-+91-9937148622 |

prerana_bgr@rediffmail.com |

  Monday 9th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||     

HOME   ଜିଲ୍ଲା

ବହୁଭାଷୀ ନାଟ୍ଯ ମହୋତ୍ସବ ମଠଖାଇ ମହୋତ୍ସବ ଡିସେମ୍ବର ୨୫ ରୁ ୨୯

02-Nov-2025



ଓଡିଶାରୁ ତିନୋଟି ଓ ବାହାର ରାଜ୍ୟରୁ ଦୁଇଟି ନାଟକ ପରିବେଷଣ କରାଯିବ

ବଲାଙ୍ଗୀର(ପ୍ରେରଣା ଖବର): ଆଜି ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ଭୂମିକା ଓ ମଠଖାଇ ମହୋତ୍ସବ  କମିଟି ସଦସ୍ୟଙ୍କ ଉପସ୍ଥିତିରେ ୧୭ତମ ମାଠଖାଇ ମହୋତ୍ସବର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଅଛି। ସବୁ ବର୍ଷ ପରି ଏହି ବର୍ଷ ମଧ୍ୟ ପାଞ୍ଚ ଦିନ ଧରି ନାଟ୍ୟପ୍ରେମୀ ନାଟକ ଉପଭୋଗ କରିବେ ଓ ଓଡିଶାରୁ ତିନୋଟି ଓ ବାହାର ରାଜ୍ୟରୁ ଦୁଇଟି ନାଟକ ପରିବେଷଣ କରାଯିବ। ଆଜି ମଠଖାଇ ମହୋତ୍ସବର ଅଧ୍ୟକ୍ଷ ତଥା ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ନାଟକ ସମାଜକୁ ସବୁବେଳେ ମନୋରଞ୍ଜନ କରିନଥାଏ ଏହା ପ୍ରେରଣାଦାୟୀ ହୋଇ ସଚେତନ ମଧ୍ୟ କରିଥାଏ ବୋଲି ମତପୋଷଣ କରିଥିଲେ। ଆଜିର ବୈଠାକରେ ଭୂମିକାର ଉପଦେଷ୍ଟା ନାଟ୍ୟଭୁଷଣ ଜଗଦାନନ୍ଦ ଛୁରିଆ, ସଭାପତି ବୀରେନ୍ଦ୍ର ବନଛୋର ଓ ସମ୍ପାଦକ ଜିତେନ୍ଦ୍ରିୟ ତ୍ରିପାଠୀ ମଞ୍ଚାସୀନ ଥିଲେ। ଏହି ସଭାରେ ମଠଖାଇ  ମହୋତ୍ସବର ସଦସ୍ୟ ସନାତନ ଠାକୁର, ସୁଧାଂଶୁ ପଟ୍ଟନାୟକ, ଘାସିରାମ ମିଶ୍ର, ଅବଦୁଲ ଜମାଲ ଖାନ, ଡତାତାନନ୍ଦ  ପଣ୍ଡା, ବୀରେନ୍ଦ୍ର ଝାଙ୍କର, ବଳରାମ ମିଶ୍ର, ନରେନ୍ଦ୍ର ସାହୁ, ଚନ୍ଦ୍ରଭାନୁ ମୋଲାନା, ଭବାନୀ ଶତପଥୀ, ମୁରଲୀଧାରୀ ପତି, ଗୌର କିଶୋର ମହାପାତ୍ର, ବାସୁଦେବ ସା ଡ଼ ଲଳିତ ସାହୁ ସୁରୁଲାଲ ମଟାରୀ ଓ ଭୂମିକା ପରିବାର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   08-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026

You Might Also Like