-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀର ଦିନ୍ ଉଧେ ଡେଙ୍ଗ ହାଇସ୍କୁଲ ଜୁନିୟର ରେଡ଼କ୍ରସ ତରଫରୁ ରକ୍ତଦାନ ଶିବିର ମାଟି ମାଆର ଦିନ୍ ଲାଗି ରକ୍ତଦାନ

28-Oct-2025



ବଲାଙ୍ଗୀର,ତା. ୨୮/୧୦(ପ୍ରେରଣା ଖବର ) : ପ୍ରତିବର୍ଷ ନଭେମ୍ବର - ୦୧ ତାରିଖକୁ ବଲାଙ୍ଗିର ଦିନ ପାଳିତ ହୋଇଥାଏ। ମାଆ ମାଟିର ଦିନ ପାଇଁ ଅବ୍ୟବହିତ ପୂର୍ବରୁ ବଲାଙ୍ଗିର ରକ୍ତକେନ୍ଦ୍ର ଠାରେ ସଇଁତଳା ବ୍ଲକ ଅନ୍ତର୍ଗତ ଡେଙ୍ଗ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ରେଡ଼କ୍ରସ୍ କର୍ମୀ ରାମ ନାରାୟଣ ଦାଶଙ୍କ ତତ୍ତ୍ଵାବଧାନରେ  ଜୁନିଅର ରେଡ଼କ୍ରସ୍ ତରଫରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର  ଆୟୋଜିତ ହୋଇଛି।  ବଲାଙ୍ଗୀର ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ଫିତାକାଟି ରକ୍ତଦାନ ଶିବିରକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ। ସମ୍ମାନୀତ ଅତିଥି ଭାବେ ବଲାଙ୍ଗୀର ଦିନ୍ ଆୟୋଜନ କମିଟିର ଅଧ୍ୟକ୍ଷ ଗୋପଲଜୀ ପାଣିଗ୍ରାହୀ, ସଂଯୋଜକ ପ୍ରତାପ ରଥ, ସଦସ୍ୟ ଲୋଟସ ଷଡ଼ଙ୍ଗୀ, ବିଭୁଭୂଷଣ ତ୍ରିପାଠୀ, ସୋମନାଥ ମିଶ୍ର, ବିନୋଦ କାଲସାଏ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ରାମ ନାରାୟଣ ମିଶ୍ର, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ସେବାଶ୍ରୀ ଭୋଇ, ସଇଁତଲା ବ୍ଲକ ଶିକ୍ଷା ଅଧିକାରୀ ଦିଲ୍ଲିପ କୁମାର ଯୋଶୀ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ପାତ୍ର, ଡି.ଏସ୍.ଏସ୍ ନବଘନ ସାହୁ, ସୁବର୍ଣ୍ଣପୁର ଜେଆରସିଓ ରବିଚନ୍ଦ୍ର ପଶାୟତ, ବଲାଙ୍ଗୀର ଜେଆରସିଓ ବିକାଶ ରଞ୍ଜନ ସାହୁ, ଡ. ବିଶ୍ଵଜିତ ମିଶ୍ର, ଡ. ବିମ୍ବାଧର ମିଶ୍ର, ଡି.ପି.ଓ ମହେନ୍ଦ୍ର ସ୍ବାଇଁ, ରେଡ଼କ୍ରସ୍ କର୍ମୀ ସଞ୍ଜୟ ମିଶ୍ର, ଜୟନ୍ତ ବେହେରା, ପ୍ରଭାକର ଛନ୍ଦ, ରଶ୍ମିରାଣୀ ଦାଶ, ବନମାଳୀ ମେହେର, ଦୁର୍ଯ୍ୟୋଧନ ପଶାୟତ, ଅଙ୍କୁଶ ପାଣ୍ଡିଆ, ଶୋଭନ ଅଗ୍ରୱାଲ ,  ଅନ୍ତରଜାମି ବରିହା ପ୍ରମୁଖ ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। 

ଶିବିରରେ ୫୭ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା। ବ୍ଲଡ଼ ବ୍ୟାଙ୍କ କର୍ମଚାରୀ ଡ.ଆରତୀ ପଣ୍ଡା, ଡ.ସୁମିତ୍ କୁମାର ମୁନ୍, ଦୁର୍ଗା ପ୍ରସାଦ ଆଚାର୍ଯ୍ୟ, ନରେଶ କୁମାର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଶିବିରରେ ରକ୍ତ ସଂଗ୍ରହ କରାଯାଇଥିଲା।

ଶିକ୍ଷୟିତ୍ରୀ ତପସ୍ଵିନୀ ପଟେଲ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷକ ସୁଦର୍ଶନ ଦାଶ,ସୁଶାନ୍ତ ଭୋଇ, ଗିରିଶ୍ ଚରଣ ସେଠ, ସମୀର ସେଠି, ପ୍ରିୟାଂଶୁ ଭୂଏ, ଅବିନାଶ ଭୋଇ, ବୃନ୍ଦାବନ ଭୂଏ, ହିମାଂଶୁ ବିଶ୍ଵାଳ, ଦେବେଶ ହୋତା, ମନରଞ୍ଜନ ପରିଡ଼ା  ତଥା ସହଯୋଗ ଫାଉଣ୍ଡେସନ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମକୁ ଶିକ୍ଷକ କୃପାସିନ୍ଧୁ ମିଶ୍ର ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like