-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ-୨୦୨୫ ଅନୁଷ୍ଠିତ

31-Oct-2025



ବରପାଲି (ସୁଦାମ ଦୀପ)
ବରପାଲି  ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ -୨୦୨୫ ଗଙ୍ଗାଧର  ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି। ଆୟୋଜିତ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମରେ ବିଇଓ ମୁକୁନ୍ଦ ମହରାଙ୍କ ସଭାପତିତ୍ୱରେ ଉଦଘାଟନୀ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା। ନିମନ୍ତ୍ରିତ ଅତିଥି ଭାବରେ  ବିଡ଼ିଓ ସୁମନ୍ତ କୁମ୍ଭାର, ତହସିଲଦାର ରୁକ୍ମଣ ମେହେର, ଜଗବନ୍ଧୁ ଦାଶ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ ମେହେର, ଏବିଇଓ ତଥା ବିଆରସିସି ଦୁର୍ଯ୍ୟୋଧନ ସିଂ, ଏବିଇଓ  ରତ୍ନ କୁମାର ଭୋଇ, ବାଳକ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ  ସନୋଜ ସେଠୀ , ଗଙ୍ଗାଧର ଏନ.ଏ.ସି ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ମନୋଜ କୁମାର ବାରିକ , ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ନାରାୟଣ ଭୁଏ ପ୍ରମୁଖ ମଞ୍ଚାସିନ ହୋଇଥିଲେ l ସେହିପରି ଉଦ୍‌ଯାପନୀ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଅଧ୍ଯକ୍ଷା  ରିନା ଥଇତ, ସମ୍ମାନୀତ ଅତିଥି ଭାବରେ ଜିଲ୍ଲା ପରିଷଦ ସଦସ୍ଯ ଗୋବିନ୍ଦ ସାହୁ , ଏନ.ଏ.ସି. ଅଧ୍ୟକ୍ଷ ଦୀନେଶ ଗହୀର , ମୂଖ୍ଯବକ୍ତା ଭାବେ ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ  ଓଡ଼ିଆ ଅଧ୍ୟାପକ ଲୋକବନ୍ଧୁ ପ୍ରଧାନ ପ୍ରମୁଖ ଯୋଗଦାନ କରିଥିଲେ । ଏହି ଅବସରରେ ବିଚାରକ ଭାବରେ କାର୍ଯ୍ଯଭାର ତୁଳାଇଥିବା ଜନକ ସେଠ୍ ,ବରୁଣ କୁମ୍ଭକାର  , ମୁଗ୍ଧା ଦାଶ ଓ  ଶୁଭମ୍ ବାରିକ ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ , ବିଇଓ ଅଫିସ ର ଉଭୟ ଏବିଇଓ ଏବଂ ବିଇଓ ଙ୍କୁ ଉତ୍ତମ ପ୍ରଦର୍ଶନ ପାଇଁ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିଲେ । ଅତିଥି ମାନେ ସେମାନଙ୍କ ବକ୍ତବ୍ୟ ମାଧ୍ୟମରେ କାର୍ଯ୍ୟକ୍ରମର ଆଭିମୁଖ୍ୟ ସହ ପିଲାମାନେ ଏହି କାର୍ଯ୍ୟକ୍ରମ ଦ୍ଵାରା ସେମାନଙ୍କ ଅନ୍ତର୍ନିହିତ ଗୁଣ ର ବିକାଶ ହୋଇପାରିବ ବୋଲି କହିଥିଲେ l ଏହି ଅବସରରେ ସଙ୍ଗୀତ, ଦଳଗତନୃତ୍ୟ, କୁଇଜ, ବକୃତା, ଚିତ୍ରାଙ୍କନ, ଚିତ୍ରକଳା, ସୃଜନଶୀଳ ଲିଖନ, ପ୍ରବନ୍ଧ ଲିଖନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅତିଥି ମାନେ କୃତୀ ପ୍ରତିଯୋଗୀ ଙ୍କୁ ପୁରସ୍କୃତ କରିଥିଲେ l ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକଗଣ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀନିବାସ ପଧାନ , ବିନୟ କୁମାର ଭୋଇ , ଉତ୍ତମ ଦେହୁରୀ , ଦୀପକ ପଧାନ , ଫକୀର ମେହେର , ବାଳକୃଷ୍ଣ ମେହେର , କୃଷ୍ଣଚନ୍ଦ୍ର ମେହେର , ଲଳିତ ମେହେର , ନିମାଇଁ ଚରଣ ଦାଶ , ଅଶୋକ ସାହୁ ସମେତ ବ୍ଲକ ଶିକ୍ଷା କାର୍ଯ୍ୟାଳୟର ସମସ୍ତ  ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ। ବ୍ଲକ ର ବିଭିନ୍ନ ସ୍କୁଲ ର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହିଥିଲେ । କାର୍ଯ୍ୟକ୍ରମ ରେ ଶିକ୍ଷକ  ସୁଧର୍ମା ପଟେଲ , ବି.ଆର୍.ଟି ମୁକୁନ୍ଦ ମେହେର, ସି.ଆର୍.ସି.ସି.  କ୍ଷେତ୍ର ମେହେର ଓ  ମିଥୁନ ସାହୁ ମଞ୍ଚ ସଂଯୋଜନା କରିଥିବା ବେଳେ ସି.ଆର୍.ସି.ସି. ଅନିଲ କୁମାର ଦାଶ ଓ ରବିନାରାୟଣ ମହାପାତ୍ର ମଞ୍ଚ ସଞ୍ଚାଳନ କରିଥିଲେ ଏବଂ ପରିଶେଷରେ ଏବିଇଓ  ରତ୍ନ କୁମାର ଭୋଇ ଧନ୍ୟବାଦ ଜ୍ଞାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like