-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ସାଇବର ନିରାପତ୍ତା ସଚେତନତା ଅଭିଯାନ -୨୦୨୫

31-Oct-2025



ବରଗଡ଼: ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକରେ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ସମ୍ମିଳନୀ କକ୍ଷରେ ସାଇବର ଅପରାଧ ପ୍ରତି ଶିକ୍ଷାର୍ଥୀମାନଙ୍କୁ ସଚେତନ କରିବା ଆଭିମୁଖ୍ୟ ନେଇ ବ୍ଲକସ୍ତରୀୟ ସାଇବର ନିରାପତ୍ତା ସଚେତନତା ଅଭିଯାନ -୨୦୨୫  ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏବିଇଓ ଲାଲ ମୋହନ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଅତିଥି ଭାବରେ ମହାତ୍ମା ଗାନ୍ଧୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଡେମୋଷ୍ଟ୍ରେଟର ଜୟନ୍ତ ବାରିକ, ଇକୋ କ୍ଲବ୍ ମାଷ୍ଟର ଟ୍ରେନର ତଥା ବିଜ୍ଞାନ ଶିକ୍ଷକ ସଞ୍ଜୟ ଖମାରୀ, ଶିକ୍ଷକ ପରମେଶ୍ବର

ରଥ, ମନୋହର ସାହୁ,ତପେଶ୍ୱର ପ୍ରଧାନ ଏବଂ ସି ଆର ସିସି କେଦାରକେଦାର ନାଏକ ଯୋଗ ଦେଇଥିଲେ।ଏହି ଉପଲକ୍ଷେ ଶିକ୍ଷାର୍ଥୀମାନଙ୍କ ମଧ୍ୟରେ ସାଇବର ନିରାପତ୍ତା ସଂକ୍ରାନ୍ତୀୟ ତର୍କ ଓ କୁଇଜ୍ ପ୍ରତିଯୋଗିତା ହୋଇଥିଲା। ତର୍କ ପ୍ରତିଯୋଗିତାରେ କନିଷ୍ଠ ବିଭାଗରୁ ଇଂରାଜୀ ପ୍ରସଙ୍ଗରେ ଜନତା ହାଇସ୍କୁଲର ଛାତ୍ରୀ ରିୟା ବାରିକ ପ୍ରଥମ,ପଞ୍ଚାୟତ ହାଇସ୍କୁଲ କଣ୍ଡପଲାର ଛାତ୍ରୀ ରୋଶନୀ ପଧାନ ଦ୍ବିତୀୟ,ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସାଉନ୍ତାମାଲର ଛାତ୍ରୀ ତୁଷାରିକା କର୍ତ୍ତା  ଏବଂ ପିଏମ୍ ଶ୍ରୀ କେଦାରନାଥ ଆଦିବାସୀ ସରକାରୀ ହାଇସ୍କୁଲ, ଅମ୍ବାଭୋନାର ଛାତ୍ରୀ ଖୁସିରାଣୀ ପାତ୍ର ଯୁଗ୍ମ ଭାବରେ ତୃତୀୟ ସ୍ଥାନ ଅଧିକାର କରିଥିଲେ ।ଠିକ୍ ସେହିପରି ତର୍କ

ପ୍ରତିଯୋଗିତାର ଓଡ଼ିଆ ପ୍ରସଙ୍ଗରେ ପଞ୍ଚାୟତ ହାଇସ୍କୁଲ କଣ୍ଡପଲାର ଛାତ୍ରୀ ଜସ୍ମିନ ବାରିକ,ପିଏମ୍ ଶ୍ରୀ କେଦାରନାଥ ଆଦିବାସୀ ସରକାରୀ ହାଇସ୍କୁଲ, ଅମ୍ବାଭୋନାର ଛାତ୍ରୀ ସୌମ୍ୟା ପ୍ରିୟଦର୍ଶିନୀ କୁମୁରା ଏବଂ ଜନତା ହାଇସ୍କୁଲର ଛାତ୍ରୀ ଡଲି ପ୍ରଧାନ ଯଥାକ୍ରମେ ପ୍ରଥମ , ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ।ବରିଷ୍ଠ ବିଭାଗରୁ ଇଂରାଜୀ କୁଇଜ୍ ପ୍ରତିଯୋଗିତାରେ ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟ ଭୁକ୍ତାର ଛାତ୍ରୀ ଶ୍ରାବଣୀ ସା ପ୍ରଥମ ଓ ଯତୀନ ନାୟକ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଓଡ଼ିଆ କୁଇଜ୍ ପ୍ରତିଯୋଗିତାରେ ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟ ଭୁକ୍ତାର ରମାନନ୍ଦ ନାୟକ, ସୀତା ସା ଏବଂ ନିକାଶ ଦାସ ଯଥାକ୍ରମେ ପ୍ରଥମ,ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସମସ୍ତ କୃତୀ ପ୍ରତିଯୋଗୀ ମାନଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା।ଶିକ୍ଷକ ପୁନୀରାମ ଗଣ୍ଡ ସଭା କାର୍ଯ୍ୟ ପରିଚାଳନା କରିଥିବା ବେଳେ ସି ଆର ସିସି ରାହୁଲ ସେଠ୍ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like