-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ଜିଲ୍ଲା

ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଦିବସରେ ଏକତା ଦୌଡ଼ ଅନୁଷ୍ଠିତ*

31-Oct-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକତା ଦୌଡ଼ ସୁବର୍ଣ୍ଣପୁର ସ୍ଥିତ ରୟାଲ ପଡିଆ ଠାରୁ ଆରମ୍ଭ ହୋଇ ବ୍ଲକ ଛକ, ଆମ୍ବେଦକର ଛକ, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, କସ୍ତୁରୀ ହୋଟେଲ ଛକ ଦେଇ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ପହଞ୍ଚିଥିଲା । ସକାଳ ୬ ଟା ବେଳେ ଏହି ଏକତା ଦୌଡ଼ ପାଇଁ ସୁବର୍ଣ୍ଣପୁର ରୟାଲ ପଡିଆ ଠାରେ ସୁବର୍ଣ୍ଣପୁର ସହରର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକର ଛାତ୍ରଛାତ୍ରୀ, ଖେଲୋ ଇଣ୍ଡିଆ ର ଖେଳାଳି ମାନେ, ସ୍ୱଚ୍ଛ ଭାରତ ଅନୁଷ୍ଠାନ ସମସ୍ତ ସଦସ୍ୟମାନେ, ଏନସିସି ଛାତ୍ର ଛାତ୍ରୀମାନେ ଓ ସୁବର୍ଣ୍ଣପୁର ଜିଲ୍ଲା ବୁଦ୍ଧିଜୀବୀ, ଜନସାଧାରଣ, ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କ ସମେତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧିମାନେ ଯୋଗଦାନ କରିଥିଲେ । ଏକତା ଦୌଡ଼ ପୂର୍ବରୁ ରୟାଲ ପଡିଆ ଠାରେ ଏକ ସଭା ଅନୁଷ୍ଠିତ ହୋଇ ଥିଲା ।

ଏହି ସଭାରେ ଜିଲ୍ଲାପାଳ ଡ଼. ନୃପରାଜ ସାହୁ, ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ବିଜେପି ଜିଲ୍ଲା ସଭାପତି ବେଣୁଧର ଦାଶ, ବଲାଙ୍ଗିର ସାଂସଦ ଙ୍କ ପ୍ରତିନିଧି ସାନନ୍ଦ କୁମାର ମେହେର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସୁବର୍ଣ୍ଣପୁର ଅଞ୍ଜଳିନା ପ୍ରଧାନ ଅତିଥି ଭାବେ ଯୋଗଦାନ କରିଥିଲେ । ଜିଲ୍ଲାପାଳ ଓ ଅତିଥି ମାନେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଅଖଣ୍ଡ ଭାରତ ଗଠନରେ ଭୂମିକା, ଜୀବନୀ, ଆଦର୍ଶ ଓ ଏକତାର ମନ୍ତ୍ର ବିଷୟରେ ଉପସ୍ଥିତ ଛାତ୍ର ଛାତ୍ରୀ ଓ ଉପସ୍ଥିତ ଜନ ସମାବେଶକୁ ଉଦବୋଧନ ଦେବା ସହ ଅବଗତ କରାଇଥିଲେ । ଶେଷରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ୍ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like