-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବଜରଙ୍ଗଦଳ ର ହୁତାତ୍ମା ଦିବସରେ ରକ୍ତଦାନ ଶିବିର

02-Nov-2025



 ରେଙ୍ଗାଲି(ଆକାଶ ମିଶ୍ର):  ଶ୍ରୀରାମ ଜନ୍ମଭୂମି ଆନ୍ଦୋଳନ ରେ ଯେଉଁ  କାରସେବକ ରାମଭକ୍ତ ମାନେ ୧୯୯0 ମସିହାରେ ରାମ ମନ୍ଦିର ନିର୍ମାଣ ପାଇଁ ନିଜ ଜୀବନ ର ବଳିଦାନ ଦେଇଥିଲେ ସେହି କାରସେବକ ଙ୍କ ବଳିଦାନ କୁ ସମ୍ମାନ ଜଣାଇ ତାଙ୍କ ସ୍ମୃତି ଉଦେଶ୍ୟରେ ବଜରଙ୍ଗଦଳ ଦ୍ୱାରା ପ୍ରତିବର୍ଷ ହୁତାତ୍ମା ଦିବସ ବା ବଳିଦାନ ଦିବସ ପାଳନ କରାଯାଇ ରକ୍ତଦାନ ଶିବିର ଆୟୋଜନ କରାଯାଇଥାଏ l ଏହି ଅବସରରେ ବଜରଙ୍ଗ ଦଳ,ଅତାବିରା ପ୍ରଖଣ୍ଡ ଗୋଡଭଗା ଦ୍ୱାରା ଗୋଡ଼ଭଗା ବଜରଙ୍ଗ ଦଳ କାର୍ଯ୍ୟାଳୟ ପ୍ରାଙ୍ଗଣରେ ହୁତା ତ୍ମା ଦିବସ ରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି ଏବଂ ମୋଟ ୫୪ ୟୁନିଟ ରକ୍ତ  ସମ୍ବଲପୁର ରକ୍ତ ଭଣ୍ଡାର ଦ୍ୱାରା ସଂଗ୍ରହ କରା ଯାଇଥିଲା l ରକ୍ତଦାନ ଶିବିରରେ ପ୍ରଥମ କରି ପ୍ରାୟ 20 ରୁ ଉର୍ଦ୍ଧ ଯୁବକଯୁବତୀ ରକ୍ତଦାନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବିଶ୍ଵହିନ୍ଦୁ ପରିଷଦ ଓଡିଶା ପଶ୍ଚିମ ପ୍ରାନ୍ତ ସହ ସେବା ପ୍ରମୁଖ ଅଶ୍ୱିନୀ ମେହେର ଏବଂ ସମ୍ମାନିତ ଅତିଥି ଭାବେ ବଜରଙ୍ଗ ଦଳ ଓଡିଶା ପଶ୍ଚିମ ପ୍ରାନ୍ତ ବଳ ଉପାସନା ପ୍ରମୁଖ ପରମେଶ୍ୱର ପଟେଲ ଯୋଗଦାନ କରି ବଜରଙ୍ଗବଲି ଙ୍କ ଠାରେ ଦ୍ବୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ l  ବଜରଙ୍ଗ ଦଳ ଅତାବିରା ପ୍ରଖଣ୍ଡ ସଂଯୋଜକ ପ୍ରଶାନ୍ତ ଭୋଇ ଙ୍କ ସଂଯୋଜନା ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ବିଶ୍ଵହିନ୍ଦୁ ପରିଷଦ ଓଡିଶା  ଗୋରକ୍ଷା ବିଭାଗ ପଶ୍ଚିମ ପ୍ରାନ୍ତ ପ୍ରଚାର ପ୍ରସାର ତଥା ମିଡ଼ିଆ ପ୍ରମୁଖ କ୍ଷୀରେଶ୍ଵର ପ୍ରଧାନ,   ବଜରଙ୍ଗ ଦଳ ବରଗଡ ବିଭାଗ ସଂଯୋଜକ ସଂଜୀବ ମେହେର, ବଜରଙ୍ଗ ଦଳ ଓଡିଶା ପଶ୍ଚିମ ପ୍ରାନ୍ତ ସୁରକ୍ଷା ପ୍ରମୁଖ ଟୁକୁ ବନଛୋର, ବରଗଡ ଏବଂ ପଦ୍ମପୁର ବଜରଙ୍ଗ ଦଳ ବିଭାଗ ସହ ସଂଯୋଜକ ପ୍ରଭାସ ମଲ୍ଲିକ, ବିଶ୍ୱହିନ୍ଦୁ ପରିଷଦ ଗୋଡ଼ଭଗା ଖଣ୍ଡ ସଭାପତି ସତୀଶ ଦାସ ଏବଂ ଉପ ସଭାପତି ପ୍ରମୋଦ ପ୍ରଧାନ,  ବିଶ୍ଵହିନ୍ଦୁ ପରିଷଦ ଅତାବିରା ଖଣ୍ଡ ସଭାପତି ମନିଶ ଶର୍ମା, ଯୋଗଦାନ କରିଥିବାବେଲେ ବଜରଙ୍ଗଦଳ ଗୋଡ଼ଭଗା ଖଣ୍ଡ ର ପି. ଶ୍ରୀହରି, ବିକାଶ ବାଗ, ପ୍ରିତମ ଭୋଇ, ଉମେଶ ସେଠ, ଝସକେତନ ମହାନନ୍ଦ, ରାଜା ଭାଇ ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନ ରେ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ l ରକ୍ତ ସଂଗ୍ରହ ପାଇଁ ସମ୍ବଲପୁର ରକ୍ତ ଭଣ୍ଡାର ରୁ ଡାକ୍ତର କଳ୍ପେଶ କକ୍କଡ଼ ଙ୍କ ତତ୍ୱାବଧାନ ରେ କର୍ମଦେବ ପଟେଲ, ଗୀତା ହୋତା, ସିଦ୍ଧାର୍ଥ ଦାସ, ଗଣେଶ ସେଠ ଏବଂ ଆଶିଷ ବିଶ୍ୱାଳ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like