-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଘାଟିତ (ଏଅଞ୍ଚଳରକଳା,ସଂସ୍କୃତି,ପରମ୍ପରା ଅନନ୍ୟ)

31-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା ଠାରେ ଅନୁଷ୍ଟିତ କଲାସୀ ଯାତ୍ରା ପରିପ୍ରେକ୍ଷୀରେ ଆଜିଠାରୁ ୩ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଥିବା ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ସନ୍ଧ୍ୟା ୮ଘଣ୍ଟାରେ  ଉଦଘାଟିତ ହୋଇଛି।ପ୍ରାରମ୍ଭରେ ଇଷ୍ଟଦେବୀ ମାଁ ଚରଦେଇ ଓ ବାବା କପିଳେଶ୍ୱରଙ୍କ ଠାରେ ଯଥାରୀତି ପୂଜାର୍ଚ୍ଚନା ପରେ କମିଟିର ସମସ୍ତ ସଦସ୍ୟ ଏକ ମଶାଲ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରି ମହୋତ୍ସବ ପେଣ୍ଡାଲକୁ ପହଞ୍ଚିବା ପରେ ଆନୁଷ୍ଠାନିକ ଭାବେ ଉଦ୍ଘାଟନ ହୋଇଥିଲା ।କମିଟି ସଭାପତି ଅଶୋକ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ମୁଖ୍ୟ ଅତିଥି,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ,ଡିଆଇପିଆରଓ ଅର୍ଜୁନ ମାଝୀ,ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ,ବିନିକା ନଗରପାଲ ସୁବାସ ଭୋଇ,ଏନଏସି ଇଓ ମାନସ ଭୋଇ,ସରପଞ୍ଚ ବୃନ୍ଦାବତୀ ନାୟକ,ସୌଦାମିନୀ ସାହୁ,ଜିଲ୍ଲା ପରିଷଦ ସଦସ୍ୟ ପ୍ରମିଳା କଳତା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।ଅତିଥି ମାନେ ଏ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଅନନ୍ୟ ବୋଲି କହିଥିଲେ। ଏହି ଅବସରରେ ପାରାୟଣ ଗାୟିକା ସୁଶ୍ରୀ ବନ୍ଧିତା ନାୟକଙ୍କୁ ଚର୍ଦେଇ ସମ୍ମାନରେ ସମ୍ମାନିତ କରାଯାଇଥିଲା।ପରେ ଉଦଘୋଷକ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ଓ ବଲାଙ୍ଗିର ଉଦଘୋଷିକା ସସ୍ମିତା ପରମଗୁରୁଙ୍କ ସଂଯୋଜନାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ପେଣ୍ଡାଲରେ କଣ୍ଠଶିଳ୍ପୀ ବିବେକାନନ୍ଦ ପଣ୍ଡା,କସ୍ତୁରୀ ରନବିଡାଙ୍କ ସୁମଧୁର ସଙ୍ଗୀତ ପରିବେଷଣ,ପବିତ୍ର ମାହାଣା ଓ ତାଙ୍କ ସାଥି ଏବଂ ଭୀମଭୋଇ କଳା ପରିଷଦ ବୀରମହାରାଜପୁର ତରଫରୁ ଲୋକଗୀତ ପରିବେଷଣ ଦର୍ଶକଙ୍କୁ ମୁଗ୍ଧ କରିଥିଲା ବିଶେଷ ଆକର୍ଷଣ ଥିଲା ପଦ୍ମିନୀ ଦୋରା ଙ୍କ ସଙ୍ଗୀତ ।ସେହିପରି ବାଞ୍ଜିପାଲି,ଫୁଲମୁଠି,ଚରଦା, ଭ୍ରମରପାଲି,ଶଙ୍କରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ସେଲେଡି ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଛାତ୍ରଛାତ୍ରୀଙ୍କ ଶିଶୁ ଉତ୍ସବ ଆକର୍ଷିତ କରିଥିଲା ।ଶେଷରେ ଯୋଗଦେଇଥିବା ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନର କଳାକାର ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like