-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||      *ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   (18-Apr-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ବ୍ଲକ ବିଶ୍ୱହିନ୍ଦୁ ପରିଷଦ ବଜରଙ୍ଗ ଦଳ ପକ୍ଷରୁ ରକ୍ତଦାନ ଶିବିର

31-Oct-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ବ୍ଲକ  ବିଶ୍ୱହିନ୍ଦୁ ପରିଷଦ  ବଜରଙ୍ଗ ଦଳ ପକ୍ଷରୁ  ନୂତନ ଡାକ୍ତର ଖାନା ପରିସର ରେ ଏକ  ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ରକ୍ତଦାନ ଶିବିରକୁ ମୁଖ୍ୟ ଅତିଥି ଭାବେ ଡୁଙ୍ଗୁରିପାଲି ଥାନା ଅଧିକାରୀ ରୋଜାଲିନି ପଟେଲ ସମ୍ମାନୀୟ ଅତିଥି ଭାବେ ଡାକ୍ତର ସଞ୍ଜୟ ପଧାନ ଓ ସୁବର୍ଣ୍ଣପୁର ଜିଲ୍ଲା ଟ୍ରକ ମାଲିକ ସଂଘର ସଭାପତି ମୃତୁଞ୍ଜୟ ମିଶ୍ର ଶିବିରକୁ ଉଦଘାଟନ କରି ଦୀପ ପ୍ରଜ୍ୱଳ କରିଥିଲେ। ଏଥିରେ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ର ଡାକ୍ତରୀ ଦଳ ଆସି ରକ୍ତ ସଂଗ୍ରହ କରିଥିଲେ ଡାକ୍ତର ସୁମିତ

ମୁଣ୍ଡ, ନର୍ସିଙ୍ଗ ଅଫିସର ଜୋତିରମୟୀ ନାୟକ, କାଉନସିଲ ସେକ ଅବଦୁଲ ଅସରଫ, ଲେପ ଟେକନିସିୟ ଦେବାଶିଷ ମିଶ୍ର,ଆଟେଡେନ ଦେବେନ୍ଦ୍ର ନନ୍ଦ ପ୍ରମୁଖ ଆସି ରକ୍ତ ସଂଗ୍ରହ କରିଥିଲେ। ଏଥିରେ ମୋଟ ୩୫ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ବେଳେ ବଜାରଙ୍ଗ ଦଳ  ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ରିଙ୍କୁ , ଶୁଭମ , ଲିପନ, ତପନ, ଅଭି ପ୍ରମୁଖ କାର୍ଯ୍ୟକର୍ତା ଉପସ୍ଥିତ ରହି ସହଯୋଗ କରିଥଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026
  ଜିଲ୍ଲା  
ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   19-Apr-2026

You Might Also Like