-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

02-Nov-2025



ଡୁଙ୍ଗୁରିପାଲି, (ପ୍ରେରଣା ଖବର) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ  ମାୟାବର୍ହା ଠାରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଡ.ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ  ରାଷ୍ଟ୍ରିୟ ଏକତା ଦିବସ ପାଳିତ ହୋଇ ଯାଇଛି l ପ୍ରାକ୍ତନ ପ୍ରଧାନଶିକ୍ଷକ ମନୋଜ କୁମାର ପୁଝାରୀ, ଇଂରାଜୀ ଶିକ୍ଷକ ସମ୍ପଦ ଖମାରୀ, ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ଦିବସର ଗୁରୁତ୍ୱ ବିଷୟରେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମକୁ  ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ସଂଯୋଜନା କରିଥିଲେ।  ନବମ ଏବଂ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀ ପୂଜାରାଣୀ ଦୀପ, ଝରଣା ସାହୁ , ଆଭା ସାହୁ , ପ୍ରୀତି ପଧାନ , ଆୟୁସୀ ନାଏକ , ଆକାଶ ସାହୁ , ରାଷ୍ଟ୍ରୀୟ ଏକତା ଦିବସ ଉପରେ  ପାୱାର ପଏଣ୍ଟ ପ୍ରସ୍ତୁତ କରି  ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୀବନ ସମ୍ପର୍କିରେ ଆଲୋଚନା କରିଥିଲେ । ନବମ ଶ୍ରେଣୀର ଛାତ୍ରୀ ପାୟଳ ବିଶ୍ୱକର୍ମା ଓ ଦୀପ୍ତିଶିଖା ବାଗ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଫଟୋ ଚିତ୍ର ଅଙ୍କନ କରି ପୁରସ୍କୃତ ହୋଇଥିଲେ । ଏଥି ସହିତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ କୁଇଜ ଓ  ପ୍ରବନ୍ଧ ପ୍ରତିଯୋଗିତା ଆୟୋଜନ କରାଯାଇ ଥିଲା ।

ନବମ ଶ୍ରେଣୀର ଛାତ୍ରୀ ଶ୍ରୀମୟୀ ସେଠ୍ ଦେଶାତ୍ମବୋଧ ସଙ୍ଗୀତ ପରିବେଷଣ କରିଥିବା ବେଳେ ସଂସ୍କୃତ ଶିକ୍ଷକ ରାଜୁ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ କିରନ ପଟେଲ, ସ୍ନିଗ୍ଧା ପଧାନ, ସଂଜୀବ ପୂଜାରୀ , ବିଭିଷଣ ଖମାରୀ, ମୀନକେତନ ଦାସ , ସୁରଜ ଖମାରୀ , ସମୀର କଠାର, ସୂର୍ଯ୍ୟକାନ୍ତି କାଣ୍ଡ , ସୌଭାଗିନୀ ସାହୁ  ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like