-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବାଲିଗୁଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ

31-Oct-2025



ବାଲିଗୁଡ଼ା(ସୁଶୀଳ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମ ଦିବସ ପାଳନ ଅବସରରେ ରଚନା ଓ ବକୃତା ପ୍ରତିଯୋଗିତା ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେରେ ଆୟୋଜନ ହୋଇଥିଲା। ଏହି ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଆଦିବାସୀ ମହାବିଦ୍ୟାଳୟର

ଛତ୍ରା ଛାତ୍ରୀ ମାନେ ଭାଗ ନେଇ ନିଜ ନିଜର ଦକ୍ଷତା ପ୍ରତିପାଦନ କରିଥିଲେ। କାର୍ଯ୍ୟକ୍ରମରେ ବିଚାରକ ଭାବେ ବାଲିଗୁଡ଼ା ଆରକ୍ଷୀ ଅଧକାରୀ ରାମେନ୍ଦ୍ର ପ୍ରସାଦଙ୍କ ସମେତ ମହାବିଦ୍ୟାଳୟ ଅଧ୍ୟକ୍ଷ ଲକ୍ଷ୍ମଣ ପାଳ, ଅଧ୍ୟାପକ ତେଜେଶ୍ୱର ନାୟକ, ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ସରୋଜ କୁମାର ପାଠୀ , ନୀଳାଞ୍ଚଳ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ l  ଅତିଥି ଓ ଅଧ୍ୟାପକ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ବିଷୟରେ ଛାତ୍ର ଛାତ୍ରୀଙ୍କୁ ସୁନ୍ଦର ଅଭିଭାଷଣ ପ୍ରଦାନ କରିଥିଲେ। ଏହି ବକୃତା ପ୍ରତିଯୋଗୀତାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରଥମ ସ୍ଥାନରେ ପଲ୍ଲବୀ ଦିଗାଲ ,ଦ୍ୱିତୀୟ ରେ ଗୌରୀ ଦିଗାଲ ଓ ତୃତୀୟ ସ୍ଥାନରେ ସ୍ନେହାସ୍ରୀ ରଥ କୃତିତ୍ୱ ହୋଇ ଏସଡିପିଓ ଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like