-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

*ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" -୨୦୨୫ କାର୍ଯ୍ୟକ୍ରମ*

01-Nov-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଳକ ସରକାରୀ ନୁତନ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି"-୨୦୨୫ କାର୍ଯ୍ୟକ୍ରମ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସନୋଜ କୁମାର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ସଭ୍ୟ ଗୁପ୍ତ ବିଶୋୟୀ ଓ ବ୍ଳକ ଉପାଧ୍ଯକ୍ଷ ସଦାନନ୍ଦ ନାୟକ, ସମ୍ମାନୀତ ଅତିଥି ଡଙ୍ଗରିଗୁଡ଼ା ସରପଞ୍ଚ ରାମ କୁମାର ଗଣ୍ଡ,ବିଜେଡି ଯୁବ ନେତା ବବୁଲ ତ୍ରିପାଠୀ, ବଣ୍ଟି ସିଂ, ଡାବୁଗାଁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ ମାଝୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ ରଶ୍ମିତା ନେତାମ,ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ତଥା ସହ ଶିକ୍ଷା ଅଧିକାରୀ ଭଗବାନ ମାଝୀ,ସହ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ ପ୍ରମୁଖ ଙ୍କ ଦ୍ଵାରା ଗୋଷ୍ଠୀ ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" -୨୦୨୫ ଆନୁଷ୍ଠାନିକ ଅଗ୍ରପୂଜ୍ୟ ପ୍ରଭୁ ଗଜାନନଙ୍କୁ ପୁଷ୍ପମାଲ୍ଯ ଦେଇ ଧୂପ ଲଗାଇ, ପ୍ରଦୀପ ପ୍ରଜ୍ଜ୍ଵଳନ କରି ଉଦଘାଟନ କରାଯାଇଥିଲା l ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ନେତାମ ଛାତ୍ରଛାତ୍ରୀ ମାନଙ୍କୁ କ୍ରୀଡା କ୍ଷେତ୍ରରେ ଉତ୍ତୋରାତ୍ତର ଉନ୍ନତି କାମନା କରିସାରିବା ପରେ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର  ସ୍ତରରେ ହୋଇଥିବା ବିଭିନ୍ନ ପ୍ରତିଯୋଗୀତା ରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀ ଏଠାରେ ଭାଗନେଇ ପ୍ରତିଯୋଗୀତା ଆରମ୍ଭ କରାଯାଇଥିଲା lଉକ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ଅଧୀନରେ ଥିବା ସମସ୍ତ ବିଦ୍ୟାଳୟ ରୁ ଆସିଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଡିବେଟ ,କୁଇଜ୍, ଚିତ୍ରାଙ୍କନ, ଇଲୋକେସନ,ବକ୍ତୃତା, ସୃଜନଶୀଳ ଲିଖନ, ପ୍ରବନ୍ଧ, ସଙ୍ଗୀତ, ଶ୍ରୁତ ଲିଖନ,ମଧ୍ୟାହ୍ନ ଭୋଜନ ଉପରେ ଚିତ୍ର କଳା ଓ ଶିଳ୍ପ କଳା,ନୃତ୍ୟ ପ୍ରତିଯୋଗୀତା ହୋଇଥିଲା l ପୁରସ୍କାର ବିତରଣ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ଧନ ସିଂ ଭତ୍ରl ଯୋଗ ଦେଇ ସମସ୍ତେ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ବିତରଣ କରାଯାଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ ରଙ୍ଗାରଙ୍ଗ ବେଶ୍ ସୁନ୍ଦର ହୋଇ ସମସ୍ତଙ୍କୁ ଆନନ୍ଦିତ କରାଇଥିଲା l ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରସନ୍ନ ଦଣ୍ଡସେନା,ଧନଞ୍ଜୟ ବଡଜେନା,ହେମେନ୍ଦ୍ର ନାଥ ବେହେରା, ହେମନ୍ତ କୁମାର ପଣ୍ଡା, ଗୁପ୍ତେ ପ୍ରସାଦ ନାଗ, ଗୀତାଞ୍ଜଳି ବସ୍ତିଆ ପ୍ରମୁଖ ଙ୍କ ସହ ହେମନ୍ତ କୁମାର ସାମଲ, କମଳାକାନ୍ତ ସାହୁ, ହରେକୃଷ୍ଣ ବାଡତ୍ୟା, ବିକାଶ ରଞ୍ଜନ ନିଶଙ୍କ,ସୁରେଶ ବେହେରା, ଜଗନ୍ନାଥ ରାଓ, ରତିକାନ୍ତ ନାୟକ,ବିଦେଶୀ ମହାଙ୍କୁଡ, ରାଇ ସିଂ ପୂଜାରୀ, ମୋହନ ସିଂ ଗଣ୍ଡ,ସୌଭାଗ୍ୟ ବିଶ୍ଵାଳ,ଅଜିତ କୁମାର ଷଡଙ୍ଗୀ,ପ୍ରକାଶ ଚନ୍ଦ୍ର ନାୟକ ପ୍ରମୁଖ ସମସ୍ତ କାର୍ଯ୍ୟରେ ସହଯୋଗ କରିଥିଲେ l ଶେଷରେ ଛାତ୍ରୀ ମାନଙ୍କ ସହ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ, ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦ୍ୱୟ, ଶିକ୍ଷକ, ଶିକ୍ଷୟତ୍ରୀ ବୃନ୍ଦ ନାଚି ନାଚି ମଞ୍ଚ ଦୁଲୁକି ଥିଲା, ଛାତ୍ରୀ ମାନଙ୍କ ମନ ଆନନ୍ଦ କହିଲେ ନ ସରେ l ସହ ଶିକ୍ଷା ଅଧିକାରୀ ଶ୍ରୀ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରାଯାଇଥିଲା.


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like