-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗରେ ଦେଖିବାକୁ ମିଳୁଛି ବିଚିତ୍ର ଦୃଶ୍ୟ, CRCC ମାନଙ୍କ କାର୍ଯ୍ୟରେ ଅବହେଳା ଯୋଗୁଁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟାସ୍ତ*

01-Nov-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
-ସି.ଆର.ସି.ସି. ଶିକ୍ଷାର ମେରୁଦଣ୍ଡ ନ ହୋଇ ବି. ଇ .ଓ. ଅଫିସ  ଯିବା  ଓ ଦିବସ କାର୍ଯ୍ୟକ୍ରମ ରେ ସମୟ ଅପଚୟ                                      ଡାବୁଗାଁ ବ୍ଲକ ର ଡାଵୁଗାଁ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟରେ ଦେଖିବାକୁ ମିଳୁଛି ବିଚିତ୍ର ଦୃଶ୍ୟ। ଶିକ୍ଷା ଅଧିକାରୀ ଙ୍କ ମୁଖ୍ୟ ଦାୟିତ୍ୱ ଶିକ୍ଷାର ବିକାଶ ପାଇଁ ସି.ଆର.ସି.ସି.ର ମୁଖ୍ୟ ଦାୟିତ୍ଵ ରେ ଦୈନିକ ବିଦ୍ୟାଳୟରେ ପରିଦର୍ଶନ କରି ଶିକ୍ଷକ ର ଶିକ୍ଷାଦାନର ଶ୍ରେଣୀ ପର୍ଯ୍ୟବେକ୍ଷଣ ମୁଖ୍ୟ  କାର୍ଯ୍ୟ ଅଟେ। ବିଭିନ୍ନ ବିଦ୍ୟାଳୟରେ ରୁ ପ୍ରଧାନ ଶିକ୍ଷକ ସହ ମତ ଦେଇଛନ୍ତି ସି.ଆର.ସି.ସି.ମାନେ ବିଦ୍ୟାଳୟ ଆସି ଵୁଲି ଯାଆନ୍ତି, ଶୈଖିକ ଅଗ୍ରଗତି ପାଇଁ ସମୀକ୍ଷା କରିନଥିବା ମତ ପ୍ରକାଶିତ କରିଥିଲେ । ସୁରଭି କାର୍ଯ୍ୟ କ୍ରମରେ ଗୋଟିଏ କ୍ଲଷ୍ଟର ରେ ସୁରଭି ହେଲେ ସମସ୍ତ ସିଆରସି  ଯୋଗଦାନ କରି ନାଚ ଗୀତ ଶିକ୍ଷାଦାନର ର ଉନ୍ନତି ରେ ବିପଦ ସୃଷ୍ଟି କରୁଥିବା  ଵୁଦ୍ଧି ଜୀବୀ ମହଲରେ ଚର୍ଚ୍ଚା ଜୋର ଧରିଲାଣି ଯେ, ସି.ଆର.ସି.ସି. ର ଦାୟିତ୍ଵକୁ ଓ ଭୂମିକା ଠିକ୍ ରୂପେ ପରିଚାଳନା ପାଇଁ ଶିକ୍ଷା ଅଧିକାରୀଙ୍କ ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛିା ବିଦ୍ୟାଳୟ ର ପରିବେଶ,ଶିକ୍ଷା ବିକାଶ  , ଅର୍ଥ ରାଶି ର ସୁବିନିଯୋଗ ସହ  ସର୍ବାଙ୍ଗୀନ ଉନ୍ନତ ର ମେରୁଦଣ୍ଡ ସିଆରସି ଅଟେ । କିନ୍ତୁ ବ୍ଲକ ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ରେ ସିଆରସି ସମୁହ  ମାସ ତମାମ ବୁଲାବୁଲି କରୁଥିବା ରୁ ଶିକ୍ଷାର ବିକଳ ଚ଼ିତ୍ର ସମସ୍ତଙ୍କୁ ଗଭୀର ଆଘାତ ଦେଉଥିବା ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି । ଗଣଶିକ୍ଷା ମନ୍ତ୍ରୀଙ୍କ ଜିଲ୍ଲାରେ ଅଭଳି କାର୍ଯ୍ୟରେ ଅବହେଳା କେତେଦୂର ଯୁକ୍ତିଯୁକ୍ତ।କଇଲାରୀ ଭଳି କିଛି ବିଦ୍ୟାଳୟରେ ଗ୍ରାମବାସୀଙ୍କ ଅଭିଯୋଗ ପରେ ମଧ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ବର୍ଷ ବର୍ଷ ସଂଖ୍ୟାରେ ବିଦ୍ୟାଳୟରେ ଥିଲେ ମଧ୍ୟ ସେମାନଙ୍କ ଅନ୍ୟତ୍ର ବଦଳି ହେଉ ନାହିଁ। ଏଭଳି ଅନେକ ଦୃଷ୍ଟାନ୍ତ ଅଛି ଡାବୁଗାଁ ବ୍ଲିକରେ। ଖରା ଛୁଟିରେ ପିଲା ମାନଂକୁ ଦେବା ଚାଉଳ ଏବଂ ପାଇସା ମଧ୍ୟ ଆଜି ପର୍ଯ୍ୟନ୍ତ କିଛି ବିଦ୍ୟାଳୟରେ ଛାତ୍ର ଛାତ୍ରୀଙ୍କୁ ବଣ୍ଟା ଯାଇ ନାହିଁ। ଡାବୁଗାଁ ଗୋଷ୍ଟି ଶିକ୍ଷା ଅଧିକାରୀ ତଦନ୍ତ କଲେ ଏହା ଜଣାପଡିବ। ଏଥିପ୍ରତି ଜିଲ୍ଲା ଶିକ୍ଷା ଅଧିକାରୀ ବିଶେଷ ଧ୍ୟାନ ଦେବା ଆବଶ୍ୟକ ହୋଇ ପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like