-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||     

HOME   ଜିଲ୍ଲା

କେରମେଲିରେ ଯୁବ ସମ୍ମିଳନ, ବିଜେପି ସରକାରଙ୍କ “ମହା ଧୋଖାବାଜି” ପର୍ଦାଫାଶ କଲା ବିଜେଡି

31-Oct-2025



ନୂଆପଡା(ପରମେଶ୍ଵର ମେହେର):ନୂଆପଡା ବ୍ଲକ କେରମେଲି ରେ ଆୟୋଜିତ ବିଶାଳ ଯୁବ ସମ୍ମିଳନରେ ବିଜେପି ସରକାର ଙ୍କ ଫମ୍ପା ପ୍ରତିଶ୍ରୁତି ଓ ବିଫଳତା ନେଇ ତୀବ୍ର ଖୋଭ ପ୍ରକାଶ କଲା ବିଜେଡି । ବିଜେଡିର ବରିଷ୍ଠ ନେତାମାନେ କହିଲେ, ଯୁବ, ମହିଳା ଓ ଗରିବ ପରିବାର ବର୍ଗକୁ ଭ୍ରମିତ କରିବା ପାଇଁ ବିଜେପି ସରକାର ଖାଲି  ମିଥ୍ୟା ପ୍ରତିଶୃତି ଦେଇ ଲୋକଙ୍କୁ ଧୋଖା ଦେଇଛି।
ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି କହିଲେ “ବିଜେପି ସରକାର ଶାସନ  ମିଛ ପ୍ରତିଶ୍ରୁତିର ଇତିହାସ ହୋଇଯାଇଛି। ବାର୍ଦ୍ଧକ୍ୟ ଭତ୍ତା, ମହିଳା ସଶକ୍ତିକରଣ ଯୋଜନା, ମାସକୁ ୩00 ଇୟୁନିଟ୍ ମାଗଣା ବିଜୁଳି, ଯୁବମାନଙ୍କ ପାଇଁ ଚାକିରି ସବୁ ପ୍ରତିଶ୍ରୁତି ହାୱାରେ ଉଡିଗଲା। ଯୁବକ ମାନେ ଆଜି ବେକାରିର ଦୁଃଖ ଓ ନିରାଶାରେ ପଡ଼ିଛନ୍ତି।”
ବିଜେପି ନିର୍ବାଚନ  ପ୍ରତିଶ୍ରୁତି ଗୁଡ଼ିକ ଯଥା ବାର୍ଦ୍ଧକ୍ୟ ଭତ୍ତା ୩୫୦୦ ଲାଗୁ ହୋଇନି, ପ୍ରତ୍ୟେକ ମହିଳାକୁ ୧ କିସ୍ତି ରେ ୫୦,୦୦୦ ସହାୟତା ଦିଆଯାଇନାହିଁ,ପ୍ରତିବର୍ଷ ୨ କୋଟି ଯୁବଙ୍କୁ ଚାକିରି ପ୍ରଦାନ ସମ୍ପୂର୍ଣ ବିଫଳ, ବେକାରି ଭୟାବହ ଭାବେ ବଢ଼ିଛି। ସୁନା  ଦର ଓ ଦୈନନ୍ଦିନ ଜୀବନ ଜୀବିକା ପାଇଁ ଆବଶ୍ୟକୀୟ ଦରଦାମ ନିୟନ୍ତ୍ରଣ ହେଉନାହିଁ, ଦରଦାମ ବୃଦ୍ଧି ଗରିବ ପରିବାରକୁ  ତଳକୁ ନେଉଛି. ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା କହିଲେ “ମଧ୍ୟବର୍ଗ ଓ ଦୁର୍ବଳ ପରିବାରମାନଙ୍କ ମେରୁଦଣ୍ଡ  ମୂଲ୍ୟବୃଦ୍ଧି ଦ୍ୱାରା  ଭାଙ୍ଗି ଯାଉଛି । ବିଜେପି ସରକାରର ଅର୍ଥନୀତି ନିଷ୍ଠୁର ଓ ଗରିବ ବିରୋଧୀ।”ବିଧାୟକ ରମେଶ ବେହେରା କହିଲେ“ଓଡ଼ିଶାର ଅସ୍ମିତା, ଅଧିକାର ଓ ବିକାଶକୁ ମାର୍ଜିତ ସ୍ଥାନରେ ରଖାଯାଇଛି। ଜନତା ଏହି ଧୋଖା ରେ ଆଉ ଚୁପ ରହିବେ ନାହିଁ।” ବିଜେପିକୁ ଭୋଟ ଦେବେ ନାହିଁ। ବ୍ଲକ୍ ଚେୟାରମ୍ୟାନ ସରୋଜ କମ୍ପ ଓ ତେଜରାଜ ସାବର ଯୁବକ ମାନଙ୍କୁ ସଂଘବଦ୍ଧ ହେବାକୁ ଆହ୍ୱାନ କରିଥିଲେ। ତେଜରାଜ ସାବର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026

You Might Also Like