-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

କେଲିଆ ଚନ୍ଦନଧାରା ରାସ୍ତା ମରାମତି କରା ଯାଉ

31-Oct-2025



ନବରଙ୍ଗପୁର:(ପ୍ରିୟଦର୍ଶିନୀ ପାତ୍ର) ବର୍ତ୍ତମାନ ପ୍ରବଣ ଋତୁ ଚାଲିଛି। କାର୍ତ୍ତିକ ମାସ ଯୋଗୁଁ ମନ୍ଦିର ମାନଙ୍କ ରେ ଭକ୍ତ ମାନଙ୍କ ଗାଡି ଚଳା ଚଳ ବୃଦ୍ଧି ପାଉଛି। କିଛିଦିନ ପରେ କାର୍ତ୍ତିକ ଶେଷ ସମବାର ଏବଂ ପୂର୍ଣ୍ଣିମା ଉପଲକ୍ଷେ ନବରଙ୍ଗପୁର ଜିଲ୍ଲାର ପ୍ରସିଦ୍ଧ ତଥା ଐତିହାସିକ ଶବ ପିଠ କେଲିଆ ଏବଂ ଚନ୍ଦନଧାରା ମନ୍ଦିରରେ ପ୍ରବଳ ଭିଡ଼ ଲାଗି ରହିବ। ଗତ କିଛି ବର୍ଷ ହେବ ଏରାସ୍ତା ରେ କ୍ରମାଗତ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଥିବା ପରିଲକ୍ଷିତ ହେଉଛି। ବିଶେଷ କରି ଛେପଟିଆମ ଠାରୁ ମୁଣ୍ଡାପଦର ରାସ୍ତା ମଧ୍ୟରେ। ଖାଲି ଏତିକି ନୁହ ସ୍ଥାନେ ସ୍ଥାନେ ପିଚୁ ଉଠି ଯାଇଥିବାରୁ ଏହି ରାସ୍ତା ନିରାପଦ ନୁହେଁ। ଏହି ସ୍ଥାନଟୀ ଝରୀଗାଁ ବ୍ଲକ ଅଧୀନରେ ଯାଉଥିବାରୁ ଝରୀଗାଁ ବ୍ଲକ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକଥା  କିନ୍ତୁ ପ୍ରଶାସନର ଇଚ୍ଛା ଶକ୍ତି ଅଭାବରୁ ରାସ୍ତାର ଅବସ୍ଥା ଏଭଳି।ଆବଶ୍ୟକୀୟ ସ୍ଥାନରେ ସୂଚନା ଫଳକ ଲଗାଇବା ପାଇଁ ବାରମ୍ବାର ଦାବି କରା ଯାଉଛି। ଏହି କ୍ଷେତ୍ରରେ ଉମରକୋଟ ଆର.ଡି.ଡିଭିଜନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମହାଶୟ ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ନିଅନ୍ତୁ ବୋଲି କେଲିଆ ମନ୍ଦିର କମିଟି ସମ୍ପାଦକ ଶ୍ରୀ ଦେବରାଜ ପାତ୍ର, ଅନୁରୋଧ କରୁଛନ୍ତି।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like