-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||     

HOME   ରାଜ୍ୟ

ସାମାଜିକ ସଚେତନତା ସ୍ବାସ୍ଥ୍ୟ ସେବା ଶିବିର 

02-Nov-2025



କଟକ(ପ୍ରେରଣା ଖବର): -ସାମାଜିକ ଅନୁଷ୍ଠାନ ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ, ମେରିଆ ବଜାର, କଟକ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ମିଳିତ ଆନୁକୂଲ୍ୟରେ କଟକ ଜଗତପୁର ସ୍ଥ ଜୟମା ମଙ୍ଗଳା ବସ୍ତି ନିମପୁର ଠାରେ ଏକ ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି'ଏହାକୁ କଟକ ମହାନଗର ନିଗମର ଆଡିସନାଲ୍ ଡ଼ି ଷ୍ଟକ୍ ଅରବାନ୍ପବଲ୍ଲିକ୍ ହେଲଥ୍ ଅଫିସର  ଡାକ୍ତର ସତ୍ୟବ୍ରତ ମହାପାତ୍ର ଆନୁଷ୍ଠାନିକ ରୂପେ ଉଦ୍ ଘାଟନ୍

କରିଥିଲେ। ସଭାପତି ଆଇନ୍‌ଜୀବୀ ଦେବେନ୍ଦ୍ର କୁମାର ପରିଡାଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ରୂପେ ସ୍ତମ୍ଭକାର, କବି ଶ୍ରୀମତୀମୀରା ବେଉରା,ଟ୍ରଷ୍ଟର ଉପସଭାପତି ସୁଶ୍ରୀ ବିଦ୍ୟୁତକୁମାରୀଲାଲା' ,ବରିଷ୍ଟ ସେବିକା ବି.କେ. ମମତା ମଞ୍ଜରୀଦାସ, ସମାଜସେବୀ ଶ୍ରୀମତୀ ସୌଭାଗ୍ୟ ସ୍ମିତା ସାହୁ,ଟ୍ରଷ୍ଟର କୋଷାଧ୍ୟକ୍ଷ ଶ୍ରୀମତୀ ପାଙ୍କଜିନୀ ପରିଡ଼ା, ସମ୍ପାଦକ ଚିତ୍ତରଞ୍ଜନ ପରିଡା ଚନ୍ଦ୍ରଶେଖର ପରିଡା  ଯୋଗଦାନ କରି ରୋଗୀମାନଙ୍କର ଚିକିତ୍ସା କରିଥିଲେ। ଏଥିରେ ଜଗତପୁର ୟୁପି ସ୍ ର ଡାକ୍ତର ପିୟୁଷ୍ କୁମାର ମିଶ୍ର,ସେବିକା ନର୍ମଦା ସିଂ, ଆକାଉଣ୍ଟାଣ୍ଟ ପ୍ରଫୁଲ୍ଲ  କୁମାର ଯତି ଆଶାକର୍ମୀ ଶ୍ରୀମତୀ ସଂନ୍ଧ୍ୟା ରାଣୀ ମହାନ୍ତି, ଶ୍ରୀମତୀସୁଭଦ୍ରା ନାୟକଘର ଘର ବୁଲି ରୋଗୀସେବା ଓ ଚ଼ିକିତ୍ସା କରିଥିଲେ l ଏଥିରେ ଟ୍ରଷ୍ଟର ସଭ୍ୟ ବୀରକିଶୋର ସିଂ,ସୁବାସ ଚ଼ନ୍ଦ୍ର ଦାସ, ସଚ଼ୀନ କୁମାର ସାହୁ, ବିଶ୍ଵଜିତ୍ମହାପାତ୍ର ଦୀପୁ ପ୍ରଧାନ ସାହାଯ୍ୟ ସହ ଯୋଗ କରିଥିଲେ। ଶେଷରେ ସଭାପତି ଦେବେନ୍ଦ୍ର କୁମାର ପରିଡ଼ା ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026

You Might Also Like