-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||     

HOME   ଜିଲ୍ଲା

ନୟାଗଡ଼ : ମେଳାପୀ ଯୁବକ ଜଗନ ସ୍ଵାଇଁ ଙ୍କ ସ୍ମୃତିରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ

30-Jan-2021



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା):ନୟାଗଡ ଜିଲ୍ଲା ଭାପୁର ବ୍କକ ଧାନଚେଙ୍ଗଡା ଗ୍ରାମପଞ୍ଚାୟତର ଯୁବକ ଜଗନ ସ୍ୱ।ଇଁ କିଛି ଦିନ ତଳେ ବାଇକ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ । ସେ ଜଣେ ମେଳାପୀ ଯୁବକ ଓ ଗ୍ରାମର ଜଣେ ଭଲ କ୍ରିକେଟ ଖେଳାଳି ଥିଲେ । ତାଙ୍କରି ସ୍ମୃତିରେ ଏକ ଟୁର୍ଣ୍ଣାମେଟ ଗ୍ରାମରେ ମୈତ୍ରୀ ସା°ସ୍କୃତିକ କ୍ଲବ, ଧାନଚେଙ୍ଗଡା ର ଯୁବକ ମାନେ ଆୟୋଜନ କରିଥିଲେ । ଧାନଚେ°ଗଡା ହାଇସ୍କୁଲ ଖେଳପଡିଆରେ ୧୬ ଗୋଟି ଦଳକୁ ନେଇ ଏହି ଟୁର୍ଣ୍ଣାମେଟ ଆୟୋଜିତ ହୋଇଥିଲା। ଫାଇନାଲରେ ଧାନଚେଙ୍ଗଡା ଓ ନଣ୍ଡାବର କ୍ରିକେଟ ଟିମ ପ୍ରବେଶ କରିଥିଲେ। ଟସ୍ ଜିତି ଧାନଚେଙ୍ଗଡା ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ବ୍ୟାଟିଂ କରି ୨୦ ଓଭରରେ ୮ ଉଇକେଟ ହରାଇ ୧୫୮ ରନ କରିଥିଲା ।ଜବାବରେ ନଣ୍ଡାବର କ୍ରିକେଟ ଟିମ ୧୫.୧ ଓଭରରେ ସମସ୍ତ ଉଇକେଟ ହରାଇ ୧୦୧ ରନ କରି ରନର୍ସ ହୋଇଥିଲା ।ଧାନଚେ°ଗଡା କ୍ରିକେଟ ଟିମ ଚା°ପିୟାନ ହୋଇଥିଲା। ବିଜୟୀ ଦଳର ଅଭିମନ୍ୟୁ ସାହୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କୃତ ହୋଇଥିଲେ ।ରନର୍ସ ଦଳ ନଣ୍ଡାବର ଦଳର ଲାଲା ମ୍ୟାନ ଅଫ ଦି ସିରିଜି ବିବେଚିତ ହୋଇଥିଲେ।ଖେଳ ପରିଚାଳନା କରିଥିଲେ ଅଶୋକ କୁମାର ଜେନା ଓ ଲକି ମହାନ୍ତି ।ସ୍କୋର କରିଥିଲେ ବବୁଲ୍ ଓ ପ୍ରଭାତ। ଧାରାବିବରଣୀ ପ୍ରଦାନ କରିଥିଲେ କିଷ୍ଣା ମହାନ୍ତି ଓ ସନାତନ ମହାନ୍ତି। ଏହି ଗ୍ରାଣ୍ଡଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସମସ୍ତ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ପୁରସ୍କୃତ କରିଥିଲେ ।ଭାପୁର ବ୍କକ ଉପାଧ୍ୟକ୍ଷ ଗୟାଧର ପରିଡା ଯୋଗ ଦେଇ ଖେଳ ପଡିଆ ଚାରିପଟେ ପାଚେରୀ ନିର୍ମାଣ ପାଇଁ ପ୍ରତିଶ୍ରୁତି ଦେଇଥିଲେ l ଧାନଚେଙ୍ଗଡା ଗ୍ରାମପଞ୍ଚାୟତ ସରପଞ୍ଚ କୃଷ୍ଣଚନ୍ଦ୍ର ସାହୁ,କଣ୍ଟିଲୋ କମ୍ପାଉନଡର୍ ମାନସ ସାହୁ,ଧାନଚେ°ଗଡା ଗ୍ରାମର ସଭାପତି।ଚା°ପିୟାନ ଦଳକୁ ଟ୍ରଫି ସହିତ ୭ ହଜାରରୁ ଟଙ୍କା ଓ ରନର ନଣ୍ଡାବର ଦଳକୁ ଟ୍ରଫି ସହିତ ୫ ହଜାର ଟଙ୍କା ପ୍ରଦାନ କରିଥିଲେ।  ଗ୍ରାଣ୍ଡଫାଇନାଲ ମ୍ୟାଚରେ ଶହଶହ ଦର୍ଶକ ସହ ମହିଳା ମାନେ ମଧ୍ୟ ଖେଳକୁ ଉପଭୋଗ କରିଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026

You Might Also Like