-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ

31-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ଠାରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଦିବସ କୁ ରାଷ୍ଟ୍ରୀୟ ଏକତା ଦିବସ ଭାବରେ ପାଳନ କରାଯାଇଛି । ୧୮୭୫ ମସିହା ଅକ୍ଟୋବର ୩୧ ତାରିଖ ରେ ଜନ୍ମଗ୍ରହଣ କରିଥିବା  ରାଷ୍ଟ୍ରବାଦୀ ନେତା ସର୍ଦ୍ଦାର ପଟେଲ ଭାରତୀୟ ସ୍ବାଧୀନତା ସଂଗ୍ରାମରେ ନିଜକୁ ସମର୍ପିତ କରି ଭାରତର ଏକତା, ଅଖଣ୍ଡତା ଓ କୃଷକ ସଶକ୍ତିକରଣର ପ୍ରତୀକ ରୂପେ ସର୍ଦ୍ଦାର ଭାବରେ ମାନ୍ୟତାପ୍ରାପ୍ତ ହୋଇଥିଲେ । ତାଙ୍କର ଜନ୍ମଦିନକୁ ପାଳନ ପାଇଁ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ର ସଭାପତି ଡକ୍ଟର ପ୍ରଫୁଲ୍ଲ କୁମାର ରଥଙ୍କ ଅଧ୍ୟକ୍ଷତାରେ ଏକ ସଭା କରା ଯାଇଥିଲା, ଏଥିରେ ଶିକ୍ଷାବିତ୍ କୃଷ୍ଣଚନ୍ଦ୍ର ପାଢ଼ୀ ମୁଖ୍ୟ ଅତିଥି, ସୌମିତ୍ରୀ ମେହେର ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ ।ସ‍ଂପାଦକ ସନ୍ତୋଷ ଷଡ଼ଙ୍ଗୀ ସ୍ବାଗତ କରିଥିବାବେଳେ  ସଦସ୍ୟ ଜ୍ଞାନେନ୍ଦ୍ର ତ୍ରିପାଠୀ ଓ ମଞ୍ଚାସୀନ ସମସ୍ତ ଅତିଥି ସ୍ବର୍ଗତ ପଟେଲଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ।ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା ସଭା ସଂଯୋଜନା କରିଥିବା ବେଳେ ସତ୍ୟ ନାରାୟଣ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ଅନୁଷ୍ଠାନର ସଦସ୍ୟ ଅକ୍ରୂର ଦନ୍ତା, ଗୋପୀନାଥ ମହାକୁର, ନାରାୟଣ ପ୍ରସାଦ ନାୟକ, ନିମାଇଁ ଚରଣ ପଣ୍ଡା, ଶ୍ୟାମସୁନ୍ଦର ସେଠୀ, ଧର୍ମ ଦତ୍ତ ପାଢ଼ୀ , ବଳରାମ କାଣ୍ଡ, ବାସୁଦେବ ପଣ୍ଡା, ଜିତେନ୍ଦ୍ରିୟ ପଧାନ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like