-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ଦୁର୍ଘଟଣାଗ୍ରସ୍ତ ୪ ବର୍ଷର ବାଳିକାକୁ ସହଯୋଗର ହାତ ବଢ଼ାଇଲଲେ  ସ୍ୱେଚ୍ଛାସେବୀ ଚାଇଲ୍ଡ ଲାଇନ୍ ର ନିର୍ଦ୍ଦେଶିକା

30-Jan-2021



ପାଟଣାଗଡ଼, (ପ୍ରେରଣା ଖବର)-ଗତ ୧୯ ତାରିଖ ଦିନ ପାଟଣାଗଡ଼ ବ୍ଲକ ଜୁରିଆ ଗ୍ରାମର ୪ ବର୍ଷର ବାଳିକା ସୋନାଲୀ ମେହେର ଏକ ଟ୍ରକ୍ ଦୁର୍ଘଟଣାର ଗୁରୁତର ଆହାତ ହୋଇଥିଲା । ବର୍ତ୍ତମାନ ସୋନାଲୀ ର ଗୋଟିଏ ଗୋଡ କଟାଯାଇଛି ।  ସୋନାଲୀର ବାପାମାଁ ଗରିବ ଥିବାରୁ ଗ୍ରାମବାସୀଙ୍କ ସହଯୋଗରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା । ଚାଇଲ୍ଡ ଲାଇନ୍ ନିର୍ଦ୍ଦେଶିକା ତଥା ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘କଲ୍ୟାଣ’ର ସଂପାଦିକା ଏହି ଏହି ଦୁଃଖଦ ଖବର ପାଇବା ପରେ ତୁରନ୍ତ ବୁର୍ଲାକୁ ଯାଇ ଅସହାୟ ବାଳିକାର ଚିକିତ୍ସା କଥା ବୁଝିଥିଲେ । ଭୀମ୍‌ସାର ଅଧ୍ୟକ୍ଷଙ୍କ ସହ ଯୋଗେଯାଗ କରି ବାଳିକାର ଉନ୍ନତ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା କରିଥିଲେ ଚାଇଲ୍ଡ ଲାଇନ୍‌ର ନିର୍ଦ୍ଦେଶିକା ଶ୍ରୀମତୀ ପୁରୋହିତ । ଏଥିସହ ପାଟଣାଗଡ଼ ଉପଜିଲ୍ଲାପାଳଙ୍କୁ ରେଡକ୍ରସ ଫଣ୍ଡ ତରଫରୁ ଆର୍ଥିକ ସାହାର୍ଯ୍ୟ କରିବା ତଥା ପାଟଣାଗଡ଼ ଏସ୍ ଡିଏମ୍‌ଓଙ୍କୁ ମଧ୍ୟ ବାଳିକାର ଚିକିତ୍ସା ପାଇଁ ସରକାରୀ ଅନୁଦାନ ପ୍ରଦାନ ପାଇଁ ଅନୁରୋଧ କରାଯାଇଛି । ଏହି କ୍ରମରେ ଶିଶୁ କନ୍ୟା ଦିବସରେ ଚାଇଲ୍ଡ ଲାଇନ୍ ର ନିର୍ଦ୍ଦେଶିକା ଶ୍ରୀମତୀ ପୁରୋହିତ ବାଳିକାର ସମସ୍ତ ପାଠପଢ଼ା ଖର୍ଚ୍ଚ ବହନ କରିବା ସହ ତାର ଗୋଡ ଲଗାଇବାର ସମସ୍ତ ବ୍ୟବସ୍ଥା ଗ୍ରହଣ କରିବା ପାଇଁ ଘୋଷଣ କରିଛନ୍ତି । ଶ୍ରମତୀ ପୁରୋହିତଙ୍କ ଏପରି ମହନୀୟତାକୁ ସାଧାରଣରେ ପ୍ରଶଂସା କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like