-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଚର୍ଦେଇ ମହୋତ୍ସବ ୨ୟ ସନ୍ଧ୍ୟାରେ ସମ୍ବଲପୁରର ପଞ୍ଚବାଦ୍ୟ,ସୋନପୁରର ରୁମକୁ ଝୁମାନା ଓ ବିନିକା ନୃତ୍ୟ ନିକେତନ ଦର୍ଶକଙ୍କୁ ବାନ୍ଧି ରଖିଲା

02-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ଚରଦା ଠାରେ ଚାଲିଥିବା ମାଁ ଚରଦେଇ ଆଞ୍ଚଳିକ ମହୋତ୍ସବର ଗତକାଲି ଦ୍ଵିତୀୟ ସନ୍ଧ୍ୟା ଅର୍ଥାତ ଦଶମୀ ଯାତ୍ରା ଅବସରରେ ପ୍ରଭୁଙ୍କ କୃପା ନିମନ୍ତେ ପ୍ରସିଦ୍ଧ ଶୈବପୀଠରେ ହଜାର ହଜାର ଶ୍ରଦ୍ଧାଳୁ ଭକ୍ତଙ୍କ ଗହଳି ଲାଗିଥିଲା  ହରିବୋଲ,ହୁଳହୁଳି ଧ୍ବନିରେ ସାରା ଅଞ୍ଚଳ ଉତ୍ସବ ମୁଖର ହୋଇଉଠିଛି।ଏହି ପରିପ୍ରେଖୀରେ ଶ୍ରଦ୍ଧାଳୁ ଭକ୍ତ ଓ ଦର୍ଶକଙ୍କ ମନୋରଂଜନ ସକାଶେ ଅନୁଷ୍ଟିତ ମହୋତ୍ସବ ପେଣ୍ଡାଳରେ ସମ୍ବଲପୁରର ପଞ୍ଚବାଦ୍ୟ,ସୁବର୍ଣ୍ଣପୁରର ରୁମକୁ ଝୁମାନା ସାଂସ୍କୃତିକ ଲୋକନୃତ୍ୟ ବେଶ ଉପଭୋଗ ହୋଇଥିଲା କଳାକାର ମାନଙ୍କ ଚିରାଚରିତ ନାଚ,ଗୀତ ଶୈଳୀ ଦର୍ଶକଙ୍କୁ ବାନ୍ଧି ରଖିଥିଲା।ସେହିପରି ବୌଦ୍ଧର ବଉଳି କଳା ପରିଷଦ,ବିନିକାର ନୃତ୍ୟ ନିକେତନ ଅନୁଷ୍ଠାନ ତରଫରୁ

ଲୋକକଳା ପ୍ରଦର୍ଶନ ଏବଂ କଣ୍ଠଶିଳ୍ପୀ ଦେବାନନ୍ଦ ଦାଶ,ମାଧବ ଭୋଇ,କୁମାର ଉପେନ,ସୁପ୍ରିୟା ଶର୍ମା,ଆଲିସା ମିଶ୍ରଙ୍କ ସୂ ମଧୁର କଣ୍ଠରେ ସଙ୍ଗୀତ ପରିବେଷଣ ଚିତ୍ତାକର୍ଷକ ଥିଲା ।ଏଥିରେ ଉଦଘୋଷକ ଭାବେ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା, ସସ୍ମିତା ପରମଗୁରୁ, ଦେବରଞ୍ଜନ ପଣ୍ଡା ସାଂସ୍କୃତିକ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।କମିଟି ସଭାପତି ଅଶୋକ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ମହୋତ୍ସବ କମିଟି ଅଧ୍ୟକ୍ଷ ତଥା ବୀରମହାରାଜପୁର ବିଧାୟକ ଇଁ ରଘୁନାଥ ଜଗଦଲା,ସମ୍ମାନିତ ଅତିଥି ଭାବେ ଜିଲ୍ଲା ବିଜେପି ସଭାପତି ବେଣୁଧର ଦାସ,ସାନନ୍ଦ ମେହେର,ବିଜୟ ମହାକୁର,ବିଶ୍ବମ୍ବର ମିଶ୍ର,ସ୍ୱରୂପ ପାତ୍ର,ଉଦ୍ଧବ ମହାକୁର, ଭୁବନେଶ୍ୱର ପାତ୍ର,ମୁଖ୍ୟବକ୍ତା ନବ କିଶୋର ପୁଝାରୀ ପ୍ରମୁଖ ଯୋଦେଇଥିଲେ ।ଅତିଥି ମାନେ ଅଞ୍ଚଳର କଳା,ସଂସ୍କୃତି ଉପରେ ବର୍ଣ୍ଣନା କରିବା ସହ ମହୋତ୍ସବ ଆୟୋଜନ ନିଜ ନିଜ ଭିତରେ ଏକତା,ସୂ ସମ୍ପର୍କ ସ୍ଥାପନ କରିବାରେ ସହାୟକ ହୋଇଥାଏ ବୋଲି କହିଥିଲେ ।ଏହି ଅବସରରେ ଅର୍ନ୍ତରାଷ୍ଟ୍ରୀୟ ଚିତ୍ରଶିଳ୍ପୀ ଭାବେ ଫୁଲମୁଠି ଗ୍ରାମର ଅଶୋକ କୁମାର ମହାକୁର ଓ  ଟାଇକୋଣ୍ଡା ଖେଳାଳି ଭାବେ ବିଶ୍ଵ ଦରବାରରେ ପରିଚିତ ବିନିକାର ସୁଶ୍ରୀ ଅନୁଷ୍କା ଦାସଙ୍କୁ ମାଁ ଚର୍ଦେଇ ସମ୍ମାନରେ ସମ୍ମାନୀତ କରାଯାଇଥିଲା।ସେହିପରି କମିଟି ଉପ ସଭାପତି ଶାଶ୍ଵତ ତ୍ରିପାଠୀ, ସଂଯୋଜକ ଧର୍ମେନ୍ଦ୍ର ଥନାପତି,ଧର୍ମରାଜ ପଣ୍ଡା,ଜିତେନ୍ଦ୍ର ଥନାପତି,ପରିତୋସ ଥନାପତି,ବାବୁଲାଲ ସାହୁ ଏବଂ କମିଟି ସମସ୍ତ ସଦସ୍ୟ ଉପସ୍ଥିତ ରହି ମହୋତ୍ସବ ପରିଚାଳନାର ବିଭିନ୍ନ ଦାୟିତ୍ଵ ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like