-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||     

HOME   ଜିଲ୍ଲା

ଗୁଡ଼ଭେଲା ବ୍ଲକସ୍ତରୀୟ ସୁରଭି-୨୦୨୫ ଅନୁଷ୍ଠିତ

31-Oct-2025



ଗୁଡଭେଲା(ପଞ୍ଚାନନ ନାଏକ): ଗୁଡ଼ଭେଲା ବ୍ଲକସ୍ତରୀୟ ସୁରଭି-୨୦୨୫ ସ୍ଥାନୀୟ ଗୁଡଭେଲା ଉଚ୍ଚ ବିଦ୍ୟାଳୟ ଠାରେ ପୂର୍ବାହ୍ନ ୧୦ ଘଟିକା ସମୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନମିତା ରାଣୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୁଡ଼ଭେଲା ବିଡିଓ ଗୁରେଶ୍ୱର ଭୋଇ ଯୋଗଦେଇ ଶିଶୁ ମହୋତ୍ସବ ସୁରଭିକୁ ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲ। ସମ୍ମାନିତ ଅତିଥି ଭାବେ ଏବିଇଓ ବିପିନ ବାଗ ଯୋଗ ଦେଇଥିବା ବେଳେ ବିଆର୍‌ସିସି କମ୍ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ ଅତିଥି ପରିଚୟ ପ୍ରଦାନ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ସଭା ଶେଷରେ ସିଆର୍‌ସିସି ଷଢାନନ ପ୍ରଧାନୀ ଧନ୍ୟବାଦ ଅର୍ପଣ କରିଥିଲେ ଓ ସଭା ସଞ୍ଚାଳନ କରିଥିଲେ ଶିକ୍ଷକ ସନ୍ତୋଷ ସାହୁ । ଦ୍ବିତୀୟ ପର୍ଯ୍ୟାୟରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯୁଗଳ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ସଭାରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ସମାଜସେବୀ ଅଶୋକ ଦୋରା ଯୋଗ ଦେଇ କୃତୀ ପ୍ରତିଯୋଗୀମାନଙ୍କୁ ସାର୍ଟିଫିକେଟ ଓ ଟ୍ରଫି ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ଭାବେ ଟୁକୁମଣି ପାଣିଗ୍ରାହୀ ଏବଂ ଘନଶ୍ଯାମ ପ୍ରଧାନୀ ଯୋଗ ଦେଇଥିଲେ। ସିଆରସିସି ଜଗମୋହନ ତ୍ରିପାଠୀ ଅତିଥି ପରିଚୟ ପ୍ରଦାନ କରିଥିଲେ ।ଗତ ମାଟ୍ରିକ ପରୀକ୍ଷା ଓ ଯୁକ୍ତ ଦୁଇର ଟପ୍ପର ଙ୍କୁ ପ୍ରମାଣପତ୍ର ସହିତ ପୁଷ୍ପଗୁଚ୍ଛ ଦେଇ ସମ୍ମାନିତ କରାଯାଇଥିଲା। ଏଥିରେ ବ୍ଲକର  ସମସ୍ତ ସିଆର୍‌ସିସି, ସ୍ଥାନୀୟ ବିଦ୍ୟାଳୟର  ଶିକ୍ଷକ, ଶିକ୍ଷୟିତ୍ରୀ ତଥା ଛାତ୍ରଛାତ୍ରୀ କମିଟି କର୍ମକର୍ତ୍ତା, ,ବିଇଓ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ଗ୍ରାମବାସୀ ସହଯୋଗ କରିଥିଲେ  | ସାଂସ୍କୃତିକ କାର୍ଯ୍ୟକ୍ରମରେ ତୁଷୁରା  ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଶିଶୁ କଳାକାରମାନେ ଉଚ୍ଚ କୋଟୀର କଳା ପ୍ରଦର୍ଶନ କରି ଲଗାତାର ଭାବେ ତୃତୀୟ ଥର ପାଇଁ ବ୍ଲକ୍ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ଜିଲ୍ଲା ସ୍ତରକୁ ଉନ୍ନୀତ ହୋଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026

You Might Also Like