-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ଭାରୋତ୍ତଳ ପ୍ରତିଯୋଗିତା: ବଲାଙ୍ଗିର ଝିଅ ସୁନୈନା ଙ୍କୁ ରୋପ୍ୟ ପଦକ

01-Nov-2025



ବଲାଙ୍ଗିର(ପ୍ରେରଣା ଖବର): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହୋଇଯାଇଥିବା ୭୨ତମ ଓଡିଶା ରାଜ୍ୟ ଭାରୋତ୍ତଳ ପ୍ରତିଯୋଗିତା ରେ ବଲାଙ୍ଗିର ଝିଅ ସୁନେନା ବେହେରା ଙ୍କୁ ରୌପ୍ୟ ପଦକ ମିଳିଛି । ଗତ ୨୮ ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ସୁନୈନା ବେହେରା ବଲାଙ୍ଗିର ଜିଲ୍ଲା ତରଫରୁ ପ୍ରତିନିଧିତ୍ୱ କରିଥିଲେ । ସେ ୮୮ କେଜି ବର୍ଗରେ ସୁନ୍ଦର ପ୍ରଦର୍ଶନ କରି ସ୍ନାଚ ଓ କ୍ଲିନ ଜାର୍କ ରେ ୧୦୯ କେଜି ଭାରତ୍ତୋଳନ କରି ରୌପ୍ୟ ପଦକ ବିଜୟି ହୋଇଛନ୍ତି । ବଲାଙ୍ଗିର ଜିଲ୍ଲା ତରଫରୁ ଏହି ପ୍ରତିଯୋଗିତାରେ କେବଳ ୪ଜଣ ଝିଅ ଭାଗ ନେଇଥିଲେ । ଦଳ ସହିତ ଭାରତ୍ତୋଳନ କୋଚ ତଥା ଜିଲ୍ଲା ସଂପାଦକ ବିନୟ ପାଣ୍ଡେ ଏବଂ ଜିଲ୍ଲା ସଭାପତି ତଥା ଭରୋତ୍ତଳ ରାଜ୍ୟ ସଂଘ ମାନ୍ୟତା ପ୍ରାପ୍ତ ରେଫରି ସୁଦାମ ବେହେରା ଏହି ବଲାଙ୍ଗିର ଜିଲ୍ଲା ଦଳ ସହ ସାମିଲ ଥିଲେ । ଏଠାରେ ସୂଚନାଯୋଗ୍ୟ ଯେ ବଲାଙ୍ଗିର ଝିଅ ସୁନୈନା ବର୍ତ୍ତମାନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସ୍ଥିତ ଭାରୋତ୍ତଳନ ର ଉତ୍କର୍ଷ ତାଲିମ କେନ୍ଦ୍ର ରେ ଅଭ୍ୟାସରତ ଅଛନ୍ତି । ତାଙ୍କର ଏହି ସଫଳତା ବଲାଙ୍ଗିର ଭାରୋତ୍ତଳ କ୍ରୀଡାରେ ନିଶ୍ଚିତ ଭାବରେ ଝିଅମାନଙ୍କର ଭାଗିଦାରି କୁ ନେଇ ଆଗାମୀ ଦିନରେ ସକରାତ୍ମକ ପ୍ରଭାବ ପଡିବ ବୋଲି ବଲାଙ୍ଗିର ର ପ୍ରାକ୍ତନ ଖେଳାଳିମାନେ ଆଶାବ୍ୟକ୍ତ କରିବା ସହ ସୁନେନା ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like