-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

*ସୋନପୁର ମଝି ପଡ଼ା କାଳୀ ପୂଜା ମହୋତ୍ସବ ଗତକାଲି ବିଳମ୍ବିତ ରାତ୍ରିରେ ଉଦଯାପିତ*

01-Nov-2025



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ)
ରାମଧୁନ କ୍ଲବ ମଝିପଡ଼ା ସୋନପୁର ଦ୍ୱାରା ଆରମ୍ଭ ହୋଇଥିବା କାଳୀପୂଜା ମହୋତ୍ସବ ଗତକାଲି ବିଳମ୍ବିତ ରାତ୍ରିରେ ଉଦଯାପିତ ହୋଇଯାଇଛି l ମାଁ ଙ୍କୁ ଅତ୍ୟନ୍ତ ଭାବାବେଗ ସହିତ ଅନୁଷ୍ଠାନ ର ସମସ୍ତ ସଦସ୍ୟ ସୁସଜ୍ଜିତ ଟ୍ରାକଟର ରେ ମାଁଙ୍କୁ ପୂଜା ମଣ୍ଡପ ରୁ ବିଦାୟ ଦେଇଥିଲେ l ଏହି ଅବସରରେ ବିଜୁ ପଟ୍ଟନାୟକ ଛକ ଠାରେ ହଜାର ହଜାର ଭକ୍ତ ଓ ମହିଳା ମାନଙ୍କ ଗହଣରେ ମହାଆଳତୀ ଦିଆଯିବା ସହ ଅତ୍ୟନ୍ତ ଆକର୍ଷଣୀୟ ଲାଇଟ ସୋ ପ୍ରଦର୍ଶନ କରାଯଇଥିଲା l ବିଭିନ୍ନ ପାରମ୍ପରିକ ବାଦ୍ୟ, ଡ଼ିଜେ, ରନିଙ୍ଗ ମେଲୋଡି, ଦୂଲଦୁଲି ମାଧ୍ୟମରେ ନୃତ୍ୟ ଗୀତ ର ତାଳେ ତାଳେ ବିରାଟ ଶୋଭାଯାତ୍ରା ସହିତ ମହାନଦୀ ର ଦଶମତି ଘାଟ ଠାରେ ମେଲାଣି ଦିଆ ଯାଇଥିଲା l ବିଜୁ ପଟ୍ଟନାୟକ ଛକ ଠାରେ ଅନୁଷ୍ଟିତ ମହା ଆଳତୀ ଓ ଲାଇଟ୍ ସୋ କାର୍ଯ୍ଯ କ୍ରମ ରେ ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ ଲାଇଟ୍ ସୋ କାର୍ଯ୍ଯ କ୍ରମ କୁ ବଟମ୍ ଟିପି ଉଦଘାଟନ କରିଥିଲେ l ଏହି ସମସ୍ତ କାର୍ଯ୍ୟକ୍ରମ କୁ ଅତ୍ୟନ୍ତ ଶାନ୍ତି ଶୃଙ୍ଖଳା ସହ ଅନୁଷ୍ଠାନ ର ସମସ୍ତ କର୍ମକର୍ତ୍ତା ଦାୟିତ୍ୱ ନିଭାଇ ଥିଲେ l ପୂଜା କମିଟି ସଭାପତି ପୁରେନ୍ଦ୍ର ନାଏକ, ସଂପାଦକ ସୁରଜ୍ ସାହୁ, କୋଷାଧ୍ୟକ୍ଷ ବୁବୁନ ନାଏକ ଓ ରାମଧୁନ କ୍ଲବ ର ସମ୍ପାଦକ ପିୟୁଷ କୁମାର ପଣ୍ଡା ଙ୍କ ତତ୍ବବୋଧନ ରେ ଏହି କାଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ସକ୍ରିୟ ସଦସ୍ୟ  ଲଡ଼ୁ କିଶୋର ମଲ୍ଲିକ, କମଳା କାନ୍ତ ସାହୁ,ବିକାଶ ପଣ୍ଡା, ସତ୍ୟ ନାରାୟଣ ଦରୁୱାନ,ଦିଲ୍ଲୀପ ସାହୁ, ରିପୁନ୍ ନାଏକ, ଶ୍ରୀକାନ୍ତ ନାଏକ, ସିପୁନ ନାଏକ, ରଞ୍ଜୁ ସାହୁ,ଅମିତ୍ ସାହୁ,ରଜତ ସାହୁ , ବାଳ ଗୋପାଳ ମିଶ୍ର, ଜଗନ୍ନାଥ ସାହୁ, ଆକାଶ ମିଶ୍ର,ମଦନ ସାହୁ, ଅଙ୍କିତ ଦାସ, ମିଡ଼ିଆ କୋଡିନେଟର ମନୋରଞ୍ଜନ ତ୍ରୀପାଠୀ ସମେତ ସମସ୍ତ ପ୍ରମୁଖ ସଦସ୍ୟ ଉପସ୍ଥିତ ଥିଲେ l ଶାନ୍ତି ଶୃଂଖଳା ରକ୍ଷା ବ୍ୟବସ୍ଥା ଓ ସମସ୍ତ ସହଯୋଗ ପାଇଁ ପୋଲିସ ପ୍ରଶାସନ ଓ ପବ୍ଲିକ କୁ କମିଟି ପକ୍ଷରୁ ସାଧୁବାଦ୍ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like