦାକୁ ଆଣିବା ସହିତ ଦୋଷୀଙ୍କ ବିରୁଦ୍ଧରେ ଦୃଢ‌‌‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି । ତେବେ ଗଣିଆ ବିଡ଼ିଓ ପ୍ରିତିବାଳା ରଣା କନିଷ୍ଠ ଯନ୍ତ୍ରୀ ନେତ୍ର ରଞ୍ଜନ ମିଶ୍ର ଏବଂ ସହକାରୀ ଯନ୍ତ୍ରୀ ମହେଶ ପ୍ରସାଦ ନାୟକଙ୍କୁ ଉକ୍ତ ଘଟଣାର ତଦନ୍ତ କରି ତଥ୍ୟ ପ୍ରଦାନ କରିବାକୁ ନିର୍ଦ୍ଧେଶ ଦେଇଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like