-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବରପାଲି ମହାବିଦ୍ୟାଳୟରେ ଯୁବ ରେଡ଼କ୍ରସ ପ୍ରବେଶ ଉତ୍ସଵ

01-Nov-2025



ବରପାଲି (ସୁଦାମ ଦୀପ)
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ପ୍ରବେଶ ପ୍ରକ୍ରିୟା ଆୟୋଜନ ହୋଇଯାଇଛି। କାର୍ଯ୍ୟକ୍ରମକୁ କାର୍ଯ୍ଯନିର୍ବାହୀ ଅଧ୍ୟକ୍ଷ ସୁଶୀଲ କୁମାର ଶତପଥି ମୁଖ୍ୟଅତିଥି ଭାବେ ଯୋଗଦେଇ ସ୍ବେଚ୍ଛାସେବୀମାନଙ୍କୁ ରେଡକ୍ରସ ନୀତି ଆଦର୍ଶ ଉପରେ ବୁଝାଇବା ସହ ସମାଜ ପରିବର୍ତ୍ତନ ଓ ଦେଶ ଗଠନରେ ଆଗେଇ ଆସିବା ପାଇଁ ପ୍ରେରଣା ଯୋଗାଇଥିଲେ । କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ୟୁଥ ରେଡକ୍ରସ ପରାମର୍ଶ ଦାତା ଅଧ୍ୟାପକ ଅଲେଖ କୁମାର ମହାନନ୍ଦ ଏବଂ ଯୁବ ରେଡ଼କ୍ରସର ଇତିହାସ, ଲକ୍ଷ୍ୟ ଓ ଉଦ୍ଦେଶ୍ୟକୁ ସରଳ ଭାବେ ଆଲୋକପାତ କରିଥିଲେ। ମହିଳା ୟୁନିଟ କାଉନସିଲର ଅଧ୍ୟାପିକା ନତାସା ସିକନ୍ଦର ରେଡ଼କ୍ରସ କାର୍ଯ୍ୟକ୍ରମ ଉପରେ ବକ୍ତବ୍ୟ ରଖିଥିଲେ। ବରିଷ୍ଠ ସ୍ବେଚ୍ଛାସେବୀମାନେ ନିଜେ ନିଜର ଅଭିଜ୍ଞତା ସଂପର୍କରେ ବକ୍ତବ୍ୟ ରଖିଥିଲେ। ନୂତନ ଛାତ୍ର,ଛାତ୍ରୀ ମାନେ ଯୁବ ରେଡକ୍ରସ ଦ୍ବାରା ଅନୁପ୍ରାଣିତ ହୋଇ ସମାଜ ସେବାରେ ଉତ୍ସର୍ଗିକୃତ ହେବା ପାଇଁ ବୁଝାଇଥିଲେ। ସିନିଅର ଛାତ୍ର ଛାତ୍ରୀ ଗୁରୁଦେବ ସାହ, ସୁମିତ ସରାଫ, ସମୀର ବିଶି, ଅର୍ପିତା ଥଇତ, ଲିପିକା ଗୁରୁ, ଜ୍ୟୋତି ବାଗ ଏହି କାର୍ଯ୍ୟକ୍ରମକୁ ଆୟୋଜନ କରିଥିଲେ ଓ ଅନ୍ୟାନ୍ୟ ଛାତ୍ରଛାତ୍ରୀମାନେ ଯୋଗଦେଇ ସଫଳ କରିଥିଲେ। ଶେଷରେ ଗ୍ରୁପ ଲିଡର ଗୁରୁଦେବ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like