-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||     

HOME   ଜିଲ୍ଲା

ଚର୍ଦେଇ ମହୋତ୍ସବ ୨ୟ ସନ୍ଧ୍ୟାରେ ସମ୍ବଲପୁରର ପଞ୍ଚବାଦ୍ୟ,ସୋନପୁରର ରୁମକୁ ଝୁମାନା ଓ ବିନିକା ନୃତ୍ୟ ନିକେତନ ଦର୍ଶକଙ୍କୁ ବାନ୍ଧି ରଖିଲା

02-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ଚରଦା ଠାରେ ଚାଲିଥିବା ମାଁ ଚରଦେଇ ଆଞ୍ଚଳିକ ମହୋତ୍ସବର ଗତକାଲି ଦ୍ଵିତୀୟ ସନ୍ଧ୍ୟା ଅର୍ଥାତ ଦଶମୀ ଯାତ୍ରା ଅବସରରେ ପ୍ରଭୁଙ୍କ କୃପା ନିମନ୍ତେ ପ୍ରସିଦ୍ଧ ଶୈବପୀଠରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତଙ୍କ ଗହଳି ଲାଗିଥିଲା  ହରିବୋଲ,ହୁଳହୁଳି ଧ୍ବନିରେ ସାରା ଅଞ୍ଚଳ ଉତ୍ସବ ମୁଖର ହୋଇଉଠିଛି।ଏହି ପରିପ୍ରେଖୀରେ ଶ୍ରଦ୍ଧାଳୁ ଭକ୍ତ ଓ ଦର୍ଶକଙ୍କ ମନୋରଂଜନ ସକାଶେ ଅନୁଷ୍ଟିତ ମହୋତ୍ସବ ପେଣ୍ଡାଳରେ ସମ୍ବଲପୁରର ପଞ୍ଚବାଦ୍ୟ,ସୁବର୍ଣ୍ଣପୁରର

ରୁମକୁ ଝୁମାନା ସାଂସ୍କୃତିକ ଲୋକନୃତ୍ୟ ବେଶ ଉପଭୋଗ ହୋଇଥିଲା କଳାକାର ମାନଙ୍କ ଚିରାଚରିତ ନାଚ,ଗୀତ ଶୈଳୀ ଦର୍ଶକଙ୍କୁ ବାନ୍ଧି ରଖିଥିଲା।ସେହିପରି ବୌଦ୍ଧର ବଉଳି କଳା ପରିଷଦ,ବିନିକାର ନୃତ୍ୟ ନିକେତନ ଅନୁଷ୍ଠାନ ତରଫରୁ ଲୋକକଳା ପ୍ରଦର୍ଶନ ଏବଂ କଣ୍ଠଶିଳ୍ପୀ ଦେବାନନ୍ଦ ଦାଶ,ମାଧବ ଭୋଇ,କୁମାର ଉପେନ,ସୁପ୍ରିୟା ଶର୍ମା, ଆଲିସା ମିଶ୍ରଙ୍କ ସୂ ମଧୁର କଣ୍ଠରେ ସଙ୍ଗୀତ ପରିବେଷଣ ଚିତ୍ତାକର୍ଷକ ଥିଲା ।ଏଥିରେ ଉଦଘୋଷକ ଭାବେ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା, ସସ୍ମିତା ପରମଗୁରୁ, ଦେବରଞ୍ଜନ ପଣ୍ଡା ସାଂସ୍କୃତିକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।କମିଟି ସଭାପତି ଅଶୋକ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ମହୋତ୍ସବ କମିଟି ଅଧ୍ୟକ୍ଷ ତଥା ବୀରମହାରାଜପୁର ବିଧାୟକ ଇଁ ରଘୁନାଥ ଜଗଦଲା,ସମ୍ମାନିତ ଅତିଥି ଭାବେ ଜିଲ୍ଲା ବିଜେପି ସଭାପତି ବେଣୁଧର ଦାସ,ସାନନ୍ଦ ମେହେର,ବିଜୟ ମହାକୁର,ବିଶ୍ବମ୍ବର ମିଶ୍ର,ସ୍ୱରୂପ ପାତ୍ର,ଉଦ୍ଧବ ମହାକୁର, ଭୁବନେଶ୍ୱର ପାତ୍ର,ମୁଖ୍ୟବକ୍ତା ନବ କିଶୋର ପୁଝାରୀ ପ୍ରମୁଖ ଯୋଦେଇଥିଲେ ।ଅତିଥି ମାନେ ଅଞ୍ଚଳର କଳା,ସଂସ୍କୃତି ଉପରେ ବର୍ଣ୍ଣନା କରିବା ସହ ମହୋତ୍ସବ ଆୟୋଜନ ନିଜ ନିଜ ଭିତରେ ଏକତା,ସୂ ସମ୍ପର୍କ ସ୍ଥାପନ କରିବାରେ ସହାୟକ ହୋଇଥାଏ ବୋଲି କହିଥିଲେ ।ଏହି ଅବସରରେ ଅର୍ନ୍ତରାଷ୍ଟ୍ରୀୟ ଚିତ୍ରଶିଳ୍ପୀ ଭାବେ ଫୁଲମୁଠି ଗ୍ରାମର ଅଶୋକ କୁମାର ମହାକୁର ଓ  ଟାଇକୋଣ୍ଡା ଖେଳାଳି ଭାବେ ବିଶ୍ଵ ଦରବାରରେ ପରିଚିତ

ବିନିକାର ସୁଶ୍ରୀ ଅନୁଷ୍କା ଦାସଙ୍କୁ ମାଁ ଚର୍ଦେଇ ସମ୍ମାନରେ ସମ୍ମାନୀତ କରାଯାଇଥିଲା।ସେହିପରି କମିଟି ଉପ ସଭାପତି ଶାଶ୍ଵତ ତ୍ରିପାଠୀ,ସଂଯୋଜକ ଧର୍ମେନ୍ଦ୍ର ଥନାପତି,ଧର୍ମରାଜ ପଣ୍ଡା,ଜିତେନ୍ଦ୍ର ଥନାପତି,ପରିତୋସ ଥନାପତି,ବାବୁଲାଲ ସାହୁ ଏବଂ କମିଟି ସମସ୍ତ ସଦସ୍ୟ ଉପସ୍ଥିତ ରହି ମହୋତ୍ସବ ପରିଚାଳନାର ବିଭିନ୍ନ ଦାୟିତ୍ଵ ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026

You Might Also Like