-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଠାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ*-

01-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର  ଜିଲ୍ଲା ପରିଷଦ କାର୍ଯ୍ୟାଳୟ ଠାରୁ ଦୁର୍ନୀତି ନିବାରଣ ସଚେତନତା ପଦଯାତ୍ରା ଆରମ୍ଭ ହୋଇ ସଂସ୍କୃତି ଭବନ, ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଓ ପଟାଭାଡ଼ି ବୀର ସୁରେନ୍ଦ୍ର ସାଏ ଛକ ଦେଇ ଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ପୂର୍ବାହ୍ନ ୯.୦୦ ଟା ରେ ସମୟରେ ପହଞ୍ଚିଥିଲା । ଏହି ପଦଯାତ୍ରାରେ ସୋନପୁର ସହରର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ମାନଙ୍କ ଛାତ୍ରଛାତ୍ରୀ, ଖେଲୋ ଇଣ୍ଡିଆ ଛାତ୍ର ଛାତ୍ରୀ, ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାମାନେ, ସି.ଆର୍.ପି ଓ ଏମ.ବି.କେ ମାନେ ଯୋଗଦେଇଥିଲେ। ଓ ଦୁର୍ନୀତି ହଟାଓ ଦେଶ୍ ବଚାଓ ନାରା ପ୍ରଦର୍ଶନ କରିଥିଲେ l ଏହି ପଦଯାତ୍ରାକୁ ଜିଲ୍ଲାପାଳ ଡ଼ .ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକଙ୍କ ଦ୍ଵାରା ପତାକା ଦେଖାଇ ଶୁଭାରମ୍ଭ କରାଯାଇଥିଲା। ପଦଯାତ୍ରା ପରେ ପୂର୍ବାହ୍ନ ୧୦.୦୦ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଦୁର୍ନୀତି ନିବାରଣ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଏହି ପଦଯାତ୍ରା ରେ ଓ ଦୁର୍ନୀତି ନିବାରଣ ସଚେତନତା ସଭାରେ ଅତିରିକ୍ତ ଜିଲ୍ଲାପାଳ, (ରାଜସ୍ବ  ) ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ)  ଶ୍ରୀମତି ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ  ଶ୍ରୀ ଅଶ୍ୱିନୀ କୁମାର ମେହେର, ଭିଜିଲାନ୍ସ ଉପ -ଆରକ୍ଷୀ ଅଧିକ୍ଷକ ଶ୍ରୀମତି ଗୀତାଞ୍ଜଳି ପଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଶ୍ରୀ ଅର୍ଜୁନ ମାଝୀ, ଜିଲ୍ଲା ପ୍ରକଳ୍ପ ସାଯୋଜକ, ମିଶନ ଶକ୍ତି ସମେତ ଅନେକ ଜିଲ୍ଲା ସ୍ତରୀୟ ଅଧିକାରୀ, କର୍ମଚାରୀ ଓ ଭିଜିଲାନ୍ସ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଓ ଅନେକ ସାମ୍ୱାଦିକ  ଉପସ୍ଥିତ ଥିଲେ ।  ଦୁର୍ନୀତି ନିବାରଣ ସଚେତନତା ସଭାରେ ଉପ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର, ମୁଖ୍ୟ ଅତିଥି ତଥା ଜିଲ୍ଲାପାଳ, ସୁବର୍ଣ୍ଣପୁର ଓ ସମ୍ମାନିତ ଅତିଥି, ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁରଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସ୍ବାଗତ କରିଥିଲେ ଓ ଦୁର୍ନୀତି ନିବାରଣ ସଚେତନତା ତାଙ୍କ ଭିଜିଲାନ୍ସ ଶାଖାର  କାର୍ଯ୍ୟ କଳାପ  ଓ ସଫଳତା ଉପରେ ତାଙ୍କର ଅଭିଭାଷଣ ପ୍ରଦାନ କରିଥିଲେ। ତାପରେ ସମ୍ମାନିତ ଅତିଥି ଓ ମୁଖ୍ୟ ଅତିଥି ଦୁର୍ନୀତି ନିବାରଣ ସଚେତନତା ଉପରେ ସେମାନଙ୍କର ଅଭିଭାଷଣ ମାଧ୍ୟମରେ ଉପସ୍ଥିତ ଅଧିକାରୀ, କର୍ମଚାରୀ, ଛାତ୍ର ଛାତ୍ରୀ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର  ସଦସ୍ୟା ମାନଙ୍କୁ ଉପଦେଶ ଓ ପରାମର୍ଶ ଦେଇ ସଚେତନ କରାଇଥିଲେ। ସଭାରେ ଉପସ୍ଥିତ ଥିବା ସମସ୍ତଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ। ଏହି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ  ଅନୁଷ୍ଠିତ ହୋଇଥିବା ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା ଶେଷରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସଭାରେ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like